ଗଡସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ, ପ୍ରଜ୍ଞା ତାଙ୍କ ଆତ୍ମାକୁ ହତ୍ୟା କଲେ: କୈଳାସ ଶତ୍ୟାର୍ଥୀ
ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ କମଲ ହାସନ ଦେଇଥିବା ବୟାନ ପରେ ରାଜନୀତି ହୋଇଥିଲା ସରଗରମ। ହାସନ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ କହିଥିବା ବେଳେ ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର କହିଥିଲେ...
୨୦୨୩ରେ ଇସ୍ରୋ ଆରମ୍ଭ କରିବ ଶୁକ୍ର ମିଶନ
ନୂଆଦିଲ୍ଲୀ,୧୮।୫: ଇସ୍ରୋ ପକ୍ଷରୁ ୨୦୨୩ରେ ଶୁକ୍ର ମିଶନ ଆରମ୍ଭ କରାଯିବାର ଯୋଜନା କରାଯାଇଛି। ଶୁକ୍ରକୁ ଯାଉଥିବା ସ୍ପେସ୍କ୍ରାଫ୍ଟରେ ୨୦ରୁ ଅଧିକ ଉପକରଣର ଉପଯୋଗ କରାଯିବ ବୋଲି କୁହାଯାଉଛି। ଏହା ପୂର୍ବରୁ ୨୦୨୦ରେ କସମିକ୍ ରେଡିଏଶନ୍ ସମ୍ପର୍କରେ ଅଧ୍ୟୟନ ପାଇଁ ମହାକାଶକୁ...
ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର
ସଜନାଗଡ଼,୧୮।୫(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍ଡ଼ିହା ବିଟ୍ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ବର୍ତ୍ତମାନ ବାଲେଶ୍ୱର ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,...
ଥାଇରଏଡ ରୋଗରୁ ମୁକ୍ତି ପାଇବା ପାଇଁ, ଆପଣାନ୍ତୁ ଏହି ଘରୋଇ ଉପଚାର
ଥଣ୍ଡା ଦିନରେ ଥାଇରଏଡ ରୋଗୀମାନେ ଅନେକ ପ୍ରକାର ଅସୁବିଧାର ସମ୍ମୁଖିନ ହୋଇଥାନ୍ତି। ଏହି ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାଚୀନ ଆୟୁର୍ବେଦିକ ଉପାୟରୁ ଆମେ ଘରେ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟରୁ ଔଷଧ ପ୍ରସ୍ତୁତ କରିପାରିବା। ଏହା ଦ୍ୱାରା ଥାଇରଏଡ ରୋଗୀମାନେ...
ଅଣ-ଭାଜପା ସାମ୍ମୁଖ୍ୟ ଗଠନ ନେଇ ଚର୍ଚ୍ଚା: ରାହୁଲଙ୍କ ଭେଟିଲେ ଚନ୍ଦ୍ରାବାବୁ
ନୂଆଦିଲ୍ଲୀ,୧୮।୫: ନିର୍ବାଚନ ଫଳାଫଳ ମେ ୨୩ରେ ଘୋଷଣା ହେବ। ତେବେ ଏହା ପୂର୍ବରୁ କେନ୍ଦ୍ରରେ ଅଣ-ଭାଜପା ସାମ୍ମୁଖ୍ୟ ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଥିବା ଅନୁମାନ କରାଯାଉଛି। ଏନେଇ ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ...
ହିନାଙ୍କ ଫିଲ୍ମ ‘ଲାଇନ୍ସ’ର ପୋଷ୍ଟର ରିଲିଜ୍
ମୁମ୍ବାଇ,୧୮।୫: ଟିଭି ସିରିୟଲ ‘ୟେ ରିସ୍ତା କ୍ୟା କେହେଲତା ହୈ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ହିନା ଖାନ ଏବେ ବଲିଉଡ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ହିନାଙ୍କ ଅପ୍ କମିଂ ଫିଲ୍ମ ‘ଲାଇନ୍ସ’ର ପୋଷ୍ଟର ୭୨ତମ କାନ୍ସ ଫିଲ୍ମ...
