Home Left

ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍‌ରେ ପଡ଼ିବ ତାଲା

ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲେ।…

ମ୍ୟୁଜିକ୍‌ ଶୋ’ ପୃଥିବୀ ପାଇଁ କ୍ଷତିକାରକ

ଲାଇଭ୍‌ ମ୍ୟୁଜିକ୍‌ ଶୋ’ ପୃଥିବୀ ପାଇଁ କ୍ଷତିକାରକ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏହି ଲାଇଭ୍‌ ମ୍ୟୁଜିକ ଶୋ’ରୁ କେବଳ ବ୍ରିଟେନରେ ପ୍ରତିବର୍ଷ ୪.୦୫ ଟନ୍‌ ଗ୍ରୀନ୍‌ ହାଉସ୍‌ ଗ୍ୟାସ ନିର୍ଗତ ହେଉଛି। ଏହି ଗ୍ୟାସ୍‌ ପୃଥିବୀର…

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୧୦୧ ବର୍ଷ ବୟସରେ ପରଲୋକ

ଟୋକିଓ,୨୯।୧୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟାସୁହିରୋ ନାକାସୋନେଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ସକାଳେ ଟୋକିଓର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ସେ ୧୯୮୨-୧୯୮୭ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।…

‘କମାଣ୍ଡୋ-୩’କୁ ନେଇ ଉଠିଲା ବିବାଦ

ମୁମ୍ବାଇ: ବଲିଉଡ୍‌ ମୁଭି ‘କମାଣ୍ଡୋ-୩’ର ଏଣ୍ଟ୍ରି ସିନ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏଥିରେ ବିଦ୍ୟୁତ ଭାମଓ୍ବାଲ ନଜର ଆସିଛନ୍ତି। ତେବେ ଏହି ସିନ୍‌ରେ କେତେଜଣ ମଲ୍ଲଯୋଦ୍ଧା ଆଖଡାରେ ଅଭ୍ୟାସ କରୁଥିବା ବେଳେ ସେହିବାଟ ଦେଇ ଯାଉଥିବା କେନ୍ଦ୍ରୀୟ ବିଦ୍ୟାଳୟର…

ନୂତନ ବର୍ଷ ଆରମ୍ଭ ନ ହେଉଣୁ ଅକ୍ଷୟ-ଜାହ୍ନବୀଙ୍କ ହାତରେ ଗୋଟିଏରୁ ବଳି ଗୋଟିଏ ଫିଲ୍ମ

ବମ୍ବେ: ବର୍ଷ ଆରମ୍ଭ ନ ହେଉଣୁ ବଲିଉଡ୍‌ ଅଭିନେତା ତଥା ଅଭିନେତ୍ରୀମାନେ ଗୋଟିଏ ପରେ ଗୋଟିଏ ଫିଲ୍ମ ସାଇନ୍‌ କରିଚାଲିଛନ୍ତି। ଫଳରେ ଏବେ ସେମାନଙ୍କ ହାତରେ ଫିଲ୍ମର ଏକ ଲମ୍ବା ତାଲିକା। ସେହିଭଳି ଦୁଇଜଣ ହେଲେ ଶ୍ରୀଦେବୀ ଲଳନା ଜାହ୍ନବୀ କପୁର…

ଭାଇରାଲ ହେଉଛି ଦିଶାଙ୍କ ବୋଲ୍ଡ ଲୁକ୍‌

ବମ୍ବେ: ଅଭିନୟ ସାଙ୍ଗକୁ ନିଜର ଗ୍ଲାମରସ୍‌ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀ। ସେଥିପାଇଁ ତ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ହଟ୍‌ ଫଟୋକୁ ଶେୟାର କରିବାକୁ କୁଣ୍ଠାବୋଧ କରନ୍ତି ନାହିଁ। ଏବେ…

ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି

ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ନିୟୋଜିତ ସୁରକ୍ଷାକର୍ମୀ ଏ.କେ ମହାରଣାଙ୍କ ବନ୍ଧୁକରୁ ଗୁଳି ଫୁଟି ଜଣେ ଗ୍ରାହକ ଆହତ ହୋଇଛନ୍ତି।…

ବାଇକ୍‌ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ଜଣେ ଗୁରତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଆଠଗଡ଼,୨୯।୧୧(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ଥାନା ଅଧୀନ ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରାପାର୍ଟି ଟ୍ରକ୍‌ ସମ୍ମୁଖକୁ ବାଇକ୍‌ ଚାଲିଆସିବାରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଫଳରେ ବାଇକ୍‌ ଚାଳକଙ୍କ ସହ…

ପ୍ରଥମ ଦିନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଡାକିଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ଶୁକ୍ରବାର କାର୍ଯ୍ୟଭାର ସମ୍ଭାଳିଛନ୍ତି। ଆଉ ଏହା ପରେପରେ ସେ ତୁରନ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେଇଛନ୍ତି। ଏହି ବୈଠକରେ ସେ ବିକାଶ ମୂଳକ କାର୍ଯ୍ୟକୁ ଶୀଘ୍ର…

୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା

ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍‌ସେଟିଭ୍‌ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ କେବେ ଶୁଣିଛନ୍ତି କି, ଶୋଇବା ପାଇଁ କର୍ମଚାରୀଙ୍କୁ ଦିଆଯାଉଛି ଲକ୍ଷେ ଟଙ୍କା। କିନ୍ତୁ ଏଥିପାଇଁ…

ଗୋଟିଏ ଓଭରରେ ୫ ଉଇକେଟ ନେଲେ ଭାରତୀୟ ପେସର

ନୂଆଦିଲ୍ଲୀ,୨୯।୧୧- ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ପ୍ରଥମ ସେମିଫାଇନାଲ ହରିୟାଣା ଓ କର୍ନାଟକ ମଧ୍ୟରେ ସୁରଟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ପୂର୍ବତନ ଭରତୀୟ ତଥା କର୍ନାଟକର ଅଭିଜ୍ଞ ପେସର ଅଭିମନ୍ୟୁ ମିଥୁନ ହ୍ୟାଟ୍ରିକ ସହ ଗୋଟିଏ ଓଭରରେ…

ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍‌ !

ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ ଏସ୍‌ସି ଗର୍ଗ ଏହାକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?