Home Left

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା:ଦୋଷୀଙ୍କୁ ଫାଶୀଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୧୧-୯:ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା(୯)ଙ୍କୁ ୨୦୧୮ ମାର୍ଚ୍ଚ ୨୦ରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ…

ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ।…

ଆନ୍ଦୋଳନକୁ ଓହ୍ଲାଇବ ପଞ୍ଚାୟତ କର୍ମଚାରୀ ସଙ୍ଘ

ଯାଜପୁର ରୋଡ,୧୧-୯(ନି.ପ୍ର.)- ଓଡ଼ିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ସଙ୍ଘର ଯାଜପୁର ଜିଲା ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲା ସଭାପତି ବଳରାମ ଚୁହାଣଙ୍କ ସଭାପତିତ୍ୱରେ ପାଣିକୋଇଲି ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ପଞ୍ଚାୟତରେ କାର୍ଯ୍ୟରତ, ପିଅନ, ରାତ୍ରୀ ଜଗୁଆଳୀ ଓ…

ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ:ପ୍ରଦୂଷଣ ମୁକ୍ତ ସମାଜ ଗଠନର ଆହ୍ବାନ

ଯାଜପୁର ରୋଡ,୧୧ା୯(ନି.ପ୍ର.)- ପ୍ରଦୂଷଣ ଆଇନକୁ କଡ଼ାକଡ଼ି ଭାବେ ପାଳନ ସହିତ ପ୍ରଦୂଷଣ ସୃଷ୍ଟିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରି କି ଏକ ପ୍ରଦୂଷଣ ମୁକ୍ତ ସମାଜ ଗଠନ କରିବାକୁ ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ଆହ୍ବାନ ଦେଇଛି। ମଙ୍ଗଳବାର…

ସୀତାରାମନ୍‌ଙ୍କ ଅଜବ ଯୁକ୍ତି: ଓଲା, ଉବର ଯୋଗୁ ଅଟୋ ସେକ୍ଟରରେ ଆସିଛି ମାନ୍ଦାବସ୍ଥା

ନୂଆଦିଲ୍ଲୀ,୧୧-୯: ଦେଶର ଅଟୋ ସେକ୍ଟର ଏବେ ଜବରଦସ୍ତ ମାନ୍ଦାବସ୍ଥାର ଶିକାର ହୋଇଛି। କେତେକ କମ୍ପାନୀ ଏବେ କିଛିଦିନ ପାଇଁ ଉତ୍ପାଦନ ବନ୍ଦ ଲାଗି ଘୋଷଣା କରିସାରିଲେଣି। ଫଳରେ ଏହି କ୍ଷେତ୍ର ସହ ଜଡ଼ିତ ଲୋକଙ୍କର ଚାକିରି ଚାଲିଯିବା ଆରମ୍ଭ ହୋଇଗଲାଣି। ଏପରିସ୍ଥିତିରେ…

ନିୟନ୍ତ୍ରଣ ପାଇଁ ପ୍ରତିଷ୍ଠା ହେବ ନିୟାମକ;ତେଜସ୍‌ ଟ୍ରେନ ଭଡ଼ା ବଢ଼ାଇ ପାରିବେନି ଘରୋଇ ଅପରେଟର

ନୂଆଦିଲ୍ଲୀ,୧୧-୯: ଦେଶର ପ୍ରଥମ ଘରୋଇ ଟ୍ରେନ ତେଜସ୍‌ ଏକ୍ସପ୍ରେସ୍‌ ଆସନ୍ତା ମାସରେ ଚଳାଚଳ କରିବା ସମ୍ଭାବନା ରହିଛି। ଭାରତୀୟ ରେଳର ସହାୟକ କମ୍ପାନୀ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି)କୁ ତେଜସ୍‌ ଏକ୍ସପ୍ରେସର ପରିଚାଳନା ଭାର ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ…

ୟେସ୍‌ ବ୍ୟାଙ୍କ ଅଂଶଧନ କିଣିବ ପେଟିଏମ୍‌

ନୂଆଦିଲ୍ଲୀ,୧୧-୯: ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ଦେଶର ଅଗ୍ରଣୀ କମ୍ପାନୀ ପେଟିଏମ୍‌ ଘରୋଇ ୟେସ୍‌ ବ୍ୟାଙ୍କର ଅଂଶଧନ କିଣିବାକୁ ଯାଉଛି। ପ୍ରାପ୍ତ ସୂତ୍ରରୁ ଜଣାପଡିଛି ଯେ, ଅଂଶଧନ କିଣିବିକା ନେଇ ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ସହ ପେଟିଏମ୍‌ ପ୍ରତିଷ୍ଠାତା ବିଜୟ…

