ଲୋକପାଳ ଓ୍ବେବ୍ସାଇଟ ଲଞ୍ଚ୍
ନୂଆଦିଲ୍ଲୀ,୧୭।୫: ଲୋକପାଳ ଓ୍ବେବ୍ସାଇଟ ଗୁରୁବାର ଲଞ୍ଚ୍ ହୋଇଛି। www.lokpal.gov.in ନାମରେ ଏହି ଓ୍ବେବ୍ସାଇଟକୁ ନୂଆଦିଲ୍ଲୀରେ ଲୋକପାଳ ଅଧ୍ୟକ୍ଷ ପିନାକୀ ଚନ୍ଦ୍ର ଘୋଷ ଅନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ଉଦ୍ଘାଟନ କରିଛନ୍ତି। ଏହା ଦୁର୍ନୀତି ନିରୋଧୀ ଅମ୍ବୁଡ୍ସମ୍ୟାନଙ୍କ କାର୍ଯ୍ୟ ସମ୍ପର୍କିତ ମୌଳିକ ସୂଚନା...
୪୭ ଆତଙ୍କବାଦୀ ନିହତ
କାଏରୋ,୧୭।୫: ଇଜିପ୍ଟର ସିନାଇ ଅଞ୍ଚଳରେ ଆତଙ୍କବାଦୀ ସଙ୍ଗଠନ ଆଇଏସ୍ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରୁ ୫୨ ଜଣଙ୍କ ପ୍ରାଣହାନି ଘଟିଛି। ୪୭ ଆତଙ୍କବାଦୀ ନିହତ ହୋଇଥିବାବେଳେ ୫ ସେନା କର୍ମୀ ପ୍ରାଣ ହରାଇଥିବା ଜଣାପଡ଼ିଛି। ଦକ୍ଷିଣ କେନ୍ଦ୍ରୀୟ ସିନାଇରେ...
ଜଷ୍ଟିସ ଲୋକୁର ଫିଜି ସୁପ୍ରିମକୋର୍ଟ ବିଚାରପତି
ନୂଆଦିଲ୍ଲୀ,୧୭।୫(ପି.ଟି.):ଅବସରପ୍ରାପ୍ତ ବିଚାରପତି ମଦନ ବି. ଲୋକୁର ଫିଜି ସୁପ୍ରିମକୋର୍ଟର ଅଣଆବାସିକ ପ୍ୟାନେଲ୍ରେ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ସେ ୨୦୧୮ ଡିସେମ୍ବର ୩୧ରେ ସୁପ୍ରିମକୋର୍ଟରୁ ଅବସର ଗ୍ରହଣ କରିଥିଲେ। ତାଙ୍କୁ ତିନିବର୍ଷ ପାଇଁ ନୂଆ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ...
୨୩ରେ ଅଣଏନ୍ଡିଏ ଦଳ ବୈଠକ
ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି। ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର, ଡିଏମ୍କେ ଅଧ୍ୟକ୍ଷ ଏମ୍.କେ. ଷ୍ଟାଲିନ୍ଙ୍କ ସହ ଆର୍ଜେଡି,...
ଇଫେଲ ଟାଓ୍ବାରକୁ ୧୩୦ ବର୍ଷ
ପ୍ୟାରିସ,୧୭।୫(ଏଏଫ୍ପି):ପ୍ୟାରିସ୍ର ଉଚ୍ଚତମ ଇଫେଲ ଟାଓ୍ବାର ୧୩୦ ବର୍ଷରେ ପଦାର୍ପଣ କରିଛି। ରଙ୍ଗାରଙ୍ଗ ଆଲୋକ ସଜ୍ଜା ମଧ୍ୟରେ ଏହାର ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି। ୧୮୮୯ରେ ପ୍ରତିଷ୍ଠିତ ଏହି ଟାଓ୍ବାର୍ର ଉଚ୍ଚତା ୩୨୪ ମିଟର ଏବଂ ଏଥିରେ ୭,୩୦୦ ଟନ୍ ଓଜନର...
ଓଏଚ୍ଆର୍ସି କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ଜଷ୍ଟିସ ରଘୁବୀର ଦାଶ : ଶୀଘ୍ର ଫଇସଲା ହେବ ପଡ଼ିରହିଥିବା ସଙ୍ଗିନ ମାମଲା
ଭୁବନେଶ୍ୱର,୧୭।୫(ବ୍ୟୁରୋ)- ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି) ସଦସ୍ୟ ଥିବା ଜଷ୍ଟିସ୍ ରଘୁବୀର ଦାଶଙ୍କୁ ରାଜ୍ୟପାଳ ଗୁରୁବାର କାର୍ଯ୍ୟକାରୀ ଅଧ୍ୟକ୍ଷଭାବେ ନିଯୁକ୍ତ କରିଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାନବାଧିକାର ସୁରକ୍ଷା ଧାରା ୧୯୯୩ର...
ଲେଖିକା ମଣିଦୀପାଙ୍କ ସନ୍ଦେହଜନକ ମୃତ୍ୟୁ : ୫ ଦିନ ପରେ ଘରୁ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭୁବନେଶ୍ୱର,୧୭।୫(ବ୍ୟୁରୋ) – ବିଶିଷ୍ଟ ଲେଖିକା ଡା. ମଣିଦୀପା ପଟ୍ଟନାୟକ(୪୮)ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ରହୁଥିବା ପୁରୁଣା ଭୁବନେଶ୍ୱରର ଲିଙ୍କରାଜ ନଗରସ୍ଥିତ ବସେରା ଆପାର୍ଟମେଣ୍ଟରୁ ତାଙ୍କ ଗଳିତ ମୃତଦେହକୁ ଲିଙ୍ଗରାଜ ଥାନା ପୋଲିସ କବାଟ ଭାଙ୍ଗି ଗୁରୁବାର ଉଦ୍ଧାର...
ଜଳିଗଲା ଲିଚୁ ବୋଝେଇ ଗାଡ଼ି
ଭଦ୍ରକ ଅଫିସ, ୧୭।୫ – ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ଲିଚୁ ବୋଝେଇ ଗାଡ଼ି ଜଳିଯାଇଛି। ଖବର ପାଇ ଭଣ୍ଡାରିପୋଖରୀ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ଏଥିପାଇଁ କିଛି ସମୟ...
ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ : ହଂକଂରେ ଭାରତରୁ ପ୍ରତିନିଧିତ୍ୱ କରିବେ ଶରଣ୍ୟା
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗତ ଏପ୍ରିଲ ୨୭ରୁ ୨୯ ପର୍ଯ୍ୟନ୍ତ କେରଳର କୋଝିକୋଡ଼ଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ ୨୦୧୯ରେ ବାଜି ମାରିଛନ୍ତି ଆଉ ଜଣେ ଓଡ଼ିଆ। ଜୁନିୟର ବର୍ଗରେ ଶ୍ରୀବାଲିଙ୍କ ବାଜିମାତ ପରେ ୧୦ରୁ ୧୪ବର୍ଷ ବର୍ଗରେ ପ୍ରଥମ ରନର୍ସଅପ୍ ହୋଇଛନ୍ତି...
ବିଦ୍ୟୁତ୍ ମରାମତିବେଳେ ଠିକା ମିସ୍ତ୍ରି ଜଳିଯିବା ଘଟଣା : -ମାରିଦେବା ପରେ ପୋଲିସ ଲଗାଇ ଚାପି ଦେବାକୁ ଉଦ୍ୟମ
ଭୁବନେଶ୍ୱର, ୧୭ା୫(ବ୍ୟୁରୋ)- ରାଜଧାନୀକୁ ଶୀଘ୍ର ବିଦ୍ୟୁତ୍ ଯୋଗାଇବା ପାଇଁ ଭୋକଶୋଷ ଭୁଲି ମରାମତିରେ ଲାଗି ପଡିଥିଲେ ବହୁ ଠିକା ମିସ୍ତ୍ରି ଓ ଶ୍ରମିକ। ବାତ୍ୟାବିପନ୍ନଙ୍କ ପାଇଁ ସାଜିଥିଲେ ରିୟଲ ହିରୋ। ହେଲେ ବୁଧବାର କାର୍ଯ୍ୟସ୍ଥଳରେ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ...
ଅଲିମ୍ପିକ ହକିରେ ଖେଳି ନ ପାରେ ପାକିସ୍ତାନ
କରାଚୀ, ୧୭|୫ (ପି.ଟି.)- ଆସନ୍ତା ବର୍ଷ ଅଲିମ୍ପିକ ଗେମ୍ସରେ ପାକିସ୍ତାନ ହକି ଦଳର ଅଂଶଗ୍ରହଣ ନେଇ ଅନିଶ୍ଚିତ ଦେଖାଦେଇଛି। କାରଣ, ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ଆସନ୍ତା ମାସରେ ହେବାକୁଥିବା ପ୍ରି-କ୍ୱାଲିଫାଇଙ୍ଗ ଟୁର୍ନାମେଣ୍ଟରେ ଏହି ଦଳକୁ ସାମିଲ କରିନାହିଁ। ଏହା...
ଡିସ୍କାଉଣ୍ଟ ଉପରେ ଲାଗିଛି କଟକଣା;ଇ-କମର୍ସ କମ୍ପାନୀଙ୍କ ବେପାର ମାନ୍ଦା
ନୂଆଦିଲ୍ଲୀ,୧୭-୫: ଗତ ତିନି ମାସ ହେବ ୨ ବଡ଼ ଇ-କମର୍ସ କମ୍ପାନୀରେ ବିକ୍ରି ଅନେକ ହ୍ରାସ ପାଇଛି। କାରଣ ସେମାନେ ଦେଉଥିବା ଭାରି ଡିସ୍କାଉଣ୍ଟ ଉପରେ ଏବେ କଟକଣା ଲାଗୁ କରାଯାଇଛି। ଏହି କାରଣରୁ ସ୍ଥାନୀୟ ବଜାରରେ ଏବେ ଭିଡ଼...
Archives


