Home Left

୫ ଦଫା ଦାବି: ସିଏମ୍‌ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ

କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍‌ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କୁ ଏକ ଦାବିପତ୍ର ଦିଆଯାଇଛି। ବିନା…

ଟେଲି ଜଗତର ବୋଲ୍ଡ ଶାଶୁମା’: ଯିଏ ୪୯ ବର୍ଷରେ ବି ରହୁଛନ୍ତି ଚର୍ଚ୍ଚାରେ

ମୁମ୍ବାଇ: ଅଭିନେତ୍ରୀ ଅଚ୍ଚିତ କୌର। ଟେଲିଭିଜନ ଜଗତର ଜଣେ ବୋଲ୍ଡ ଶାଶୁ ମା’ ହିସାବରେ ସେ ଘରେ ଘରେ ପରିଚିତ। ଏବେ ଅର୍ଚ୍ଚିତଙ୍କୁ ୪୯ ବର୍ଷ। ହେଲେ ତାଙ୍କୁ ଦେଖିଲେ ‘ଏଜ୍‌ ଇଜ୍‌ ଜଷ୍ଟ ଏ ନମ୍ବର’ ଉକ୍ତିଟି ଫିଟ୍‌ ଆସିବ…

ଏକଦା ଥିଲେ ଚକୋଲେଟ୍‌ ହିରୋ, ଏବେ ଏତେ ବଦଳିଗଲେଣି ଅକ୍ଷୟ

ମୁମ୍ବାଇ: ଏକଦା ବଲିଉଡ୍‌ର ଚକୋଲେଟ୍‌ ହିରୋ ଥିବା ତଥା ବେବୋ(କରିନା କପୁର ଖାନ୍‌)ଙ୍କ କ୍ରଶ୍‌ ଅକ୍ଷୟ ଖନ୍ନା ବହୁତ ବଦଳିଗଲେଣି। କଥାଟି ଆମେ କହୁନାହୁଁ। ଏପରି କିଛି ଚର୍ଚ୍ଚା ତାଙ୍କ ପ୍ରଶଂସକଙ୍କ ଗହଣରେ ହେଉଛି। ତେବେ କିଛି ମାତ୍ରାରେ ଏହା ସତ…

ମନ୍ଦିରରେ ଲାଗି ହୁଏ କେବଳ ପିଆଜ ଭୋଗ…

ଭାରତର ବିଭିନ୍ନ ଅଞ୍ଚଳରେ ରହିଛି ଭିନ୍ନ ଭିନ୍ନ ପରମ୍ପରା। ରାଜସ୍ଥାନ ଚୁରୁ ଜିଲା ସାଦୁଲପୁର ସ୍ଥିତ ଦଦରଓ୍ବୋ ଧାମରେ ଠାକୁରଙ୍କ ପାଖରେ ଭୋଗ ଭାବେ କେବଳ ପିଆଜ ଲାଗି ହୋଇଥାଏ। ମନ୍ଦିରରେ ଏହି ପରମ୍ପରା ଅତି ପ୍ରାଚୀନ କାଳରୁ ଚଳି ଆସିଛି।…

ଟ୍ରେନରେ ଓମ୍‌ ବିର୍ଲା ଭର୍ସେସ୍‌ ମଦୁଆ: ଯୁବକଙ୍କୁ ଗିରଫ କଲା ଆରପିଏଫ୍‌ ପୋଲିସ

ନୂଆଦିଲ୍ଲୀ,୧୦।୯: ଟ୍ରେନରେ ମଦୁଆଙ୍କୁ ଉଚିତ ଶିକ୍ଷା ଦେଲେ ଲୋକ ସଭା ବାଚସ୍ପତି। ନୂଆଦିଲ୍ଲୀରୁ ଇନ୍ଦୋର ଇଣ୍ଟରସିଟି ଏକ୍ସପ୍ରେସର ଏସି ବଗିରେ ରବିବାର ଲୋକ ସଭା ବାଚସ୍ପତି ଯାତ୍ରା କରୁଥିଲେ। ସେହି ସମୟରେ ତାଙ୍କ ପାଖ ବଗିରେ ବସିଥିବା କିଛି ଯୁବକ ନିଶା…

ବାପାଙ୍କ ପରେ କଂଗ୍ରେସ ନେତାଙ୍କ ଝିଅଙ୍କୁ ଇଡିର ନୋଟିସ୍‌

ନୂଆଦିଲ୍ଲୀ,୧୦।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କ ଝିଅଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ଶିବକୁମାରଙ୍କ ଝିଅ ଐଶ୍ୱର୍ଯ୍ୟାଙ୍କୁ ଆସନ୍ତା ୧୨ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍‌…

ମହରମର ଜୁଲୁସ ବାହାରିବା ସମୟରେ ଦୁର୍ଘଟଣା

ହାଇଦ୍ରାବାଦ, ୧୦।୯: ଆନ୍ଧ୍ର ପ୍ରଦେଶ କୁର୍ନଲ ଜିଲାରେ ବି ଖଣ୍ଡ୍ରାପାଡୁ ଗଁ।ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ ମହରମର ଜୁଲୁସକୁ ଦେଖିବା ପାଇଁ ଶହ ଶହ ଲୋକ ଜମା ହୋଇଥିଲେ। ଏହାକୁ ଦେଖିବା…

‘ଦ ସ୍କାଇ ଇଜ୍‌ ପିଙ୍କ୍‌’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ଓ ଫରହାନ ଅଖତରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ୍‌ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମ ଜରିଆରେ ଦୀର୍ଘ ଦିନ ପରେ ପ୍ରିୟଙ୍କା ଚୋପ୍ରା ବଲିଉଡ୍‌କୁ ଫେରିବା ସହ ଦମ୍‌ଦାର ଏଣ୍ଟ୍ରି କରିଛନ୍ତି।…

ଶ୍ରେଣୀରେ ଅନେକଥର ଫେଲ୍‌, ୩୦ରୁ ଅଧିକ କମ୍ପାନୀରୁ ବିଦା; ତଥାପି ହୋଇଥିଲେ ଚାଇନାର ସବୁଠୁ ଧନଶାଳୀ ବ୍ୟକ୍ତି

ବେଜିଂ,୧୦।୯:ଆଲିବାବା ଗ୍ରୁପର ଫାଉଣ୍ଡର୍‌ ଜ୍ୟାକ୍‌ ମା’ ୫୫ତମ ଜନ୍ମଦିନରେ ନିଜ କମ୍ପାନୀ ଚେୟରମ୍ୟାନ୍‌ ପଦରୁ ଅବସର ନେଇଛନ୍ତି। ଡାନିଏଲ ଝାଙ୍ଗଙ୍କୁ ନିଜର ଭୂମିକା ହସ୍ତାନ୍ତର କରିଛନ୍ତି ଜ୍ୟାକ୍‌ ମା’। ଆଲିବାବା କମ୍ପାନୀ ଆରମ୍ଭ କରିବା ପୂର୍ବରୁ ସେ ଶିକ୍ଷକ ଭାବେ କାର୍ଯ୍ୟ…

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟଟର’ରେ…

ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଜଗତ୍‌ସିଂହପୁର କୋର୍ଟରେ ପ୍ରଥମ ଫାଶୀ ଦଣ୍ଡାଦେଶ

ଜଗତ୍‌ସିଂହପୁର ଅଫିସ,୧୦।୯: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ମାମଲାର ବିଚାରକରି ଜଗତ୍‌ସିଂହପୁର ଏଡିଜେ ତଥା ସ୍ବତନ୍ତ୍ର ପକ୍ସୋ କୋର୍ଟର…

ପାକିସ୍ତାନ ପରେ ଏବେ ଇରାନ ଉପରେ ଚାଇନାର ନଜର: ବଡ଼ ନିବେଶ ସହ ମୁତୟନ କରିବ ୫ହଜାର ସେନା

ତେହରାନ,୧୦।୯: ଆମେରିକା ଓ ଚାଇନା ଭିତରେ ଚାଲିଥିବା ଟ୍ରେଡ ଓ୍ବାରର ପ୍ରଭାବ ଏବେ ସାରା ବିଶ୍ୱରେ ଦେଖିବାକୁ ମିଳିଛି। କେଉଁଠି ଅର୍ଥନୀତିରେ ମାନ୍ଦାବସ୍ଥା ତ କେଉଁଠି ରଣନୀତିରେ ପରିବର୍ତ୍ତନ ହୋଇଛି। ଏହି ପରିପ୍ରେକ୍ଷୀରେ ଇରାନ ଚାଇନାର ୫ହଜାର ସେନାଙ୍କୁ ନିଜ ଦେଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri