ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ମିଳୁ: ମୋଦିଙ୍କୁ ଚିଠି ଲେଖିଲେ ପାମେଲା
ନୂଆଦିଲ୍ଲୀ: ବଓ୍ବୋଚ୍ ଆଇକନ୍ ତଥା ବିଗ୍ବସ୍ର ପୂର୍ବତନ ଗେଷ୍ଟ ପାମେଲା ଆଣ୍ଡରସନ୍ ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ସମସ୍ତ ସରକାରୀ ବୈଠକ ଓ କାର୍ଯ୍ୟକ୍ରମରେ ନିରାମିଷ ଖାଦ୍ୟ ପରିବେଷଣ…
ହେଲ୍ମେଟ ପିନ୍ଧି ପିଆଜ ବିକିଲେ ସମବାୟ ସମିତି କର୍ମଚାରୀ
ପାଟନା,୩୦।୧୧: ପିଆଜର ଦର ଏତେ ବଢି ଯାଇଛି ଯେ ଏହାକୁ କିଣିବାକୁ ଗ୍ରାହକ ଭୟ କରୁଥିବା ବେଳେ ଏହାକୁ ବିକ୍ରି କରିବାକୁ ମଧ୍ୟ ଲୋକେ ଡରୁଛନ୍ତି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ମୋବାଇଲ ଭ୍ୟାନ ମାଧ୍ୟମରେ କେତେଜଣ…
ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର
ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ ମୃତ୍ୟୁ…
ଟୁଇଟରରେ ଭୂମିଙ୍କୁ ବିବାହ ପ୍ରସ୍ତାବ
ମୁମ୍ବାଇ: ଭୂମି ପାଡନେକର ଆଜିକାଲି ଖୁବ୍ ଚର୍ଚ୍ଚାରେ। ତାଙ୍କ ଭର୍ସାଟାଇଲ ଆକ୍ଟିଂ ସାଙ୍ଗକୁ ସିମ୍ପଲ୍ ଆଉ ଷ୍ଟାଇଲିଶ୍ ଲୁକ୍ ଫ୍ୟାନ୍ମାନଙ୍କୁ ଆକର୍ଷିତ କରୁଛି। ତେବେ ଭୂମି ଏବେ ନିଜ ଅପ୍କମିଂ ଫିଲ୍ମ ‘ପତି, ପତ୍ନୀ ଔର ଓ୍ବ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।…
ଜାମିନ ନ ଦେବାରୁ ମହିଳା ଜଜ୍ଙ୍କୁ ଧମକ
ଥିରୁଭାନନ୍ଥପୁରମ୍: ଜଣେ ମାଜିଷ୍ଟ୍ରେଟ୍ ଏକ ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ଦେବାକୁ ମନା କରିବାରୁ ଓକିଲ ତାଙ୍କୁ ମାଡ଼ ମାରିବାର ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଜଜ୍ଙ୍କୁ ଧମକ ଦେବା ଅପରାଧରେ ୧୨ ଓକିଲଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।…
ଇଂରାଜୀର ଗୋଟିଏ ପାରାଗ୍ରାଫ ପଢିପାରିଲେନି ଶିକ୍ଷକ
ଲକ୍ଷ୍ନୌ,୩୦।୧୧: ଉତ୍ତର ପ୍ରଦେଶ ଶିକ୍ଷା ବ୍ୟବସ୍ଥାର ସ୍ଥିତି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଉନ୍ନାଓ ଜିଲା ସିକନ୍ଦରପୁର ସରଉସିରେ ଥିବା ସରକାରୀ ବିଦ୍ୟାଳୟର ସ୍ଥିତିକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ଗତ ୨୮ ତାରିଖରେ ଜିଲାପାଳ ଦେବେନ୍ଦ୍ର…
ଛୁଟି ପାଇଁ ମିଛ
ନୂଆଦିଲ୍ଲୀ: କାର୍ଯ୍ୟକ୍ଷେତ୍ରରେ ଛୁଟି ପାଇଁ ଅନେକେ କରିଥାନ୍ତି ବାହାନା। ଏହା ଭାରତ ଭଳି ଦେଶରେ ସାଧାରଣ କଥା। ହେଲେ ଏକଥା ଜାଣି ଆଶ୍ଚର୍ଯ୍ୟ ହେବେ ବିଶ୍ୱର ଅନ୍ୟତମ ବିକାଶିତ ରାଷ୍ଟ୍ର ବ୍ରିଟେନ ମଧ୍ୟ ଏଥିରୁ ବାଦ୍ ପଡ଼ିନି। ଏଠାକାର କର୍ମଚାରୀମାନେ ମାଲିକ…
ଏମ୍ସ୍ ବ୍ୟାଙ୍କ ଖାତାରୁ ୧୨ କୋଟି ଚୋରି: ପୁଣି ୨୯ କୋଟି ଲୁଟ୍ ଉଦ୍ୟମ ବିଫଳ
ନୂଆଦିଲ୍ଲୀ,୩୦।୧୧: ଏମ୍ସ୍ର ବ୍ୟାଙ୍କ ଖାତାରୁ ୧୨ କୋଟିରୁ ଅଧିକ ଟଙ୍କା ଚୋରି ହୋଇଛି। ଅପରାଧୀମାନେ ପୁଣି ଥରେ ଏହି ଖାତାରୁ ୨୯ କୋଟି ଟଙ୍କା ଲୁଟିବାର ଯୋଜନା କରିଥିଲେ। ତେବେ ତାହା ବିଫଳ ହୋଇଥିବା କୁହାଯାଉଛି। ଗତ ଏକ ମାସ ମଧ୍ୟରେ…
୪୫ ଗହଣା ଦୋକାନରେ ଚଢ଼ାଉ
ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ (ଓଜନ ଓ ମାପ) ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶମତେ ଚଳିତ ମାସ ୨୨ରୁ ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସୁନା ଦୋକାନରେ ଚଢାଉ କରାଯାଇଥିଲା।…
୧୪,୭୨୫ ଚାଷୀ ବିକିଲେଣି ୯,୮୨,୭୯୦ କୁଇଣ୍ଟାଲ ଧାନ
ଭୁବନେଶ୍ୱର,୩୦ା୧୧ (ବ୍ୟୁରୋ): ୨୦୧୯-୨୦ ବର୍ଷ ଲାଗି ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଯାଇଛି। ଚଳିତ ମାସରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଦ୍ୱାରା ଏଯାବତ୍ ୯,୮୨,୭୯୦ କୁଇଣ୍ଟାଲ୍ ଧାନ ସଂଗ୍ରହ କରାଯାଇଛି। ଏହି କାର୍ଯ୍ୟକୁ ସ୍ବଚ୍ଛ ଓ ବ୍ୟବସ୍ଥିତ କରିବା ପାଇଁ…
ସାଇକେଲ ସଜଡା ବିଳମ୍ବ ହେବାରୁ ପୋଲିସକୁ ପତ୍ର ଲେଖିଲେ ୧୦ ବର୍ଷର ବାଳକ
ଥିରୁଭାନନ୍ତପୁରମ,୩୦।୧୧: କେରଳର ୧୦ ବର୍ଷର ଜଣେ ବାଳକ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କୋଜିକୋଡେର ୫ମ ଶ୍ରେଣୀର ଛାତ୍ର ଅବିନ ନିଜର ଓ ତାଙ୍କ ଭାଇଙ୍କ ସାଇକେଲ କିଛିଦିନ ହେବ ସଜଡା ନ ହୋଇ ପାରିବାରୁ ପୋଲିସକୁ ଚିଠି ଲେଖି…
‘ବିଏସ୍କେୱାଇ’କୁ ସ୍କଚ୍ ସ୍ବର୍ଣ୍ଣ ପୁରସ୍କାର
ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ)କୁ ସ୍କଚ୍ ସ୍ବାସ୍ଥ୍ୟ ଭାରତ ସ୍ବର୍ଣ୍ଣ ପୁରସ୍କାର ମିଳିଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ଉତ୍ସବରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ…

