Home Left

ମାରିସା ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୬ା୯: ବାରିପଦା ସହରରେ ଦିନକୁ ଦିନ ଅଳିଆ ଆବର୍ଜନା ଜମିବାରେ ଲାଗିଛି । ସହରର ଗଳିକନ୍ଦିରେ କୁଢ କୁଢ ଆବର୍ଜନା ପଚିସଢି ପରିବେଶକୁ ଦୂଷିତ କରୁଛି। ମ୍ୟୁନିସିପାଲଟି ପକ୍ଷରୁ ଏସବୁକୁ ସଫା ସୁତୁରା କରାଯାଉ ନ ଥିବାରୁ ମଶା ମାଛିଙ୍କ…

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ ଏସ୍‌ଡ଼ିଓ ଓ ସୋର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ବାଲେଶ୍ୱର ଜିଲାପାଳ,…

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ ହରାଇ ରାସ୍ତା କଡ଼ ନୟନଯୋରିକୁ ଓଲଟି ପଡିଥିଲା। ଫଳରେ ଚାଳକ ରିକ୍ସା ତଳେ ଚାପି…

ଚନ୍ଦ୍ରୟାନ-୨ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିକ୍ରିୟା ରଖିଲେ ଇସ୍ରୋ ଅଧ୍ୟକ୍ଷ

ନୂଆଦିଲ୍ଲୀ,୬।୯: ଭାରତ ପାଇଁ ମହାକାଶ କ୍ଷେତ୍ରରେ ଶୁକ୍ରବାର ବିଳମ୍ବିତ ରାତି ଏକ ଐତିହାସିକ ଦିନ ପାଲଟିବାକୁ ଯାଉଛି। ରାତି ୧ଟା ୩୦ରୁ ୨ଟା ୩୦ ମଧ୍ୟରେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୨ ଲ୍ୟାଣ୍ଡିଂ କରିବ। ସମଗ୍ର ଦେଶକୁ ଏହି ମୁହୂର୍ତ୍ତର ଅପେକ୍ଷା ରହିଛି। ଏହା…

‘ଡଟର ଅଫ ଦ ନେଶନ’ ସମ୍ମାନରେ ସମ୍ମାନିତ ହେବେ ସୁର ସାମ୍ରାଜ୍ଞୀ

ନୂଆଦିଲ୍ଲୀ,୬।୯ : ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ତାଙ୍କ ସଙ୍ଗୀତର ଚର୍ଚ୍ଚା ସାରା ବିଶ୍ୱରେ ରହିଛି। ଲତାଙ୍କ ସଙ୍ଗୀତରେ ଦେଶକୁ ଗର୍ବ ଅନୁଭବ ହୋଇଥାଏ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଭାରତ ସରକାର ଏକ…

ଚନ୍ଦ୍ରଯାନ-୨କୁ ନେଇ ପ୍ରତିକ୍ରିୟା ରଖିଲେ ମମତା

କୋଲକାତା,୬।୯: ଭାରତ ଚନ୍ଦ୍ରପୃଷ୍ଠରେ ଏକ ନୂଆ ମାଇଲଖୁଣ୍ଟ ତିଆରି କରିବାକୁ ଯାଉଛି। ୪୮ ଦିନର ଯାତ୍ରା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଇତିହାସ ରଚିବ। ଏହି ମିଶନର ସଫଳତାକୁ ନେଇ ସାରା ଦେଶ…

କେଜରିଓ୍ବାଲଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ କେଜରିଓ୍ବାଲ ସରକାରଙ୍କ ପ୍ରସ୍ତାବ ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କାହିଁକି ମହିଳାଙ୍କୁ ମାଗଣାରେ ମେଟ୍ରୋ ସେବା ଦେବାକୁ ଚାହୁଁଛନ୍ତି। ସରକାର ଲୋକଙ୍କ ଟ୍ୟାକ୍ସ…

ରାଜ୍ୟ ଆସୋସିଏଶନ ନିର୍ବାଚନ ପାଇଁ ତାରିଖ ଘୁଞ୍ଚାଇଲା ବିସିସିଆଇ

ମୁମ୍ବାଇ,୬।୯(ପିଟି)- ସୁପ୍ରିମକୋର୍ଟଙ୍କ ଦ୍ୱାରା ବିସିସିଆଇ ପରିଚାଳନା ପାଇଁ ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଶୁକ୍ରବାର ରାଜ୍ୟ ଶାଖାଗୁଡ଼ିକର ନିର୍ବାଚନ ଶେଷ କରିବାର ଅନ୍ତିମ ତାରିଖକୁ ଦୁଇ ସପ୍ତାହ ଘୁଞ୍ଚାଇ ଦେଇଛି। ଫଳରେ ରାଜ୍ୟ ଆସୋସିଏଶନଗୁଡ଼ିକୁ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ପାଇଁ…

ପରଦାରେ ‘ଛିଛୋରେ’: ପସନ୍ଦ ଆସୁଛି ସୁଶାନ୍ତ-ଶ୍ରଦ୍ଧାଙ୍କ କଲେଜ ଦିନର କାହାଣୀ

ମୁମ୍ବାଇ: ପରଦାରେ ସୁଶାନ୍ତ ସିଂ ରାଜପୁତ ଏବଂ ଶ୍ରଦ୍ଧା କପୁର ଅଭିନୀତ ଫିଲ୍ମ ‘ଛିଛୋରେ’। ଆମିର ଖାନ୍‌ଙ୍କ ‘ଥ୍ରି ଇଡିଅଟ୍‌ସ’ ଭଳି ଏଥିରେ ରହିଛି କଲେଜ ଦିନର ଛାପ। ନୀତେଶ ତିଓ୍ବାରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ବେଶ ପସନ୍ଦ…

‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’: କରନ୍‌ଙ୍କ ପ୍ରଶଂସାରେ ଶତମୁଖ ବଲିଉଡ କଳାକାର

ମୁମ୍ବାଇ: ‘ପଲ ପଲ୍‌ ଦିଲ୍‌ କେ ପାସ’ ଫିଲ୍ମ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସନି ଦେଓଲଙ୍କ ପୁଅ କରନ୍‌। ଏଥିରେ ତାଙ୍କ ବିପକ୍ଷରେ ରହିଛନ୍ତି ସହର ବାମ୍ବା। ଗୁରୁବାର ଏହାର ଟ୍ରେଲର ରିଲିଜ ହୋଇଛି। ବିଶେଷକରି ହିମାଚଳ ପ୍ରଦେଶ…

ଜେଲ୍‌ରେ ଚିଦାମ୍ବରମଙ୍କୁ ଭେଟିବା ପାଇଁ କଂଗ୍ରେସ ନେତାଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୬।୯: କଂଗ୍ରେସ ନେତାଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରଙ୍କୁ ଭେଟିବାକୁ ତିହାର ଜେଲ୍‌ ଯାଇଥିଲେ। ହେଲେ ସେଠାରେ ସେମାନେ ଚିଦାମ୍ବରମଙ୍କୁ ଭେଟିପାରି ନ ଥିଲେ। କାରଣ ଭେଟିବା ପାଇଁ ନିର୍ଦ୍ଧାରିତ ଥିବା ସମୟ ସୀମା ଶେଷ ହୋଇଯାଇଥିଲା, ତେଣୁ…

ଫ୍ରେଞ୍ଚ କଟ୍‌ ଦାଢ଼ି ପାଇଁ ଟ୍ରୋଲ ହେଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଅରୋରାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅର୍ଜୁନ କପୁର। ତେବେ ଅନେକେ ତାଙ୍କ ଯୋଡ଼ିକୁ ପସନ୍ଦ କରୁଥିବା ବେଳେ କେହି କେହି ତାଙ୍କୁ ଟ୍ରୋଲ ମଧ୍ୟ କରୁଛନ୍ତି। ଏସବୁରେ ଶୁକ୍ରବାର ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri