ନାମାଙ୍କନ ଭରିଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍
ନୂଆଦିଲ୍ଲୀ,୨୦ା୮: ବୁଧବାର ନାମାଙ୍କନ ଭରିଛନ୍ତି ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍। ଦଳୀୟ ନେତାଙ୍କ ଉପସ୍ଥିତିରେ ରାଧାକ୍ରିଷ୍ଣନ୍ ଆଜି ନାମାଙ୍କନ ଭରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ଭାଜପା ସଭାପତି…
୪ ହାର୍ଡକୋର୍ ମାଓବାଦୀଙ୍କ ଆତ୍ମସମର୍ପଣ: ଥିଲା ୨୨ ଲକ୍ଷର…
ମାଲକାନଗିରି,୨୦।୮(ଦୁର୍ଯ୍ୟୋଧନ ପାତ୍ର): ୪ ହାର୍ଡକୋର୍ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଁ ଜିଲାରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ସେମାନେ ଦୀର୍ଘଦିନ ଧରି ଓଡ଼ିଶାଛତିଶଗଡ଼ ସୀମାରେ ସକ୍ରିୟ ଥିଲେ। ସମସ୍ତ ମାଓବାଦୀଙ୍କ ନାଁରେ ୨୨ ଲକ୍ଷର ପୁରସ୍କାର ଥିଲା।
ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ରାଜ୍ୟର ସମସ୍ତ ଶିଶୁ(ବାଲ୍)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ ଏବଂ…
ଶିଶୁବାଟିକା ପିଲାଙ୍କୁ ମିଳିବ ମାଗଣା ୟୁନିଫର୍ମ: ପ୍ରତ୍ୟେକ ପିଲା ପାଇଁ ଖର୍ଚ୍ଚ ହେବ…
ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଡ୍ରପ୍ଆଉଟ ହାର ରୋକିବା ସହ ପିଲାଙ୍କୁ ବିଦ୍ୟାଳୟମୁହଁା କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ବାଟିକା ଛାତ୍ରୀଛାତ୍ରଙ୍କୁ ମାଗଣାରେ…
କାହିଁକି ଭାରତ ଉପରେ ଟାରିଫ୍ ଲଗାଇଲା ଆମେରିକା: ପ୍ରଥମଥର ବଡ଼ କାରଣ କହିଲା ହ୍ବାଇଟ ହାଉସ
ନୂଆଦିଲ୍ଲୀ,୨୦।୮: ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍ ସମ୍ପର୍କରେ ଆମେରିକା ଲଗାତାର ନୂଆ ଦାବି କରୁଛି। ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲେଭିଟ କହିଛନ୍ତି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ବିବାଦର ଅନ୍ତ ପାଇଁ ଭାରତ ଉପରେ ଟାରିଫ୍…
ଟିକସ ଫାଙ୍କି, ତଣ୍ଡ ଗଣିଲେ …
ରିଷିଡ଼ା, ୧୮ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସ ସୂଚନା ଅନୁସାରେ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ଟିମ୍ ମଙ୍ଗଳବାର ଟିକସ ଫାଙ୍କି ବେଆଇନ ଭାବେ ସାମଗ୍ରୀ ଚାଲାଣ କରୁଥିବା ଦୁଇଟି ଗାଡିଠାରୁ ଜରିମାନା ଆଦାୟ କରିଛି। ସୂଚନା ମତେ…
ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ: ପଥର ମାଡ଼ ପରେ…
ନୂଆଦିଲ୍ଲୀ,୨୦।୮: ଏକ ଜନଶୁଣାଣି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ଆକ୍ରମଣ ହୋଇଛି। ଏହି ଜନଶୁଣାଣି ମୁଖ୍ୟମନ୍ତ୍ରୀଙ୍କ ସିଭିଲ ଲାଇନ୍ସସ୍ଥିତ ସରକାରୀ ବାସଭବନରେ ଅନୁଷ୍ଠିତ ହୋଇଥିଲା। କୁହାଯାଉଛି ଯେ, ଜଣେ ବ୍ୟକ୍ତି ସେଠାରେ ପଥର ଭଳି କୌଣସି ଜିନିଷ ନେଇ…
ଏନ୍ଏସି ଘୋଷଣା ନେଇ ଦାବି
ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ)- ରାଜ୍ୟରେ ନୂଆ ଏନଏସି ପାଇଁ ଗତ ଶନିବାର ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୭ ଜିଲାରେ ୧୨ ଏନ୍ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ ଏହି…
ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ବସ୍: ୫୦ରୁ ଅଧିକ ଲୋକଙ୍କ ଚାଲିଗଲା ଜୀବନ
କାବୁଲ,୨୦।୮: ଆଫଗାନିସ୍ତାନରେ ଏକ ବଡ଼ ସଡ଼କ ଦୁର୍ଘଟଣାରେ ଅତି କମରେ ୭୧ ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ପୋଲିସ ଏବଂ ଜଣେ ପ୍ରାଦେଶିକ ଅଧିକାରୀ କହିଛନ୍ତି, ପଶ୍ଚିମ ଆଫଗାନିସ୍ତାନରେ ୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଇରାନରୁ ଫେରୁଥିବା ପ୍ରବାସୀଙ୍କୁ ନେଇ…
ମୁମ୍ବାଇରେ ବର୍ଷା ବିତ୍ପାତ: ୨୪ ଘଣ୍ଟାରେ ୬ ଜଣଙ୍କର ମୃତ୍ୟୁ
ମୁମ୍ବାଇ,୨୦।୮: ମହାରାଷ୍ଟ୍ର ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ଏବଂ ବନ୍ୟା ସମ୍ବନ୍ଧୀୟ ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ନାନ୍ଦେଡ ଜିଲାରେ ବନ୍ୟା ଭଳି ପରିସ୍ଥିତି ଯୋଗୁ ୫…
୩୦ ବର୍ଷରୁ ଅଧିକ ଦିନ ହେବ ଝାଟିମାଟି ଘରେ ବିତାଉଛନ୍ତି ଜୀବନ, ଭତ୍ତା ପାଇବାରୁ ବି ବଞ୍ଚିତ
କେସିଙ୍ଗା, ୨୦।୮(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କନ୍ତେଶିର ଗ୍ରାମ ପଞ୍ଚାୟତର ଗେଠିପଡାର ନିବାସୀ ପଦ୍ମଲୋଚନ ରଣା( ୬୫) ଓ ତାଙ୍କ ସ୍ତ୍ରୀ ସେବତୀ ରଣା (୬୩ ) ଦୀର୍ଘ ୩୦ ବର୍ଷ ହେଲାଣି ଝାଟି ମାଟି…
ଏନଇପି ୨୦୨୦ରେ ନେତୃତ୍ୱ ବିକାଶ ଯୋଜନା: ବେଙ୍ଗାଲୁରୁରେ ତାଲିମ ନେବେ ୨୦୦ ପ୍ରଧାନଶିକ୍ଷକ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ)-ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ ଇତିମଧ୍ୟରେ ରାଜ୍ୟରେ ପ୍ରାଥମିକ ଶିକ୍ଷା ଏବଂ ଉଚ୍ଚ ଶିକ୍ଷାରେ ଲାଗୁ ହୋଇଛି। ତେଣୁ ଛାତ୍ରୀଛାତ୍ରଙ୍କ ଦକ୍ଷତା ବିକାଶ କିଭଳି ହୋଇପାରିବ ସେଥିପାଇଁ ପ୍ରଥମେ ଶିକ୍ଷକମାନଙ୍କୁ ନେତୃତ୍ୱ ବିକାଶ ତାଲିମ ଦିଆଯାଉଛି। ରାଜ୍ୟର ୨୦୦…
Archives


