ଆଧୁନିକତାର ସ୍ପର୍ଶ ଅପେକ୍ଷାରେ କାଠ କଣ୍ଢେଇ
କେନ୍ଦୁଝର, ୯।୯(ସ୍ବ.ପ୍ର.)-କାଠ କଣ୍ଢେଇ ସହ ସେ ବିତାଇଛନ୍ତି ଜୀବନର ଅନେକ ବୟସ। ବୁଝିଛନ୍ତି କାଠ କଣ୍ଢେଇ ମନର କଥା। ଆଧୁନିକତାର ରଙ୍ଗ ମାଖି ପୁରୁଣା କାଠ କଣ୍ଢେଇକୁ ସଜାଇଦେବା ଲାଗି ସେ ତିଆରି କରିଛନ୍ତି ବ୍ଲୁ ପ୍ରିଣ୍ଟ। ହେଲେ ଅର୍ଥାଭାବ ଏଥିରେ…
ପଲିଥିନ୍ ତଲେ ପରିବାର: ପାଏଖାନା ଘରେ ଧାନ୍ଚାଉଲ, ଜିନିଷ୍ପାତିି
ଗଣ୍ଡତୁରୁମ, ୯।୯ (ଡି.ଏନ୍.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଂଚଲରେ ଗଲା ମଙ୍ଗଲବାରନୁ ଲଘୁଚାପ ପରଭାବରେ ବରଷା ଲାଗିରହିଛେ। ବାଦଲଫଟା ବରଷାରେ ବ୍ଲକ ଅଧୀନ ଅନେକ୍ ଗଁାଗଁଡ଼ାରେ ଲୁକ୍କର ବଡ଼ଭାରି କ୍ଷୟକ୍ଷତି ହେଇଥିବାର ଜନାଯାଇଛେ। ସୂଚନା ଅନ୍ସାରେ ଭେଡ଼େନ ବ୍ଲକ ଗଣ୍ଡତୁରୁମ…
ଆଜି ୮ଜିଲାରେ ପ୍ରବଳ ବର୍ଷା : ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାରେ ଝଡ଼ତୋଫାନ ସମ୍ଭାବନା
ଭୁବନେଶ୍ୱର,୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହିକ୍ରମରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରିରେ ସର୍ବାଧିକ ୭୦.୨ ମିଲିମିଟର ବର୍ଷା ହୋଇଥିବାବେଳେ…
ପଶ୍ଚିମ ଓଡ଼ିଶା ଜଳାର୍ଣ୍ଣବ
ଭୁବନେଶ୍ୱର, ୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ରବିବାର ସକାଳ ସାଢ଼େ ୮ଟା ସୁଦ୍ଧା ସମ୍ବଲପୁର ଜିଲାରେ ହାରାହାରି ୧୧୩.୨ମିମି ବର୍ଷା ହୋଇଥିବାବେଳେ…
ଅଭିନେତା ଭୀରୁ କ୍ରିଷ୍ଣନ୍ଙ୍କ ଦେହାନ୍ତ
ମୁମ୍ବାଇ,୮ା୯(ପି.ଟି.): ଇସ୍କ, ହମ୍ ହୈ ରାହି ପ୍ୟାର କେ, ରାଜା ହିନ୍ଦୁସ୍ଥାନୀ ଭଳି ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଥିବା ବଲିଉଡ ଅଭିନେତା ତଥା କଥକ ନୃତ୍ୟଶିଳ୍ପୀ ଭୀରୁ କ୍ରିଷ୍ଣନଙ୍କର ଶନିବାର ପରଲୋକ ହୋଇଯାଇଛି। ତାଙ୍କର ଶେଷକୃତ୍ୟ ସାନ୍ତାକ୍ରୁଜ୍ସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି।…
ବିପଦସଙ୍କୁଳ ଆପ୍ରାନାଳ ପୋଲ ରାସ୍ତା
ବାଲିଗୁଡା,୯ା୯(ଡି.ଏନ.ଏ.)-ବାଲିଗୁଡ଼ା ବ୍ଲକ ବାରଖମା ରାସ୍ତାରେ ଥିବା ଆପ୍ରାନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ଲଗାଣ ବର୍ଷାରେ ପୋଲ ସଂଯୋଗୀକରଣ ରାସ୍ତା ପାର୍ଶ୍ୱ ଧୋଇଯାଇଛି। ଏପରି କି ମାଟି ଧସି ମୁଖ୍ୟ ରାସ୍ତାର ଅଧା ଦବିଲାଣି। ଅଞ୍ଚଳରେ ବର୍ଷା ଲାଗି ରହିଥିବା…
ଖ୍ୟାତି ଆଣି ଦେଇଥିଲା ହାଇପ୍ରୋଫାଇଲ ମାମଲା
ନୂଆଦିଲ୍ଲୀ,୯ା୯ : ୯୬ତମ ଜନ୍ମଦିନ ପାଳନର ମାତ୍ର ୬ ଦିନ ପୂର୍ବରୁ ଖ୍ୟାତନାମା ଆଇନଜୀବୀ ରାମ ଜେଠମାଲାନିଙ୍କର ରବିବାର ସକାଳେ ପରଲୋକ ହୋଇଯାଇଛି। ସେ ଦେଶର ଅନ୍ୟତମ ସର୍ବାଧିକ ପାଉଣା ନେଉଥିବା ଆଇନଜୀବୀ ଏବଂ କେନ୍ଦ୍ରରେ ଆଇନ ଓ ସହରାଞ୍ଚଳ ବିକାଶ…
ମନ୍ଦିରରୁ ଚୋରି: ଖତଗଦାରୁ ପାର୍ବତୀଙ୍କ ମୂର୍ତ୍ତି ଉଦ୍ଧାର, ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୯ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଛଣମେରୀ ଗ୍ରାମସ୍ଥିତ କପିଳେଶ୍ୱରଙ୍କ ମନ୍ଦିରରୁ ଶନିବାର ସନ୍ଧ୍ୟାରେ ୧ଫୁଟ ଉଚ୍ଚତା ବିଶିଷ୍ଟ ଅଷ୍ଟଧାତୁରେ ନିର୍ମିତ ପାର୍ବତୀଙ୍କ ମୂର୍ତ୍ତି ଚୋରି କରିଥିବା ଅଭିଯୁକ୍ତ ରବିବାର ଧରାପଡ଼ିଛନ୍ତି । ତାଙ୍କ ବାରିପଟ ଖତଗଦାରୁ ପାର୍ବତୀଙ୍କ ମୂର୍ତ୍ତିକୁ ଉଦ୍ଧାର କରାଯାଇଛି। ଅଭିଯୁକ୍ତଙ୍କୁ ଲୋକେ…
ମୋଦି ସରକାରଙ୍କ ୧୦୦ ଦିନ: ନଜରରେ ଥିଲା କଶ୍ମୀର
ନୂଆଦିଲ୍ଲୀ,୯।୯(ଆଇଏଏନ୍ଏସ୍): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ସରକାରଙ୍କ ଦ୍ୱିତୀୟ ପାଳିକୁ ୧୦୦ ଦିନ ପୂରିଛି। ଏହାକୁ ନେଇ ଭାଜପା ଓ ସହଯୋଗୀ ଦଳଗୁଡ଼ିକ ଉତ୍ସବ ମନାଉଥିବାବେଳେ କଂଗ୍ରେସ ସମେତ ବିରୋଧୀମାନେ ମୋଦିଙ୍କୁ ଟାର୍ଗେଟ କରିଛନ୍ତି।…
ଶ୍ରମିକ କାର୍ଡ ପାଇଁ ଟଙ୍କା ଆଦାୟ ଅଭିଯୋଗ
ଛତ୍ରପୁର,୯ା୯(ଡି.ଏନ.ଏ)-ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟରେ ଶ୍ରମିକ କାର୍ଡ କରିଦେବା ଓ ପଞ୍ଜୀକୃତ ଶ୍ରମିକଙ୍କୁ ବିଭିନ୍ନ ସରକାରୀ ସହାୟତା ଯୋଗାଇଦେବା ପାଇଁ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ଏହାର ତଦନ୍ତ କରାଯିବ ଏବଂ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଚନ୍ଦ୍ରୟାନ-୨ର ସଫଳତା: ଆଶା ଯେତିକି ଆଶଙ୍କା ସେତିକି
ବେଙ୍ଗାଲୁରୁ/ଓ୍ବାଶିଂଟନ,୯ା୯(ପି.ଟି.): ଚନ୍ଦ୍ରର ଦକ୍ଷିଣ ମେରୁରେ ବାଟବଣା ହୋଇଥିବା ଲ୍ୟାଣ୍ଡର ବିକ୍ରମ ଠାବ ହେବା ପରେ ଚନ୍ଦ୍ରୟାନ-୨ର ସଫଳତାକୁ ଦେଶବାସୀ ନେଇ ଯେତିକି ଆଶାବାଦୀ ହୋଇଛନ୍ତି ତଥ୍ୟାଭିଜ୍ଞ ମହଲରେ ସେତିକି ଆଶଙ୍କା ମଧ୍ୟ ସୃଷ୍ଟି ହୋଇଛି। କାରଣ ବିକ୍ରମର ଜୀବନକାଳ ୧୪ ଦିନରୁ…
ବଡ଼ ଡାକ୍ତରଖାନାରେ ଚିକିତ୍ସା ସେବା ଦେଖିଲେ ଏମ୍ପି, ବିଧାୟକ
ବ୍ରହ୍ମପୁର ଅଫିସ,୯ା୯-ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ ଓ ବିଧାୟକ ବିକ୍ରମ କୁମାର ପଣ୍ଡା ରବିବାର ଅପରାହ୍ନରେ ଅଚାନକ ଏମ୍କେସିଜି ମେଡିକାଲ କଲେଜ ହସ୍ପିଟାଲକୁ ଯାଇ ସମସ୍ୟା ଅନୁଧ୍ୟାନ ସହ ରୋଗୀଙ୍କୁ କିଭଳି ସେବା ଯୋଗାଇ ଦିଆଯାଉଛି ତାହା ତଦାରଖ କରିଥିଲେ ।…
Archives


