ସିନେ କଳାକାରଙ୍କ କାର ଧକ୍କାରେ ଯୁବକ ଗୁରୁତର
ପାତ୍ରପଡ଼ା,୧୦।୯(ଡି.ଏନ୍.ଏ.): ଖଣ୍ଡଗିରି ଥାନା ଅନ୍ତର୍ଗତ ଶ୍ୟାମପୁର ନିକଟରେ ସୋମବାର ରାତିରେ ଜଣେ ଓଡ଼ିଆ ସିନେ କଳାକାରଙ୍କ କାର ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ସ୍ଥାନୀୟ ଅଞ୍ଚଳର ରଞ୍ଜନ ନାୟକ। ଏହା ପରେ ସ୍ଥାନୀୟ ଲୋକେ ଦୁଘର୍ଟଣା ଘଟାଇଥିବା…
ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା
ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍ କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର ଖାଇରେ ଖସି ପଡ଼ିଛି। ତେବେ ମଧ୍ୟ ମୋଦି ସରକାରଙ୍କ ଆଖି ଖୋଲିନାହିଁ। ବେଳ ଥାଉଥାଉ…
ବାଳ ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଆଣିବାକୁ ଉଦ୍ୟମ: ଜାମୁଝରୀରେ ହେବ ‘ପ୍ଲେସ୍ ଅଫ୍ ସେଫ୍ଟି ହୋମ୍’
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଜାମୁଝରୀଠାରେ ବାଳ ଅପରାଧୀଙ୍କ ପାଇଁ ନିର୍ମାଣ ହେବ ‘ପ୍ଲେସ୍ ଅଫ୍ ସେଫ୍ଟି ହୋମ୍’। ସେମାନଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ କରିବାକୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏଭଳି…
ରେଳଷ୍ଟେଶନ ନିକଟରୁ ୪ଲକ୍ଷ ଟଙ୍କାର ଭାଙ୍ଗ ଜବତ
କଟକ ରୋଡ,୧୦।୯(ଡି.ଏନ୍.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର ଅବକାରୀ ମୋବାଇଲ ସ୍କ୍ବାଡ୍କୁ ହସ୍ତାନ୍ତର କରିଛି। ଜବତ ଭାଙ୍ଗର ଓଜନ ୨ କୁଇଣ୍ଟାଲ ହୋଇଥିବା…
ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ
ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର ୧୩ଟି ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ଖୋର୍ଦ୍ଧା…
ଗ୍ରାମାଞ୍ଚଳରେ କାମ କରିବାକୁ ରାଜି ନ ହେଲେ ଡାକ୍ତରଙ୍କୁ ଭୋଗିବାକୁ ପଡିବ ୫ ବର୍ଷ ଜେଲ୍
ମୁମ୍ବାଇ,୧୦।୯: ମହାରାଷ୍ଟ୍ର ସରକାର ଏବେ ଡାକ୍ତରମାନଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ଗ୍ରାମାଞ୍ଚଳରେ ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ବଢିଯାଉଥିବା ଦୂରତାକୁ କମ୍ କରିବାକୁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର। ଏବେ ୨୦ ପ୍ରତିଶତ ମେଡିକାଲ ପୋଷ୍ଟ ଗ୍ରାଜୁଏଶନ ଓ ୧୦…
ଶଳାଙ୍କୁ ଛୁରାମାଡ଼ କରି ଜେଲ ଗଲେ ଭିଣୋଇ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖୁଦୁରୁକୁଣୀ ଭାରକୁ କେନ୍ଦ୍ରକରି ବଚସା ପରେ ଶଳାଙ୍କୁ ଛୁରାମାଡ କରିବା ଘଟଣାରେ ଭିଣୋଇଙ୍କୁ ପୋଲିସ ଗିରଫ କରିକୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳର ସରୋଜ ବାରିକ। ସେ କ୍ୟାପିଟାଲ ଥାନା ୟୁନିଟ-୧…
ଅନନ୍ତ ବାସୁଦେବ ମନ୍ଦିର: ଅବକ୍ଷୟ ହେଉଛି କାରୁକାର୍ଯ୍ୟ, ପାର୍ଶ୍ୱ ଦେବଦେବୀ
ପୁରୁଣା ଭୁବନେଶ୍ୱର,୧୦।୯ (ଡି.ଏନ୍.ଏ.): ପବିତ୍ର ବିନ୍ଦୁସାଗର କୂଳରେ ଅବସ୍ଥିତ ତ୍ରୟୋଦଶ ଶତାବ୍ଦୀର ଶ୍ରୀ ଅନନ୍ତ ବାସୁଦେବ ମନ୍ଦିର ଐତିହ୍ୟର ଅନ୍ୟ ଏକ ମୂକ ସାକ୍ଷୀ ହେଉଛି ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ସହ ପ୍ରତ୍ୟକ୍ଷ ଭାବେ ଅନେକ ଜାନିଯାତ୍ରାର ସମ୍ପର୍କ ରହିଆସିଛି। ମନ୍ଦିରଟିର…
ମାସୁଦ୍ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ
ଇସଲାମାବାଦ୍,୧୦।୯: ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି। ମାସୁଦ୍ଙ୍କ ଅନୁପସ୍ଥିତିରେ ସଂଗଠନର ଦାୟିତ୍ୱ ଏବେ ତାଙ୍କ ଭାଇ ଅବଦୁଲ୍ ରଉଫ୍ ଅସଗର ତୁଲାଉଛନ୍ତି।…
ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ପ୍ରଥମ ଭାରତୀୟ, ଗୋଟିଏ ଦିନରେ ୨ଟି ଶତକ ମାରିଥିଲେ
ଜାମାଇକା, ୯।୯:ଭାରତୀୟ କ୍ରିକେଟ ପାଇଁ ଡିସେମ୍ବର ୧୦ ବହୁତ ଖାସ୍ ଦିନଟିଏ। କାରଣ ଏହିଦିନ ଭାରତୀୟ କ୍ରିକେଟର ପିତାମହ ମହାରାଜା ରଣଜିତ୍ ସିଂଙ୍କ ଜନ୍ମ ହୋଇଥିଲା। ରଣଜିତ୍ ଅନ୍ତର୍ଜାତୀୟ କ୍ରିକେଟ୍ ଖେଳିଥିବା ପ୍ରଥମ ଭାରତୀୟ ଖେଳାଳି ଥିଲେ। ୧୮୭୨ରେ ଗୁଜରାଟର ଜାମନଗରରେ…
ବିଏମ୍ସିର ଏନ୍ଓସି ପ୍ରସ୍ତାବକୁ ପୂଜା କମିଟିର ନା
ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜଧାନୀରେ ଦୁର୍ଗାପୂଜା ପାଇଁ ମଣ୍ଡପଗୁଡ଼ିକ ବିଭିନ୍ନ ବିଭାଗର ନୋ ଅବ୍ଜେକ୍ସନ ସାର୍ଟିଫିକେଟ (ଏନ୍ଓସି) ଆଣିଥାନ୍ତି। ପୋଲିସ, ଅଗ୍ନିଶମ, ପୂର୍ତ୍ତ, ବିଦ୍ୟୁତ୍, ସାଧାରଣ ପ୍ରଶାସନ ବିଭାଗ ସମେତ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଏନ୍ଓସି ପାଇଁ କମିଶନରେଟ ପୋଲିସ ମୁଖ୍ୟାଳୟରେ…
ଘାରିଛି ହେଲ୍ମେଟ୍ ଭୟ: ବଢ଼ିଛି ବ୍ୟବସାୟ
କଟକ ଅଫିସ,୧୦।୯: ନିଦ ହଜାଇ ସାରିଲାଣି ମୋଟର ଯାନ ଆଇନ-୨୦୧୯। ନିୟମ ଉଲ୍ଲଂଘନ କରି ଯାତାୟତ କରୁଥିବା ବାଇକ ଚାଳକମାନେ ଏବେ ଟ୍ରାଫିକ ପୋଲିସକୁ ଦେଖି ବାଟ ବଦଳାଇ ଦେଉଛନ୍ତି। ବିନା ହେଲମେଟରେ ଗାଡ଼ି ଚଳାଇବାକୁ ଡରୁଛନ୍ତି। ଏହି ପରିପ୍ରେକ୍ଷୀରେ ହେଲ୍ମେଟ୍…
Archives


