Home Left

ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣେ ପୋଲିସ…

ଫିରୋଜାବାଦ୍‌ ରାଲିରେ ନୀତୀନ ଗଡ଼କରୀଙ୍କ ନୂଆ ଟ୍ରାଫିକ୍‌ ନିୟମର ଖୋଲାଖୋଲି ଉଲ୍ଲଂଘନ କଲେ ଭାଜପା କର୍ମୀ

ଲକ୍ଷ୍ନୌ,୧୦।୯: ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆ ଟ୍ରାଫିକ୍‌ ନିୟମ ଲାଗୁ କରିଛନ୍ତି। ତେବେ ନିୟମକୁ ବେଖାତିର କରି ଭାଜପା କର୍ମୀ ଏହାର ଖୋଲାଖୋଲି ଉଲ୍ଲଂଘନ କରିଛନ୍ତି। ଫିରୋଜାବାଦ୍‌ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ…

୧୧ମାସ ୧୧ଦିନ ପରେ ଘରକୁ ଫେରିଲେ ରିଷି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ଦୀର୍ଘ ୧୧ ମାସ ୧୧ ଦିନ ପରେ ମୁମ୍ବାଇ ଫେରିଥିବା ଜଣାପଡିଛି। ୬୭ ବର୍ଷୀୟ ଏହି ଅଭିନେତା ମଙ୍ଗଳବାର ସକାଳୁ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଦୀର୍ଘ ୧୧ ମାସ ହେବ ସେ ନ୍ୟୁୟର୍କରେ…

ଭାରତକୁ ଶରଣ ମାଗିଲେ ଇମ୍ରାନ ଖାନଙ୍କ ଦଳର ନେତା

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ସଂଖ୍ୟାଲଘୁଙ୍କ ଉପରେ ଇମ୍ରାନ ସରକାରଙ୍କ ଅତ୍ୟାଚାର ବିଷୟରେ ସବୁ ଦେଶକୁ ବେଶ୍‌ ଭଲଭାବେ ଜଣା। ଏବେ ଏହି ଅତ୍ୟାଚାରରୁ ଅତିଷ୍ଠ ହୋଇ ପାକ୍‌ର ପୂର୍ବତନ ବିଧାୟକ ବଲଦେବ କୁମାର ଭାରତକୁ ଶରଣ ମାଗିଛନ୍ତି। ସେ କହିଛନ୍ତି, ପାକିସ୍ତାନରେ କେବଳ…

୨୦ତମ ପ୍ରସବ ପାଇଁ ପ୍ରଥମ ଥର ହସ୍ପିଟାଲ ଗଲେ ଲଙ୍କାବାଇ

ମୁମ୍ବାଇ,୧୦।୯: ମହାରାଷ୍ଟ୍ରର ବିଡ ଜିଲାରେ ଜଣେ ମହିଳା ୨୦ଥର ମା’ ହେବାକୁ ଯାଉଛନ୍ତି। ୩୮ବର୍ଷୀୟ ଲଙ୍କାବାଇ ୭ମାସର ଗର୍ଭବତୀ ଥିବା ବେଳେ ପ୍ରଥମ ଥର ପାଇଁ ସେ ହସ୍ପିଟାଲରେ ପ୍ରସବ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ୧୯ଟି ପିଲାଙ୍କୁ ଘରେ…

ବିଶ୍ୱ ମେଟ୍ରୋରେ ଯାତ୍ରା କରୁଥିବା ବେଳେ ପାକିସ୍ତାନ ରିକ୍ସାରେ ଅଟକିଛି: ଆରିଫ

ଲଣ୍ଡନ,୧୦।୯: ପାକିସ୍ତାନ ଅଧିକୃତ କଶ୍ମୀରର ମାନବାଧିକାର କର୍ମୀ ଆରିଫ ଆଜକିଆ ପାକିସ୍ତାନକୁ କଟାକ୍ଷ କରି କହିଛନ୍ତି, ଏବେ ବିଶ୍ୱ ଯେତେବେଳେ ମେଟ୍ରୋରେ ଦୌଡୁଛି ସେତେବେଳେ ପାକିସ୍ତାନ ରିକ୍ସାରେ ଚାଲୁଛି। କାରଣ ଏହା ହେଉଛି ପାକିସ୍ତାନର ମାନଦଣ୍ଡ ବା ଷ୍ଟାଣ୍ଡାର୍ଡ। ନିକଟରେ ଚନ୍ଦ୍ରୟାନ-୨କୁ…

ଡେନିମ୍‌ ଜ୍ୟାକେଟ୍‌

ପ୍ଲେନ୍‌ ଜମ୍ପସୁଟ୍‌ ପ୍ଲେନ୍‌ ଜମ୍ପସୁଟ୍‌ ଉପରେ ଡେନିମ୍‌ ଜ୍ୟାକେଟ୍‌ ଭଲ ମାନିଥାଏ। ଏହାକୁ କୌଣସି ବି ସମର ଆଉଟିଂରେ ପିନ୍ଧିପାରିବେ। ଓଭର ସାଇଜ ଡେନିମ୍‌ ଜ୍ୟାକେଟ୍‌ ଓଭର ସାଇଜ ଜ୍ୟାକେଟ୍‌ ଆପଣ କୌଣସି ବି ଟପ୍‌ ସହିତ ପିନ୍ଧିପାରିବେ। ଆପଣ ପ୍ରିଲ…

