Home Left

ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି ଲୋକେ କାଦୁଅ ରାସ୍ତାରେ ଯିବା ଆସିବା କରୁଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଋଷିକୂଲ୍ୟାରେ ସତର୍କ ସୂଚନାଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି ଜଳ

ପୁରୁଷୋତ୍ତମପୁର,୭।୯(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ସମସ୍ତ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡ଼ିଛି। ଏଠାରେ ସମୁଦାୟ ୧୮୧.୬ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି ।…

ବାଇକ୍‌କୁ ବଞ୍ଚାଇବାକୁ ଯାଇ ରାସ୍ତାରେ ଓଲଟିଲା ମିନିବସ୍‌: ୫ଶିଶୁଙ୍କ ସମେତ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ, ୮ ଗୁରୁତର

ପୁରୁଷୋତ୍ତମପୁର, ୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର କେଶପୁର ଛକ ନିକଟରେ ଥିବା ଭୁବନେଶ୍ବରୀ ପେଟ୍ରୋଲ ପମ୍ପ୍‌ ସମ୍ମୁଖରେ ଶନିବାର ଏକ ମିନିବସ୍‌ ଓଲଟି ପଡିଛି । ଏଥିରେ ୫ ଶିଶୁଙ୍କ ସମେତ ୨୦ରୁ ଊର୍ଦ୍ଧ୍ୱ…

ସ୍ବପ୍ନ ରହିଗଲା ଅଧା, ହେଲେ ବିଶ୍ୱାସ ମରି ନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୭।୯- ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟାନ-୨ ଲ୍ୟାଣ୍ଡର ‘ବିକ୍ରମ’କୁ ଚନ୍ଦ୍ର ପୃଷ୍ଠରେ ଅବତାର କରାଇପାରି ନାହିଁ। ଲକ୍ଷ୍ୟ ସ୍ଥଳଠାରୁ ୨.୧ କିମି ଦୂରରେ ଥିବାବେଳେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ପ୍ରୋଜେକ୍ଟରେ…

କେନାଲ ଭାଙ୍ଗି ପୁଣି ଜମିରେ ପଶିଲା ପାଣି : ଚାଷୀ କ୍ଷତିଗ୍ରସ୍ତ

ଆନନ୍ଦପୁର,୭।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି ପଞ୍ଚାୟତ ପଣ୍ଡୁଆଠାରେ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମାଣାଧୀନ ବାମପାର୍ଶ୍ୱ କେନାଲ ଭାଙ୍ଗି ପୁନର୍ବାର ବର୍ଷାପାଣି ପଶିବାରୁ ସାଧାରଣ ଚାଷ ସହିତ ମତ୍ସ୍ୟଚାଷ ବିଶେଷ ଭାବେ ପ୍ରଭାବିତ ହୋଇଛି। ପୂର୍ବରୁ ଘାଗରା…

ଏବେ ଇନ୍‌ସୁରାନ୍ସ, ପଲ୍ୟୁସନ ଯାଞ୍ଚ ହେଉନାହିଁ: ପୋଲିସ କମିଶନର

ଭୁବନେଶ୍ୱର,୭।୯(ବ୍ୟୁରୋ): ଏବେ ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ ଯାଞ୍ଚ ହେଉନାହିଁ। କେବଳ ୫ଟି ଗଫଲତି ଦେଖି ଜରିମାନା ଆଦାୟ ହେଉଛି। ବାଇକ୍‌ରେ ୩ଜଣଙ୍କୁ ନେଲେ, ହେଲ୍‌ମେଟ ପିନ୍ଧି ନ ଥିଲେ, ମଦ ପିଇ ଗାଡ଼ି ଚଳାଉଥିଲେ, ମୋବାଇଲରେ ଗପୁଥିଲେ, ରାସ୍ତାର ଭୁଲ ସାଇଡ୍‌ରେ…

ଘରୋଇ କ୍ଲିନିକ ଲାଗି ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ଆରମ୍ଭ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଥିବା  ଘରୋଇ କ୍ଲିନିକ ଲାଗି ଶନିବାର ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଦ୍ୱାରା ପ୍ରାୟ ୧୮ ଶହ ପ୍ରାଇଭେଟ୍‌ କ୍ଲିନିକ୍‌ ଉପକୃତ ହେବେ ବୋଲି ଜଣାପଡିଛି। ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ୧୯୯୦ ମସିହାରେ ଆରମ୍ଭ…

ଜନ୍ମମାସ କୁହେ ବ୍ୟକ୍ତି କେତେ ରୋମାଣ୍ଟିକ୍‌

ଜନ୍ମମାସ ଓ ରାଶିରୁ ଜଣେ ବ୍ୟକ୍ତିର ବ୍ୟକ୍ତିତ୍ୱ ବିଷୟରେ କିଛି ସୂଚନା ମିଳିଥାଏ। ତେବେ ଜୁଲାଇ ମାସରେ ଜନ୍ମିତ ବ୍ୟକ୍ତିଙ୍କ ପାଖରେ ରହିଛି କିଛି ବିଶେଷତ୍ୱ। ଏମାନେ ଅନ୍ୟମାନଙ୍କଠାରୁ ଟିକେ ଭିନ୍ନ କାରଣ ଏମାନେ ଅଧିକ ରୋମାଣ୍ଟିକ୍‌। -ଜୁଲାଇ ମାସରେ ଜନ୍ମ…

ନାଳରେ ଭାସି ଯାଇଥିଲେ ବୃଦ୍ଧା : ୨୦ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଝରିଗାଁ,୭।୯(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧାମନାଗୁଡ଼ା ପଞ୍ଚାୟତ ଏକମ୍ବା ଗ୍ରାମର ଜଣେ ବୃଦ୍ଧା ନାଳ ପାରି ହେବା ସମୟରେ ଭାସି ଯାଇଥିଲେ। ପ୍ରାପ୍ତ ଖବରରୁ ପ୍ରକାଶ ଯେ, ଏକମ୍ବା ଗ୍ରାମର ସନମତି ଗୌଡ଼(୬୫) ଏବଂ ତାଙ୍କ ଦୁଇ ସମ୍ପର୍କୀୟ ସତାଇ…

ଭାରତର ରାଷ୍ଟ୍ରପତିଙ୍କ ପାଇଁ ଆକାଶମାର୍ଗ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ,୭।୯: ପାକିସ୍ତାନ ଭାରତ ବିରୋଧରେ ଆଉ ଏକ ଖେଳ ଖେଳିଛି। ପାକ୍‌ ବୈଦେଶିକମନ୍ତ୍ରୀ ଏମ୍‌ଏସ୍‌ କ୍ୟୁରେସି କହିଛନ୍ତି ପାକିସ୍ତାନ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆକାଶ ପଥରେ ପ୍ରବେଶ କରିବ ନାହିଁ ବୋଲି ମନା କରିଦେଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ…

ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଚୋରା ଏସିଟିକ୍‌ ଏସିଡ୍‌ ଜବତ କରିଛି। ଚୋରାଚାଲାଣ ଅଭିଯୋଗରେ ବସ୍‌ର ୩ କର୍ମଚାରୀଙ୍କୁ…

ରୁପା ଅଳଙ୍କାର ଚୋରି ଘଟଣା: ୬ କେଜି ରୁପା ଉଦ୍ଧାର, ୩ ଗିରଫ

ବ୍ରହ୍ମପୁର ଅଫିସ, ୭।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ମାଲସେନାପେଟା ସାହିରେ ଥିବା ଶ୍ରୀସାଇ ରିଫାଇନେରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର ଶନିବାର ପର୍ଦ୍ଦାଫାସ ହୋଇଛି। ପୋଲିସ ଏହି ଘଟଣାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri