ଜେଏନ୍ୟୁ ଛାତ୍ରସଂସଦ ନିର୍ବାଚନ: ବାମ ସଂଗଠନ ପ୍ରାର୍ଥୀ ଆଗରେ
ନୂଆଦିଲ୍ଲୀ,୯ା୯(ଆଇଏଏନ୍ଏସ୍): ଜବାହରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ) ଛାତ୍ରସଂସଦ ନିର୍ବାଚନ ଭୋଟ ଗଣତି ଅଧାରୁ ଅଟକି ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୫୫ରୁ ଭୋଟଗଣତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଛାତ୍ରୀଛାତ୍ର ଓ ବିଶ୍ୱବିଦ୍ୟାଳୟ ଅଭିଯୋଗ ସମାଧାନ ପ୍ରକୋଷ୍ଠ (ଜିଆର୍ସି) ମଧ୍ୟରେ ମତଭେଦ…
ଭୁବନେଶ୍ୱରକୁ ଶ୍ରେଷ୍ଠ ବିମାନବନ୍ଦର ପୁରସ୍କାର : ଖରାପ ସେବାକୁ ନେଇ ଟୁଇଟରରେ ପ୍ରତିକ୍ରିୟା
ଭୁବନେଶ୍ୱର,୯ା୯(ବ୍ୟୁରୋ) : ଏସିଆ-ପାସିଫିକ୍ ରିଜିଅନର ୨ରୁ ୫ ମିଲିୟନ ବର୍ଗରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଶ୍ରେଷ୍ଠ ବିମାନ ବନ୍ଦର -୨୦୧୮ ପୁରସ୍କାର ମିଳିଛି। ଅନ୍ତର୍ଜାତୀୟ ବିମାନ ବନ୍ଦର ପରିଷଦ ଓ ଏଏସ୍କ୍ୟୁ (ଆମେରିକାନ ସୋସାଇଟି ଫର୍ କ୍ୱାଲିଟି) ପକ୍ଷରୁ…
ଥମୁନି ଟ୍ରାଫିକ କଡ଼ା ନିୟମ ବିବାଦ
ଭୁବନେଶ୍ୱର,୯ା୯(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ନୂଆ ମୋଟର ଯାନ ଆଇନ ଗତ ୧ତାରିଖରୁ କଡ଼ାକଡ଼ି ଭାବେ ରାଜ୍ୟରେ ଲାଗୁ ହୋଇଛି। ପୋଲିସ ଓ ଆରଟିଓ ଯାଞ୍ଚକୁ କଡ଼ାକଡ଼ି କରିବା ସହିତ ୧୦ଗୁଣା ଜରିମାନା ଆଦାୟ କରୁଛନ୍ତି। ଯାହାକୁ ନେଇ ସାଧାରଣରେ ତୀବ୍ର…
କେସିଆର୍ କ୍ୟାବିନେଟରେ ପୁଅ, ପୁତୁରା
ହାଇଦ୍ରାବାଦ,୯ା୯(ଆଇଏଏନ୍ଏସ୍): ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍) ରବିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ନୂଆ ମନ୍ତ୍ରୀ ହୋଇଥିବା ୬ ଜଣଙ୍କ ମଧ୍ୟରେ କେସିଆର୍ଙ୍କ ପୁଅ କେ.ଟି. ରାମା ରାଓ ଏବଂ ପୁତୁରା ଟି. ହରିଶ ରାଓ ଅଛନ୍ତି। ନୂତନ…
ଆଧୁନିକତାର ସ୍ପର୍ଶ ଅପେକ୍ଷାରେ କାଠ କଣ୍ଢେଇ
କେନ୍ଦୁଝର, ୯।୯(ସ୍ବ.ପ୍ର.)-କାଠ କଣ୍ଢେଇ ସହ ସେ ବିତାଇଛନ୍ତି ଜୀବନର ଅନେକ ବୟସ। ବୁଝିଛନ୍ତି କାଠ କଣ୍ଢେଇ ମନର କଥା। ଆଧୁନିକତାର ରଙ୍ଗ ମାଖି ପୁରୁଣା କାଠ କଣ୍ଢେଇକୁ ସଜାଇଦେବା ଲାଗି ସେ ତିଆରି କରିଛନ୍ତି ବ୍ଲୁ ପ୍ରିଣ୍ଟ। ହେଲେ ଅର୍ଥାଭାବ ଏଥିରେ…
ପଲିଥିନ୍ ତଲେ ପରିବାର: ପାଏଖାନା ଘରେ ଧାନ୍ଚାଉଲ, ଜିନିଷ୍ପାତିି
ଗଣ୍ଡତୁରୁମ, ୯।୯ (ଡି.ଏନ୍.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଂଚଲରେ ଗଲା ମଙ୍ଗଲବାରନୁ ଲଘୁଚାପ ପରଭାବରେ ବରଷା ଲାଗିରହିଛେ। ବାଦଲଫଟା ବରଷାରେ ବ୍ଲକ ଅଧୀନ ଅନେକ୍ ଗଁାଗଁଡ଼ାରେ ଲୁକ୍କର ବଡ଼ଭାରି କ୍ଷୟକ୍ଷତି ହେଇଥିବାର ଜନାଯାଇଛେ। ସୂଚନା ଅନ୍ସାରେ ଭେଡ଼େନ ବ୍ଲକ ଗଣ୍ଡତୁରୁମ…
ଆଜି ୮ଜିଲାରେ ପ୍ରବଳ ବର୍ଷା : ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାରେ ଝଡ଼ତୋଫାନ ସମ୍ଭାବନା
ଭୁବନେଶ୍ୱର,୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହିକ୍ରମରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରିରେ ସର୍ବାଧିକ ୭୦.୨ ମିଲିମିଟର ବର୍ଷା ହୋଇଥିବାବେଳେ…
ପଶ୍ଚିମ ଓଡ଼ିଶା ଜଳାର୍ଣ୍ଣବ
ଭୁବନେଶ୍ୱର, ୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ରବିବାର ସକାଳ ସାଢ଼େ ୮ଟା ସୁଦ୍ଧା ସମ୍ବଲପୁର ଜିଲାରେ ହାରାହାରି ୧୧୩.୨ମିମି ବର୍ଷା ହୋଇଥିବାବେଳେ…
ଅଭିନେତା ଭୀରୁ କ୍ରିଷ୍ଣନ୍ଙ୍କ ଦେହାନ୍ତ
ମୁମ୍ବାଇ,୮ା୯(ପି.ଟି.): ଇସ୍କ, ହମ୍ ହୈ ରାହି ପ୍ୟାର କେ, ରାଜା ହିନ୍ଦୁସ୍ଥାନୀ ଭଳି ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଥିବା ବଲିଉଡ ଅଭିନେତା ତଥା କଥକ ନୃତ୍ୟଶିଳ୍ପୀ ଭୀରୁ କ୍ରିଷ୍ଣନଙ୍କର ଶନିବାର ପରଲୋକ ହୋଇଯାଇଛି। ତାଙ୍କର ଶେଷକୃତ୍ୟ ସାନ୍ତାକ୍ରୁଜ୍ସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି।…
ବିପଦସଙ୍କୁଳ ଆପ୍ରାନାଳ ପୋଲ ରାସ୍ତା
ବାଲିଗୁଡା,୯ା୯(ଡି.ଏନ.ଏ.)-ବାଲିଗୁଡ଼ା ବ୍ଲକ ବାରଖମା ରାସ୍ତାରେ ଥିବା ଆପ୍ରାନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ଲଗାଣ ବର୍ଷାରେ ପୋଲ ସଂଯୋଗୀକରଣ ରାସ୍ତା ପାର୍ଶ୍ୱ ଧୋଇଯାଇଛି। ଏପରି କି ମାଟି ଧସି ମୁଖ୍ୟ ରାସ୍ତାର ଅଧା ଦବିଲାଣି। ଅଞ୍ଚଳରେ ବର୍ଷା ଲାଗି ରହିଥିବା…
ଖ୍ୟାତି ଆଣି ଦେଇଥିଲା ହାଇପ୍ରୋଫାଇଲ ମାମଲା
ନୂଆଦିଲ୍ଲୀ,୯ା୯ : ୯୬ତମ ଜନ୍ମଦିନ ପାଳନର ମାତ୍ର ୬ ଦିନ ପୂର୍ବରୁ ଖ୍ୟାତନାମା ଆଇନଜୀବୀ ରାମ ଜେଠମାଲାନିଙ୍କର ରବିବାର ସକାଳେ ପରଲୋକ ହୋଇଯାଇଛି। ସେ ଦେଶର ଅନ୍ୟତମ ସର୍ବାଧିକ ପାଉଣା ନେଉଥିବା ଆଇନଜୀବୀ ଏବଂ କେନ୍ଦ୍ରରେ ଆଇନ ଓ ସହରାଞ୍ଚଳ ବିକାଶ…
ମନ୍ଦିରରୁ ଚୋରି: ଖତଗଦାରୁ ପାର୍ବତୀଙ୍କ ମୂର୍ତ୍ତି ଉଦ୍ଧାର, ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୯ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଛଣମେରୀ ଗ୍ରାମସ୍ଥିତ କପିଳେଶ୍ୱରଙ୍କ ମନ୍ଦିରରୁ ଶନିବାର ସନ୍ଧ୍ୟାରେ ୧ଫୁଟ ଉଚ୍ଚତା ବିଶିଷ୍ଟ ଅଷ୍ଟଧାତୁରେ ନିର୍ମିତ ପାର୍ବତୀଙ୍କ ମୂର୍ତ୍ତି ଚୋରି କରିଥିବା ଅଭିଯୁକ୍ତ ରବିବାର ଧରାପଡ଼ିଛନ୍ତି । ତାଙ୍କ ବାରିପଟ ଖତଗଦାରୁ ପାର୍ବତୀଙ୍କ ମୂର୍ତ୍ତିକୁ ଉଦ୍ଧାର କରାଯାଇଛି। ଅଭିଯୁକ୍ତଙ୍କୁ ଲୋକେ…
Archives


