ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା
ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର ବୈଜ୍ଞାନିକଙ୍କ ନଜର ଚନ୍ଦ୍ର ଉପରେ ଥିବା ବେଳେ ପାକିସ୍ତାନ କିନ୍ତୁ ଏହାକୁ ନେଇ ବ୍ୟଙ୍ଗ…
ଚା’ ପିଇ ଗପୁଥିଲେ, ସାପକାମୁଡ଼ା ରୋଗୀଙ୍କୁ ଲାଇନ୍ରେ ଆସିବାକୁ କହିଲେ: ଚିକିତ୍ସା ବିଳମ୍ବରୁ ଚାଲିଗଲା ମହିଳାଙ୍କ ଜୀବନ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାପ କାମୁଡାରେ ଆହତ ଜଣେ ମହିଳା ଚାଷୀଙ୍କ ମୃତ୍ୟୁକୁ ନେଇ କ୍ୟାପିଟାଲ ହସ୍ପିଟାଲରେ ସୋମବାର ଅପରାହ୍ନରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଡାକ୍ତରଙ୍କ ଅବହେଳା ଓ ଚିକିତ୍ସାରେ ବିଳମ୍ବ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ଆଣି ପରିବାର ସଦସ୍ୟ ଓ…
ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା
କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି ଖାତୁନ ନିଜ ୩ କୁନି ଛୁଆଙ୍କୁ ଆଶ୍ରୟ ଦେବା ପାଇଁ ନିବେଦନ କରୁଥିଲେ। ମୋ…
କଳିଙ୍ଗ ନଗର ଏନକାଉଣ୍ଟର ମାମଲା:ଆହତ ସୁଶାନ୍ତ ଗିରଫ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ କଳିଙ୍ଗନଗର ଏନକାଉଣ୍ଟର ଘଟଣାରେ ଆହତ ହୋଇଥିବା ଅଭିଯୁକ୍ତ ସୁଶାନ୍ତ ମାଝି ସୁସ୍ଥ ହେବା ପରେ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସୁଶାନ୍ତଙ୍କ ଘର ଖୋର୍ଦ୍ଧା ଜିଲା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରେ। ତାଙ୍କ ନାମରେ ପୂର୍ବରୁ…
ସରୋଦରେ ଶରତ…
ଭୁବନେଶ୍ୱର ୧୦।୯(ବ୍ୟୁରୋ): ସରୋଦରେ ଲୁଚିଥିଲା ଶରତର କଥା। ସରୋଦ ବାଦନରେ ଶରତର ସୌନ୍ଦର୍ଯ୍ୟକୁ ଉପସ୍ଥାପନା କରିଥିଲେ ଶିଳ୍ପୀ। ମା’ ଦୁର୍ଗତିନାଶିନୀଙ୍କ ଆଗମନ ଏହି ଋତୁକୁ ସ୍ବତନ୍ତ୍ର କରୁଥିବାବେଳେ ଧରିତ୍ରୀ ମା’ର ସୌନ୍ଦର୍ଯ୍ୟକୁ ଯନ୍ତ୍ର ସଙ୍ଗୀତ ମାଧ୍ୟମରେ ଶ୍ରୋତାଙ୍କ ନିକଟରେ ପରଷିଥିଲେ ବିଶିଷ୍ଟ…
ଖୋଲିଲା ସ୍ବତନ୍ତ୍ର ଜନଜାତି ଷ୍ଟୋର୍ ‘ଆଦିଶା’
ଭୁବନେଶ୍ୱର ୧୦।୯(ବ୍ୟୁରୋ): ଆଦିବାସୀମାନଙ୍କ ବିଭିନ୍ନ ସାମଗ୍ରୀର ବ୍ୟାପକ ବ୍ୟବସାୟ ନିମନ୍ତେ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ। ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଓଡ଼ିଶା ଆଦିବାସୀ ଉନ୍ନୟନ ସମବାୟ ନିଗମ ଲିମିଟେଡ୍(ଟିଡିସିସିଓଏଲ୍) ମୁଖ୍ୟାଳୟରେ ଏକ…
ଆସନ୍ତା ବିଧାନସଭା ନିର୍ବାଚନ ଏକାକି ଲଢିବ ସମାଜବାଦୀ ପାର୍ଟି: ଅଖିଳେଶ
ଲକ୍ଷ୍ନୌ,୧୦।୯: ଆସନ୍ତା ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍ପି) ଏକାକି ଲଢିବ ବୋଲି କହିଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ। ସେ କହିଛନ୍ତି, ବଡ ବଡ ଦଳ ସହ ମେଣ୍ଟ କରି ଏହାର ଫଳାଫଳ ଭଲଭାବେ ଉପଲବ୍ଧ କରି…
ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ପୁଣି କହିଲେ ଟ୍ରମ୍ପ୍
ଓ୍ବାଶିଂଟନ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ପୁଣିଥରେ ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆଗ୍ରହୀ ଥିବା କହିଛନ୍ତି। ଦୁଇ ଦେଶ ମଧ୍ୟରେ ଗତ ୨ ସପ୍ତାହ ମଧ୍ୟରେ ଉତ୍ତେଜନା କମିଛି। ତେବେ ଏହି ପ୍ରସଙ୍ଗରେ ଯଦି ମଧ୍ୟସ୍ଥତା ଲୋଡ଼ାଯାଏ ସେଥି ଲାଗି…
ବଢ଼ିପାରେ ଓମ୍ଫେଡ ଦୁଗ୍ଧ ମୂଲ୍ୟ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଓଡ଼ିଶାରେ ଚାଷ ସହିତ ଗୋପାଳନ ଏକ ପ୍ରମୁଖ ବେଉସା। ଗୋପାଳନ କରୁଥିବା ସର୍ବାଧିକ ଚାଷୀ ଓମ୍ଫେଡକୁ କ୍ଷୀର ବିକ୍ରି କରିଥାଆନ୍ତି। କିନ୍ତୁ ଏବେ ଏହି ଚାଷୀମାନେ କ୍ଷତି ସହୁଥିବା କଥା ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ପୂର୍ବ ଅପେକ୍ଷା ଗୋଖାଦ୍ୟର ଦର…
କଂଗ୍ରେସ ଗଢ଼ିବ କ୍ୟାଡର ବେସ୍ ସଙ୍ଗଠନ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା। ସମାନଭାବେ ରାଜ୍ୟରେ ମଧ୍ୟ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଲା। ଦଳକୁ ରାଜ୍ୟ ରାଜନୀତିରେ ଦ୍ୱିତୀୟ ସ୍ଥାନରୁ ଖସି ତୃତୀୟ ସ୍ଥାନରେ ରହିବାକୁ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ
ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଘୋଷଣା କରି ଏହାକୁ ଆସନ୍ତା ୩…
ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ ଉଭୟଙ୍କ କାନରେ ବ୍ୟୟବହୁଳ ଅତ୍ୟାଧୁନିକ ଅସ୍ତ୍ରୋପଚାର କରାଯିବା ପରେ ଏହା ସମ୍ଭବ ହୋଇପାରିଛି। ଦୁଇ…
Archives