ମାନ୍ଦାବସ୍ଥା ଆଣିଛି ଘୋର ସଙ୍କଟ;୧୯% କମ୍ପାନୀ ନୂଆ ନିଯୁକ୍ତି ସପକ୍ଷରେ

ନୂଆଦିଲ୍ଲୀ,୧୧-୯: ଭାରତ ସମେତ ସାରା ବିଶ୍ୱରେ ମାନ୍ଦାବସ୍ଥାର ପ୍ରଭାବ ଏଭଳି ସ୍ଥିତିରେ ପହଞ୍ଚତ୍ଛି ଯେ, ସମସ୍ତ କ୍ଷେତ୍ର ଏବେ ଘୋର ସଙ୍କଟ ଦେଇ ଗତିକରୁଛି। ଫଳସ୍ବରୂପ ଆଗାମୀ ତୃତୀୟ ତ୍ରୈମାସ(ଅକ୍ଟୋବର-ଡିସେମ୍ବର) ମଧ୍ୟରେ ନୂଆ ନିଯୁକ୍ତି ସୃଷ୍ଟି ସମ୍ଭାବନା ନାହିଁ କହିଲେ ଚଳେ।…

କ୍ୟାନସରରୁ ଦୂରେଇ ରହିବାକୁ ଚାହୁଁଛନ୍ତି;ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଚୋବାଇ ଖାଆନ୍ତୁ ଏହାକୁ…

ପ୍ରତିଦିନ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ୭ଟି ଗୋଲମରିଚ ଚୋବାଇ ଖାଇଲେ ଅନେକ ରୋଗରୁ ରକ୍ଷା ମିଳିଥାଏ । ନିୟମିତ ଏପରି କଲେ ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଯୋଗୁ କ୍ୟାନସରରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…

ହ୍ରଦ ଉପରେ ରହିଛି ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଗାଁ

ପଶ୍ଚିମ ଆଫ୍ରିକାର ବୋନିନ୍‌ କ୍ଷେତ୍ରରେ ଏଭଳି ଏକ ଗାଁ ରହିଛି, ଯାହା ସମ୍ପୂର୍ଣ୍ଣ ଭାବେ ହ୍ରଦ ଉପରେ ବସିଛି। ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ଗାନ୍‌ଭି ନାମକ ଗାଁ ନୌକା ଉପରେ ଭାସମାନ ଅବସ୍ଥାରେ ରହିଛି। ଅଧିକାଂଶ ଲୋକଙ୍କ ଘର…

କେମିତି ବଢିବ ରୋଗ ପ୍ରତିରୋଧକ ଶକ୍ତି

ହାଭାର୍ଡ ଓ୍ବିଓ୍ବିରେ ଆଧୁନିକ ଚିକିତ୍ସାକୁ ନେଇ ଅଧ୍ୟୟନ କରୁଥିବା ଡାକ୍ତର ଓ୍ବିଲିୟମ ଲି ଏମିତି କିଛି ଖାଦ୍ୟ ପଦାର୍ଥ ସମ୍ପର୍କରେ ସୂଚନା ଦେଇଛନ୍ତି ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତି, ଷ୍ଟେମ ସେଲ୍‌, ଡିଏନ୍‌ଏ, ଶରୀରରେ ଥିବା ଭଲ ବ୍ୟାକ୍ଟେରିଆ ଓ…

ଏଠି ଠାକୁରଙ୍କୁ ନଗଦ ଅର୍ଥ ଦାନ କରିପାରିବେନି ଭକ୍ତ

ଭାରତରେ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ନୋଟବନ୍ଦୀ ଘୋଷଣା କରିବା ପରେ ପ୍ରାୟ ସମସ୍ତେ କ୍ୟାଶ୍‌ ଲେସ୍‌ ଟ୍ରାଞ୍ଜାକଶନ୍‌କୁ ଗୁରୁତ୍ୱ ଦେଇଆସୁଛନ୍ତି। ଏମିତିକି ଏଥିରୁ ବାଦ୍‌ ପଡି ନାହାନ୍ତି ଦେବାଦେବୀ। ଭାରତରେ ଏମିତି ଏକ ମନ୍ଦିର ଅଛି ଯେଉଁଠି ଭକ୍ତ ଭଗବାନଙ୍କୁ ନଗଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri