ନୂଆ ମୋଟର ଆଇନ ଲାଗୁ ପରେ ମଦ ବ୍ୟବସାୟ ମାନ୍ଦା: କମିଛି ୨୫% ବ୍ୟବସାୟ, ଚିନ୍ତାରେ ମାଲିକ
ଭୁବନେଶ୍ୱର, ୭ା୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁ ହେବା ପରେ ଏହାର ପ୍ରଭାବ ମଦ ବ୍ୟବସାୟ ଉପରେ ପଡ଼ିଛି। କାରଣ ଏହି ଆଇନ ଅନୁଯାୟୀ, ଜଣେ ଗାଡ଼ି ଚାଳକ ମଦ ପିଇ ଗାଡ଼ି ଚଲାଉଥିଲେ ପ୍ରଥମ…
ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ
ଇସ୍ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ ଭାରତକୁ ଅଟ୍ଟହାସ୍ୟ କରିଛି। ପାକିସ୍ତାନର ମନ୍ତ୍ରୀ ଫୟାଦ ଚୌଧୁରୀ ଟୁଇଟ୍ କରି କହିଛନ୍ତି,‘ଯେଉଁକାମ ଆସୁନାହିଁ…
ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା
ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍ ଭୁଶୁଡି ପଡ଼ିଛି। ଏହି ଦୁର୍ଘଟଣାରୁ ଛାତ୍ରୀମାନେ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଶନିବାର ସକାଳୁଆ ସ୍କୁଲ ଥିବାରୁ…
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ ଦେଇଛି ଭାରତୀୟ ସେନା। ଏପର୍ଯ୍ୟନ୍ତ ଏଥିରେ ମୃତାହତଙ୍କର କୌଣସି ସୂଚନା ମିଳିନାହିଁ। ସୂଚନାଯୋଗ୍ୟ, ଗତ…
ଆମିକସ୍ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ
ପୁରୀ ଅଫିସ୍.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ୍ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ସକାଳ ୭ଟା ୧୦ରେ ଉଭୟ ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ…
ଶପଥ ନେଲେ କେରଳ ରାଜ୍ୟପାଳ
ଥିରୁଭାନନ୍ଥପୁରମ୍, ୭ା୯(ପି.ଟି.) : କେରଳର ରାଜ୍ୟପାଳ ଭାବେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଆରିଫ୍ ମହମ୍ମଦ ଖାନ୍ ଶପଥ ଗ୍ରହଣ କରିଛନ୍ତି। ରାଜଭବନଠାରେ ନୂତନ ରାଜ୍ୟପାଳଙ୍କୁ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହୃଷୀକେଶ ରାୟ ପଦ ଓ ଗୋପନୀୟତାର ଶପଥ ପାଠ…
‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’
କଟକ ସଦର, ୭ା୯(ଡି.ଏନ୍.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ସେଥିପାଇଁ ସେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର ବୋଷ ବୋଲି ଶୁକ୍ରବାର ରାଜ୍ୟପାଳ…
ଜିମ୍ବାଓ୍ବେର ପୂର୍ବତନ ରାଷ୍ଟ୍ରପତି ମୁଗାବେଙ୍କ ପରଲୋକ
ହାରାରେ, ୭ା୯(ପି.ଟି.): ଜିମ୍ବାଓ୍ବେର ପୂର୍ବତନ ରାଷ୍ଟ୍ରପତି ରବର୍ଟ ମୁଗାବେ(୯୫)ଙ୍କ ପରଲୋକ ହୋଇଯାଇଛି। ଏନେଇ ଦେଶର ରାଷ୍ଟ୍ରପତି ଇମର୍ସନ୍ ନାଙ୍ଗଗ୍ବା ଶୁକ୍ରବାର ଘୋଷଣା କରିଛନ୍ତି। ୧୯୮୦ରୁ ୨୦୧୭ ମଧ୍ୟରେ ମୁଗାବେ ଜିମ୍ବାଓ୍ବେକୁ ଦୃଢ ନେତୃତ୍ୱ ଦେବାରେ ସକ୍ଷମ ହୋଇଥିଲେ। ଦେଶବାସୀଙ୍କୁ ମୁକ୍ତ ଓ…
ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ
ବ୍ରହ୍ମଗିରି,୭ା୯(ଡି.ଏନ୍.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ ଅସୁସ୍ଥ ହେବା ପରେ ଗୁରୁବାର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ପୋଲିଓ ଖାଇବାରୁ ଝିଅର…
ଅଯୋଧ୍ୟା ଶୁଣାଣିର ସିଧାପ୍ରସାରଣ ନେଇ ପିଟିଶନ: ନିଷ୍ପତ୍ତି ନେବେ ସିଜେଆଇଙ୍କ ଖଣ୍ଡପୀଠ
ନୂଆଦିଲ୍ଲୀ,୭ା୯,(ପି.ଟି./ଆଇଏଏନ୍ଏସ୍): ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମି-ବାବ୍ରି ମସ୍ଜିଦ୍ ବିବାଦ ମାମଲା ଦୈନନ୍ଦିନ ଶୁଣାଣିର ସିଧାପ୍ରସାରଣ ଓ ରେକର୍ଡିଂ ହେବ କି ନାହିଁ ତାହା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ନିଷ୍ପତ୍ତି ନେବେ। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ…
ଲୋକାଭିମୁଖୀ ହେବ ଶ୍ରୀଜଗନ୍ନାଥ ସଂସ୍କୃତି
ପୁରୀ ଅଫିସ, ୭ା୯: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥିଲାଗି ଶୁକ୍ରବାର ଶ୍ରୀନଅରରେ ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା ପ୍ରକାଶନ ଓ ପ୍ରସାର ଉପ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ମହାରାଜା ଦିବ୍ୟସିଂହ…
ଗଗନୟାନ ଲାଗି ପ୍ରସ୍ତୁତି ଜୋର୍ଦାର
ବେଙ୍ଗାଲୁରୁ, ୭ା୯(ପି.ଟି.) : ଚନ୍ଦ୍ରୟାନ-୨ ପରେ ଗଗନୟାନ ଲାଗି ଭାରତର ପ୍ରସ୍ତୁତି ଜୋର୍ ଧରିବାରେ ଲାଗିଛି। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ଭାରତୀୟ ମହାକାଶଚାରୀଙ୍କ ଚୟନ ଶେଷ ହୋଇଥିବା ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ମହାକାଶକୁ ପ୍ରଥମ ମଣିଷ ପଠାଯିବା ଲାଗି ଗଗନୟାନର…
Archives


