ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ସମାଧାନ ନ ହେବାରୁ ଫେରିଗଲେ ବିଇଓ
ଭୋଗରାଇ,୬।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ଅଦ୍ୟାବଧି ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତିl ଖବରପାଇ…
ସେନଗାର ମୋତେ ମାରିଦେବାକୁ ଚାହୁଁଥିଲେ:ଉନ୍ନାଓ ପୀଡ଼ିତା
ନୂଆଦିଲ୍ଲୀ, ୬।୯:ଉନ୍ନାଓ ବଳାତ୍କାର ପୀଡ଼ିତା ସଡ଼କ ଦୁର୍ଘଟଣା ପାଇଁ ବିଧାୟକ କୁଲଦୀପ ସିଂହ ସେନଗାରଙ୍କୁ ଦାୟୀ କରିଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଶୁକ୍ରବାର ସିବିଆଇକୁ ଦେଇଥିବା ଏକ ବୟାନରେ ସେ କହିଛନ୍ତି, ଦୁର୍ଘଟଣା ପୂର୍ବରୁ…
ଛେଣ୍ଡିପଦା ଡାକ୍ତରଖାନାରେ ବିରଳ ଶିଶୁ ଜନ୍ମ, ଦେଶରେ ତୃତୀୟ ଘଟଣା
ଛେଣ୍ଡିପଦା, ୬।୯(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଡାକ୍ତରଖାନାରେ ଶୁକ୍ରବାର ଏକ ବିରଳ ଶିଶୁ ଜନ୍ମ ହୋଇଛି। ଡାକ୍ତରଖାନ ସୂତ୍ରରୁ ପ୍ରକାଶ ଯେ, ଦେବଗଡ଼ ଜିଲା ରିଆମାଳ ବ୍ଲକ ତାବଡା ଅଞ୍ଚଳର ଜୈନେକା ମହିଳା ଛେଣ୍ଡିପଦା ଡାକ୍ତରଖାନାକୁ ପ୍ରସୂତି ନିମନ୍ତେ ଆସିଥିଲେ। ମାତ୍ର…
ପାକିସ୍ତାନର ଏମିତି ସହର : ଯେଉଁଠି ହିନ୍ଦୁ ରଖିଥାନ୍ତି ରୋଜା, ମୁସ୍ଲିମ୍ ପାଳନ୍ତି ଦୀପାବଳି
ଭାରତ-ପାକିସ୍ତାନର ତିକ୍ତ ସମ୍ପର୍କ କାହାକୁ ଅଛପା ନାହିଁ। ସାରା ବିଶ୍ୱ ଜାଣିଛି ପାକିସ୍ତାନରେ ରହୁଥିବା ଭାରତୀୟଙ୍କ ଅବସ୍ଥା କେବେ ଠିକ୍ ନୁହେଁ, ବିଶେଷକରି ହିନ୍ଦୁମାନଙ୍କର। ମାତ୍ର ପାକିସ୍ତାନରେ ଏମିତି ଏକ ସହର ରହିଛି, ଯେଉଁଠି ମୁସ୍ଲିମ୍ଙ୍କଠାରୁ ହିନ୍ଦୁ ସ୍ବାଧୀନ। ପାକିସ୍ତାନର ଲାହୋରଠାରୁ…
ଗିରଫ ହେବେ ମଦ୍ୟପ ଚାଳକ, ସର୍କୁଲାର ଜାରି କଲେ ଡିଜିପି
ଭୁବନେଶ୍ୱର,୬।୯(ବ୍ୟୁରୋ): ଗିରଫ ହେବେ ମଦ୍ୟପ ଚାଳକ। ରାଜ୍ୟର ସମସ୍ତ ୧୪ଟି ଟୋଲଗେଟ୍ରେ ମଦ୍ୟପ ଡ୍ରାଇଭରଙ୍କୁ ଯାଞ୍ଚ କରାଯିବ। ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଗିରଫ କରାଯିବ। ଏନେଇ ପୋଲିସ ଡିଜିପି ବିଜୟ କୁମାର ଶର୍ମା ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…
ଟ୍ରେନରେ ଲାଗିଲା ନିଆଁ
ନୂଆଦିଲ୍ଲୀ,୬।୯: ଦିଲ୍ଲୀ ରେଳ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ଟ୍ରେନରେ ଲାଗିଯାଇଛି ନିଆଁ। ପ୍ଲାଟଫର୍ମ ନଂ ୮ରେ ଥିବା ଚଣ୍ଡିଗଡ କୋଚବଲି ଏକ୍ସପ୍ରେସର ଏକ ବଗିରେ ହଠାତ୍ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଦମକଳବାହିନୀର ୪ଟି ଗାଡି ପହଞ୍ଚି…
ବଢୁଛି ଋଷିକୁଲ୍ୟାର ଜଳସ୍ତର: ଆତଙ୍କିତ ଅବସ୍ଥାରେ ୩ ପଞ୍ଚାୟତବାସୀ
ଶେରଗଡ଼,୬।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ତିନି ପଞ୍ଚାୟତ ପିତ୍ତଳ, ତହଁର, ବ୍ରାହ୍ମଣ ଦେଇ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି। ଏବେ ନଦୀର ଜଳସ୍ତର ବଢିବାରେ ଲାଗିଛି। ବ୍ରାହ୍ମଣଛାଇକୁ ସଂଯୋଗ କରୁଥିବା ଏକ ପୋଲର ତଳ ଭାଗକୁ ଲାଗି ଜଳ ପ୍ରବାହିତ…
ପାକିସ୍ତାନକୁ ଉପରାଷ୍ଟ୍ରପତିଙ୍କ କଡା ବାର୍ତ୍ତା: ଭାରତ ଆକ୍ରମଣ କରେନି, କିନ୍ତୁ ନିଜ ସାର୍ବଭୌମତ୍ୱ ସହ ବୁଝାମଣା କରିବ ନାହିଁ
ନୂଆଦିଲ୍ଲୀ,୬।୯:ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଭାରତ ସହ ଯୁଦ୍ଧ କରିବାକୁ ଧମକ ଦେଉଛି। ପାକିସ୍ତାନର ଏଭଳି ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ଦେଇଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ଯିଏ ଯେତେ ଉସୁକାଇଲେ ମଧ୍ୟ ଭାରତ ଆଜି…
ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ: ଜିଲାପାଳଙ୍କ ଅଚାନକ ପରିଦର୍ଶନ
କୋରୁକୋଣ୍ଡା,୬।୯(ଡି.ଏନ୍.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର ଯୋଜନାରେ ସ୍ବାଦିଷ୍ଟ ଖାଦ୍ୟ ଦିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ୪ ବର୍ଷ ଧରି ଏକ ସ୍ବୟଂ ସହାୟକ ଗୋଷ୍ଠୀ ଏହି କେନ୍ଦ୍ରକୁ ଚଳାଇ ଆସୁଥିବା…
ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ସପ୍ତାହକରେ ‘ସାହୋ’ କରିଛି ୧୧୫ କୋଟି ବ୍ୟବସାୟ
ନିର୍ଦ୍ଦେଶକ ସୁଜିତ୍ ରେଡ୍ଡୀଙ୍କ ଫିଲ୍ମ ‘ସାହୋ’ ରିଲିଜ୍ ହେବାର ଗୋଟିଏ ସପ୍ତାହ ପୂରିଛି। ଫିଲ୍ମଟି ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ବେଶ୍ ଭଲ ବ୍ୟବସାୟ କରିଛି। ସପ୍ତାହକ ମଧ୍ୟରେ କେବଳ ହିନ୍ଦୀ ଭାଷାରେ ୧୧୫.୭୮ କୋଟି ବ୍ୟବସାୟ କରିଛି।…
ଶେହଲା ରଶିଦଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ
ଶ୍ରୀନଗର,୬।୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ର ପୂର୍ବତନ ଛାତ୍ରୀ ତଥା ଜମ୍ମୁ-କଶ୍ମୀରର ରାଜନେତା ଶେହଲା ରଶିଦଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଛି। ସେନା ବିରୋଧ ଅପପ୍ରଚାର କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ସୂଚନାଯୋଗ୍ୟ,ଅଗଷ୍ଟ ୧୮ ଶେହଲା ଟୁଇଟ କରି କହିଥିଲେ,ଭାରତୀୟ…
ପୁଣି ଯୁଦ୍ଧ ଧମକ ଦେଲା ପାକିସ୍ତାନ
ଇସାଲାମାବାଦ,୬।୯:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ପୁଣି ଭାରତକୁ ଯୁଦ୍ଧ ଧମକ ଦେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କିଛି ଦିନ ତଳେ ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଇଥିବାବେଳେ ଦେଶର ସେନା ମୁଖ୍ୟ କମର ଜାଭେଦ୍ ବାଜଓ୍ବା ଭାରତ ସହ…
Archives


