Home Left

ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ହେଲେ ଦୟା ଶଙ୍କର ଦ୍ୱିବେଦୀ

ଦେବଗଡ,୧୮।୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ ପାଲଲହଡ଼ା କମିଟିର ଦେବଗଡ ଜୋନ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦେବଗଡ଼ ସହରର ଯୁବ ନେତା ଦୟା ଶଙ୍କର ଦ୍ୱିବେଦୀଙ୍କୁ ମନୋନୀତ କରିଥିବା ଜଣାପଡ଼ିଛି। କମିଟିର ସଂପାଦକ ତଥା…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା ଓରଫ ଶିବୁନା (୨୪)ଙ୍କ ମୃତଦେହ ମିଳିଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମୃତ୍ୟୁର କାରଣ…

ହସ୍ପିଟାଲରୁ ଘରକୁ ଫେରିଲେ ମାର୍ଟିନ: ପ୍ରଶସଂକଙ୍କୁ କହିଲେ…

ମେଲବୋର୍ନ,୧୭।୧: ପୂର୍ବତନ ଅଷ୍ଟ୍ରେଲିଆନ ବ୍ୟାଟର ଡାମିଏନ ମାର୍ଟିନ ଶନିବାର ହସ୍ପିଟାଲରୁ ଘରକୁ ଫେରିଛନ୍ତି। ଗତ ଡିସେମ୍ବର ୨୭ ତାରିଖରେ ମେନିଙ୍ଗିଟିସ ଆଟାକ କାରଣରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏପରି କି ସେ କୋମାକୁ ଚାଲି ଯାଇଥିଲେ। ସୁସ୍ଥ ହୋଇ ଘରକୁ…

ରାଜକୋଟ୍‌ ନାବାଳିକା ବଳାତ୍କାର ମାମଲା: ଅପରାଧୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ରାଜକୋଟ୍‌,୧୭ା୧: ୭ ବର୍ଷର ବାଳିକାଙ୍କୁ ବଳାତ୍କାର କରିବା ସହ ଲୁହା ରଡ୍‌ରେ ଯୌନ ନିର୍ଯାତନା ଦେବା ମାମଲାରେ ଗୁଜରାଟ ରାଜକୋଟ୍‌ର ଏକ ଅଦାଲତ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଅପରାଧର ୪୪ ଦିନ ମଧ୍ୟରେ ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ମଧ୍ୟପ୍ରଦେଶ…

U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ ଦେଶକୁ ପରାସ୍ତ କରି ଭାରତ ଏହାର ଦ୍ୱିତୀୟ ବିଜୟ ହାସଲ କରିଛି। ଶେଷ ମୁହୂର୍ତ୍ତରେ…

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ ୨୦ ତାରିଖ ପର୍ଯ୍ୟନ୍ତ ମେଳା ଚାଲିବ ବୋଲି ସୂଚନା ମିଳିଛି। ଲୋକସମାଗମକୁ ଦୃଷ୍ଟିରେ ରଖି…

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଛି। ଏକ କାର -ଅଟୋ ମୁହାଁମୁହିଁ ଧକ୍କା ହେବାରୁ ଉଭୟ ଗାଡି…

ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ ଦେଖୁଥିବା ଅଭିଯୋଗରେ ଛତିଶଗଡ଼ ସରକାର ଗରିଆବନ୍ଧ ଜିଲା ମୈନପୁରର ଉପ-ଜିଲାପାଳ ତୁଳସୀଦାସ ମାର୍କାମଙ୍କୁ ନିଲମ୍ବିତ…

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଶୁକ୍ରବାର ଜି.ଉଦୟଗିରିରେ ତାପମାତ୍ରା ୨.୬ ଡିଗ୍ରୀ ସେଲସିୟସ…

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଜିଲା ନ୍ୟାଶନାଲ ପାର୍କ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ଖବର ପାଇ ସିଆରପିଏଫ୍‌,…

ନିଶା ଠାରୁ ଦୂରେଇ ଭବିଷ୍ୟତ ଚିନ୍ତା କରିବାକୁ  ଛାତ୍ରୀଛାତ୍ରଙ୍କ ଏମିତି ପ୍ରୟାସ 

ଭଞ୍ଜନଗର,୧୭।୧(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡାଙ୍କ ନିର୍ଦ୍ଧେଶକ୍ରମେ ଏବଂ କେଏସୟୁବି କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ତତ୍ତ୍ୱାବଧାନରେ କେଏସ୍‌ୟୁବି କଲେଜରେ ଜାତୀୟ ସେବା ଯୋଜନା ଶୀତ କାଳୀନ ଅଧିବେଶନ…

SBI ର ବଡ଼ ଘୋଷଣା, ATM ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୭।୧: ଦେଶର ସର୍ୱବୃହତ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ତା’ର ଗ୍ରାହକ କାରବାର ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ପ୍ରଥମେ, ATM କାରବାର ଶୁଳ୍କ ବୃଦ୍ଧି କରାଯାଇଥିଲା, ଏବଂ ଏବେ ବ୍ୟାଙ୍କ IMPS (ତତ୍କାଳ ଟଙ୍କା ସ୍ଥାନାନ୍ତର) ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?