ଝିଅ ବିବାହ ନିମନ୍ତ୍ରଣ ପତ୍ରରେ ପିତାଙ୍କ ବାର୍ତ୍ତା ଦେଖି ସମସ୍ତେ ପ୍ରଶଂସା କଲେ
ସୋଲେନ,୧୮।୫: ହିମାଚଳ ପ୍ରଦେଶର ସୋଲେନ ଜିଲାରେ ଭାଗ ସିଂ ଚନ୍ଦେଲ ନାମକ ଜଣେ ବ୍ୟକ୍ତିଙ୍କର ଆସନ୍ତା ୧୯ ତାରିଖରେ ଝିଅ ବିବାହ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେ ନିମନ୍ତ୍ରଣ ପତ୍ର ମାଧ୍ୟମରେ ଅତିଥିମାନଙ୍କ ବିବାହରେ ଯୋଗ ଦେବାକୁ କହିଛନ୍ତି। ହେଲେ...
ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା
ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବା ବେଳେ ଆନନ୍ଦପୁର...
ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ
ଗଞ୍ଜାମ,୧୮।୫(ଡି.ଏନ୍.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ମୋଟର ଚାଳକମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି...
ଆଫଗାନିସ୍ତାନ ବିସ୍ଫୋରଣ: ଜଣେ ଶିଶୁଙ୍କ ସମେତ ୨ ମୃତ
ହେରାତ,୧୮।୫: ଆଫଗାନିସ୍ତାନର ହେରାତ ଅଞ୍ଚଳରେ ଥିବା ଏକ ରାସ୍ତା କଡ଼ରେ ଶନିବାର ବୋମା ବିସ୍ଫୋରଣ ହେବା ଫଳରେ ଜଣେ ଶିଶୁଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ମୁତାବକ ଏହି ବିସ୍ଫୋରଣ ସବା...
ଅଷ୍ଟ୍ରେଲିଆ ନିର୍ବାଚନ: ଭୋଟ ନ ଦେଲେ ଦେବାକୁ ପଡିବ ଏକ ହଜାର ଟଙ୍କା ଜରିମାନା
କାନବେରା,୧୮।୫: ଅଷ୍ଟ୍ରେଲିଆରେ ଶନିବାର ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ତେବେ ୧୯୨୪ରୁ ସରକାର ଏଠାରେ ମତଦାନକୁ ଅନିର୍ବାଜ୍ୟ କରିବା ଫଳରେ ଏଠାରେ ସବୁଥର ପାଖାପାଖି ୯୧ ପ୍ରତିଶତରୁ ଊର୍ଦ୍ଧ୍ୱ ମତଦାନ ହୋଇଥାଏ। ୧୯୯୪ରେ ତ ଏହା...
ଆମାଜନ ବିରୋଧରେ ମାମଲା ରୁଜୁ
ନୋଏଡା,୧୮।୫: ଅନ୍ଲାଇନ କମ୍ପାନୀ ଆମାଜନ ବିରୋଧରେ ନୋଏଡା କୋତଓ୍ବାଲୀ ସେକ୍ଟର-୫୮ରେ ମାମଲା ରୁଜୁ କରାଯାଇଛି। କମ୍ପାନୀ ନିଜ ଓ୍ବେବସାଇଟରେ ବିକ୍ରି କରୁଥିବା ପ୍ରଡକ୍ଟ ଉପରେ ଲଗାଇଥିବା ଫଟୋ, ହିନ୍ଦୁ ଭାବାବେଗକୁ ଆଘାତ ପହଞ୍ଚାଉଥିବା ନେଇ ଅଭିଯୋଗ ହୋଇଛି। ଖେଡାର ବାସିନ୍ଦା...
Archives


