Home Left

ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ବିରୋଧ: ମରିଯିବୁ ପଛେ ଜାଗା ଦେବୁନି

ବଇଣ୍ଡା,୩୦।୧୧(ଡି.ଏନ୍‌.ଏ.) – ସଂସାରକୁ ଚଳାଉଥିବା ଭିଟାମାଟିକୁ ଛଡ଼ାଇ ନେଇ ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା କରାଯାଉଛି। ହେଲେ ଦାନା ଦେଉଥିବା ଜମିରୁ ଇଞ୍ଚେ ବି ପ୍ରକଳ୍ପ ପାଇଁ ଛଡାଯିବନି ବୋଲି ଜିଦ୍‌ ଧରିବା ସହ ଶୁକ୍ରବାର ଆଠମଲ୍ଲିକ ବ୍ଲକ…

ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ…

ଏପରି ବ୍ୟବହାର କରନ୍ତୁ ଅଦା ତେଲ: ରୁପି, କେଶ ଝଡିବା ସମସ୍ୟାରୁ ମିଳିବ ମୁକ୍ତି

ଶୀତଦିନେ ଅଧିକାଂଶ ଲୋକଙ୍କଠାରେ କେଶ ଝଡିବା ସହ ରୁପି ସମସ୍ୟା ଦେଖା ଯାଇଥାଏ। ଏହି ସମସ୍ୟାକୁ ନେଇ ସେମାନେ ଚିନ୍ତାରେ ପଡ଼ିଯାନ୍ତି। ଏପରିକି ସେମାନେ ମୁକ୍ତି ପାଇବା ଲାଗି ବିଭିନ୍ନ ରାସାୟନିକ ପଦାର୍ଥକୁ ମଧ୍ୟ ବ୍ୟବହାର କରିଥାନ୍ତି। ମାତ୍ର ଏଥିଲାଗି ଅଦା…

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ,…

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର।…

ବ୍ରାଣ୍ଡ ଫ୍ୟାକ୍ଟ୍ରି କଟକ ଷ୍ଟୋରରେ ଫ୍ରି ସପିଙ୍ଗ ଓ୍ବିକେଣ୍ଡ

ଭୁବନେଶ୍ୱର,୩୦-୧୧: ବ୍ରାଣ୍ଡ ଫ୍ୟାକ୍ଟି କଟକ ଷ୍ଟୋର ପକ୍ଷରୁ ପ୍ରଥମଥର ଲାଗି ଫ୍ରି ସପିଙ୍ଗ ଓ୍ବିକେଣ୍ଡ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଡିସେମ୍ବର ୪ରୁ ୮ ତାରିଖ ଯାଏ ଚାଲିବ। କଟକ ଷ୍ଟୋରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କ୍ଲଷ୍ଟର ମ୍ୟାନେଜର ମାନସ ମହାନ୍ତି ଏବଂ…

ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ

କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା କଦଳୀ ପ୍ରୟୋଗ କରିବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟା ସମସ୍ୟା ଦୂର ହୁଏ। କଞ୍ଚା କଦଳୀରେ…

ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍‌ ବିଲ୍‌: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ

ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍‌ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍‌ ବିଭାଗ ସଂଯୋଗ କାଟି ଦେଇଥାଏ। ଫଳରେ ବିଦ୍ୟୁତ୍‌ ଉପଭୋକ୍ତା ବିନା ବିଦ୍ୟୁତ୍‌ରେ ହନ୍ତସନ୍ତ ହୁଅନ୍ତି। ହେଲେ ଜିଲାର…

ଦିବ୍ୟାଙ୍ଗ ଶିଶୁ ଖୋଜୁଛି ସହାୟତାର ହାତ

ଖପ୍ରାଖୋଲ, ୩୦ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ଗାଁର ଗୋକୁଳ ନାୟକ ଓ ଭାରତୀଙ୍କ ୪ବର୍ଷର ଝିଅ ଅର୍ଚ୍ଚନା। ଜନ୍ମର କେଇଟା ଦିନ ପରଠୁ ଖଟିଆରେ ପଡି ରହିଛି ସେ । ଉଠିବା କି ବସିବା କିଛି ନାହିଁ…

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ‘ହକି ଭଳି ଫିଫା ବିଶ୍ୱକପ୍‌ ବୃହତ୍‌ ସଫଳତା ପାଇବ’

ଭୁବନେଶ୍ୱର, ୩୦।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଆସନ୍ତା ବର୍ଷ ଭାରତରେ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଅନୁଷ୍ଠିତ ହେବ। ବିଶ୍ୱସ୍ତରୀୟ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଆୟୋଜନ ଲାଗି ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ପୂର୍ବରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ…

ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ୍‌ ୯ ଉଇକେଟରେ ବିଜୟୀ

ଲକ୍ଷ୍ନୌ,୩୦।୧୧(ପି.ଟି.)- ଏଠାରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଶୁକ୍ରବାର ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ଅଫ୍‌ ସ୍ପିନର ରାଖିମ କର୍ନଓ୍ବାଲ କ୍ୟାରିୟର ଶ୍ରେଷ୍ଠ ୧୦ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ…

ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?