ସେଓ ପକୋଡା

ଆବଶ୍ୟକ ସାମଗ୍ରୀ ଦୁଇଟି ସେଓ, ବେସନ ୪ ଚାମଚ, ଚାଉଳଗୁଣ୍ଡ ଦୁଇଚାମଚ,ଆବଶ୍ୟକ ତେଲ ଡିପ୍‌ ଫ୍ରାଏ କରିବାକୁ ,ନାଲିଲଙ୍କା ଗୁଣ୍ଡ ଏକ ଚାମଚ,ଚାର୍ଟ ମସଲା ଏକ ଚାମଚ,ବେକିଂ ସୋଡା ଅଳ୍ପ ପରିମାଣର,ଲୁଣ ସ୍ବାଦ ଅନୁସାରେ। ପ୍ରସ୍ତୁତି ପ୍ରଣାଳୀ ପ୍ରଥମେ ସେଓକୁ ପିସ୍‌…

ପିଲାଙ୍କ ସ୍ମରଣଶକ୍ତି କିପରି ବଢ଼ାଇବେ

କେତେଜଣ ଅଭିଭାବକଙ୍କ ଚିନ୍ତା ଥାଏ ଯେ ସେମାନଙ୍କ  ପିଲା ପଢ଼ୁଥିବା ପାଠ ଏବଂ ଲେଖିଥିବା ପାଠକୁ ସହଜରେ ମନେ ରଖିପାରେନି। ସେମାନେ ଏହାର ପଛରେ ଥିବା ସତ୍ୟତାକୁ ବୁଝିପାରନ୍ତି ନାହିଁ। ପିଲା ପଢ଼ା ହୋଇଥିବା ପାଠକୁ କିପରି ସହଜରେ ମନେରଖିବ ଏଥିପାଇଁ…

ଆଲିବାବା ଗ୍ରୁପର ଅଧ୍ୟକ୍ଷ ପଦରୁ ଅବସର ନେଲେ ଜ୍ୟାକ୍‌ ମା

ସାଂଘାଇ,୧୦।୯: ବିଶ୍ବର ଅନ୍ୟତମ ପ୍ରମୁଖ ଇ-କମର୍ସ କମ୍ପାନୀ ଆଲିବାବା ଗ୍ରୁପ ହୋଲ୍ଡିଂ ଲିମିଟେଡର ମୁଖ୍ୟ ତଥା ଚୀନର ବିଶିଷ୍ଟ ପୁଞ୍ଜିପତି ଜ୍ୟାକ ମା’ ନିଜ ୫୫ତମ ଜନ୍ମଦିନରେ ଆଲିବାବା ଗ୍ରୁପର ଚେୟାରମ୍ୟାନ ପଦରୁ ଅବସର ଗ୍ରହଣ କରିଛନ୍ତି। ଆଲିବାବା କମ୍ପାନୀ ଆରମ୍ଭ…

ସର୍ଭିକାଲ ମ୍ୟୁକସ୍‌ ଓ ଅପ୍ରଜନନତା

‘ଏକ ସାଧାରଣ ଚକ୍ରରେ, ସର୍ଭିକ୍ସ ଡିମ୍ବାଣୁ ସୃଷ୍ଟି ପାଇଁ ଦରକାରୀ ଜଳୀୟ ମ୍ୟୁକସ୍‌ ସୃଷ୍ଟି କରିଥାଏ। ସାଧାରଣତଃ ଏହି ମ୍ୟୁକସ୍‌ ବାହ୍ୟ ପଦାର୍ଥ ଆକ୍ରମଣରୁ ମହିଳାଙ୍କ ପ୍ରଜନନ ବ୍ୟବସ୍ଥାକୁ ସୁରକ୍ଷା ପ୍ରଦାନ କରିଥାଏ। ଡିମ୍ବାଣୁ ସୃଷ୍ଟି ସମୟରେ ମ୍ୟୁକସ୍‌ ଏକ ସୁରକ୍ଷିତ…

ହୋମ୍‌ମେଡ୍‌ ଫେସ୍‌ଓ୍ବାଶ୍‌

ମୁହଁ ଫ୍ରେଶ୍‌ ଓ ସୁନ୍ଦର ଦେଖାଯିବାକୁ ହେଲେ ମହିଳା କେତେକ’ଣ ଉପାୟ ଆପଣାଇଥାନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି ଏହି କେମିକାଲ୍‌ ଫେସ୍‌ଓ୍ବାଶ ବ୍ୟବହାର କରିବା ଦ୍ୱାରା ତ୍ୱଚା ଲାଗି ଏହା କ୍ଷତିକାରକ ହୋଇଥାଏ। ଏଥିପାଇଁ ଆପଣ କିଛି ଘରୋଇ ଉପଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri