Home Left

ରମଜାନ୍‌ରେ ରୋଜା ପରେ ଇଫତାର୍‌ରେ ମିଳୁନି ଗ୍ଲାସେ ମିଶ୍ରି ସର୍ବତ: ପାକିସ୍ତାନରେ ଲେମ୍ବୁ କିଲୋ ୪ ଶହ

ଇସଲାମାବାଦ୍‌,୧୮।୫: ପାକିସ୍ତାନ ମୁଦ୍ରା ଡଲାର ତୁଳନାରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଏଠାରେ ରମଜାନ ମାସରେ ରୋଜା ରଖିଥିବା ଶ୍ରଦ୍ଧାଳୁଙ୍କୁ ଇଫତାର୍‌ ସମୟରେ ଗ୍ଲାସେ ମିଶ୍ର ସର୍ବତ ମିଳିବା କଷ୍ଟକର ହୋଇପଡୁଛି। ସର୍ବତ ପାଇଁ ମିଶ୍ରି ଓ ଲେମ୍ବୁର ଆବଶ୍ୟକତା...

୨୦୧୮ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦେଢ ଲକ୍ଷ: ଉତ୍ତର ପ୍ରଦେଶ ସବୁଠାରୁ ଆଗରେ

ନୂଆଦିଲ୍ଲୀ,୧୮।୫: ଗତବର୍ଷ ଅର୍ଥାତ୍‌ ୨୦୧୮ରେ ଭାରତରେ ସଡ଼କ ଦୁର୍ଘଟଣାରେ ପାଖାପାଖି ଦେଢ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯାହା ଟିବିରେ ହୋଇଥିବା ମୃତ୍ୟୁ ସଂଖ୍ୟାଠାରୁ ଅଧିକ। ଏହି ଦୁର୍ଘଟଣାରେ ଉତ୍ତର ପ୍ରଦେଶ ସବୁଠାରୁ ଆଗରେ ଥିବା କୁହାଯାଏ। ଏହି...

ଯୋଡ଼ା ମୁଣ୍ଡ ଭଉଣୀ ସବା-ଫାରହା ଲୋକ ସଭା ନିର୍ବାଚନରେ ଗୋଟିଏ ବଦଳରେ ଦେବେ ୨ଟି ଭୋଟ

ପାଟନା,୧୮।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ ଅଧିକାର ସାବ୍ୟସ୍ତ କରିବେ। ପୂର୍ବରୁ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇ ଭଉଣୀଙ୍କୁ ଗୋଟିଏ ଭୋଟ ଦେବାର ଅଧିକାର ଦିଆଯାଇଥିଲା।...

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଚାଳକ ସମେତ ହେଲ୍ପର ମୃତ

ଭଞ୍ଜନଗର,୧୮।୫(ଡି.ଏନ୍‌.ଏ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶନିବାର ସକାଳେ ପାଣି ବୋତଲ ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଗାଡ଼ି ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ।...

ଗରିବଙ୍କ ପେଟକୁ ଦାନା ଦେଉଛି ‘ରୁଟି ବ୍ୟାଙ୍କ’

ଅହମ୍ମଦାବାଦ,୧୮।୫: ଗୁଜରାଟ ରାଜକୋଟରେ ଗରିବଙ୍କୁ ପେଟର ଭୋକ ଦାଉରୁ ରକ୍ଷା କରିବା ପାଇଁ ‘ରୁଟି ବ୍ୟାଙ୍କ’ ସାଜିଛି ସାହା ଭରସା। ଶ୍ରୀ ବୋଲବାଳା ଚାରିଟେବୁଲ୍‌ ଟ୍ରଷ୍ଟ୍‌ ପକ୍ଷରୁ ଏଭଳି ନିଆରା ସମାଜ ସେବା କରାଯାଉଛି। ସ୍ଥାନୀୟ ଅଟୋ ରିକ୍ସା ଡ୍ରାଇଭରମାନେ...

ଯାହା ଅନୁମାନ କରୁଥିଲେ ହୁଏତ ଓଲଟା ଫଳ ମିଳିବ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୫: ଆସନ୍ତା ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଥିବା ବେଳେ ଏବେ ଫଳାଫଳକୁ ନେଇ ପ୍ରାୟ ସବୁ ରାଜନୈତିକ ଦଳ ଅନୁମାନ ଲଗାଇବା ଆରମ୍ଭ କରିଛନ୍ତି। ତେବେ ରାଜଧାନୀ ଦିଲ୍ଲୀର ୭ଟି ଯାକ...

ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୫: ଗୌତମ ବୁଦ୍ଧଙ୍କ ଜନ୍ମଦିନ ଅବସରରେ ଶନିବାର ସାରା ଦେଶରେ ବୁଦ୍ଧ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭଗବାନ ବୁଦ୍ଧଙ୍କ ବାଣୀର ମହତ୍ୱ...

ନିକୋବର ଏବଂ ଉତ୍ତରାଖଣ୍ଡରେ ଭୂକମ୍ପ

ପୋର୍ଟବ୍ଲେୟାର,୧୮।୫: ନିକୋବର ଏବଂ ଉତ୍ତରାଖଣ୍ଡରେ ଭୂକମ୍ପ ଅନୁଭୁତ ହୋଇଛି। ନିକୋବରରେ ଶୁକ୍ରବାର ବିଳମ୍ବିତ ରାତି ୧୧ଟା ୫୯ରେ ପ୍ରଥମେ ଭୂକମ୍ପ ହାଇଥିବାବେଳେ ଏହାପରେ ପୁଣି ୧୨ଟା ୩୫ରେ ହୋଇଥିଲା। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଥିବାବେଳେ ଦ୍ୱିତୀୟ...

ଆମେ କଂଗ୍ରେସ ସହ ଅଛୁ: ଦେବଗୌଡା

ନୂଆଦିଲ୍ଲୀ,୧୮।୫: ଜେଡି(ଏସ୍‌) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡା କହିଛନ୍ତି ଆମେ କଂଗ୍ରେସ ସହ ଅଛୁ। ହେଲେ ଏ ସମ୍ପର୍କରେ ଏବେ ସେ କିଛି କହିବାକୁ ସଫା ସଫା ମନା କରି ଦେଇଛନ୍ତି। ଆସନ୍ତା ୨୩ରେ ଲୋକ...

ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ

ବାଲେଶ୍ୱର ଅଫିସ,୧୮।୫: ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ ଶନିବାର ପୂର୍ବାହ୍ନରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗୃହ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଅନନ୍ତ ପ୍ରଧାନ ସଭାପତିତ୍ୱ କରି ଜିଲାବାସୀଙ୍କ ସ୍ବାସ୍ଥ୍ୟସେବା...

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ।...

ଲୋକ ସଭା ନିର୍ବାଚନ ପ୍ରଚାର ସାରି କେଦାରନାଥ ଦର୍ଶନ କଲେ ମୋଦି

ଡେରାଡୁନ,୧୮।୫: ଆସନ୍ତା ୧୯ରେ ହେବାକୁ ଥିବା ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପ୍ରଚାର ଚାଲିଛି। ପ୍ରାୟ ସବୁ ହେଭିଓ୍ବେଟ୍‌ ରାଜନେତାମାନେ ପ୍ରଚାର କାର୍ଯ୍ୟ ସାରି ଏବେ ଅପେକ୍ଷା ରଖିଛନ୍ତି ଶେଷ ପର୍ଯ୍ୟାୟ ନିର୍ବାଚନକୁ। ଶୁକ୍ରବାର ପ୍ରଚାର ସରିବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri