ଠିକ୍ ସମୟରେ ଉଚିତ ଜବାବ ଦେବି: ଫଡନବିସ୍
ମୁମ୍ବାଇ,୨୭।୧୧: ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାର ୩ ଦିନ ୮ ଘଣ୍ଟା ପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଇସ୍ତଫା ଦେବା ପରେ ସେ ନିଜ ମନର କଥା କହିଛନ୍ତି। ଅଜିତ ପାଓ୍ବାରଙ୍କ ସହ ମିଶି ସରକାର…
କାର ସହ ୬୧କେଜି ଗଞ୍ଜେଇ ଜବତ: ୩ ଗିରଫ
ଖୋର୍ଦ୍ଧା ଅଫିସ,୨୭।୧୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ କୋଲକାତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥରୁ ଏକ ନୂଆ କାର ସହ ୬୧ କେଜି ଗଞ୍ଜେଇ ଅବକାରୀ ବିଭାଗ ଜବତ କରଛି। ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱର ସ୍ପେଶାଲ ସ୍କ୍ବାଡ ଓ ଖୋର୍ଦ୍ଧା ଅବକାରୀ…
ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଆସିଲା ନୂଆ ମେମ୍ବର
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କ ଚୋପ୍ରା ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। ନିକ୍ ଜୋନାସ୍ଙ୍କୁ ବିବାହ ପରେ ଉଭୟ ପ୍ରଥମ ବିବାହ ବାର୍ଷୀକି ପାଳନ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ପ୍ରିୟଙ୍କାଙ୍କ ଘରକୁ ଏକ ନୂଆ ମେମ୍ବର ଆସିଛି। ଯାହା ସହ ସେ…
ଏହି ରେଷ୍ଟୁରାଣ୍ଟରେ ୮ ଜଣ ଡିନର କରି ଭରିଲେ ୪୪ ଲକ୍ଷ ଟଙ୍କାର ବିଲ୍
ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ରେଷ୍ଟୁରାଣ୍ଟ ଚର୍ଚ୍ଚାରେ ରହୁଛି। କେଉଁଠି ଚା’ କପ୍ର ଦାମ୍ ଆକାଶଛୁଆଁ ତ ଆଉ କେଉଁଠି ଦୁଇଟି କଦଳୀର ଦାମ୍ ୧ ହଜାର ଟଙ୍କା। କିନ୍ତୁ ଆଜି ଏମିତି ଏକ ରେଷ୍ଟୁରାଣ୍ଟର ମିଲ୍ର ଦାମ୍ ବିଷୟରେ କହିବୁ,…
ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ
ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ ପୀଡିତ ହୋଇ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବାଲାଙ୍କ ପରଲୋକରେ ତାମିଲ ଫିଲ୍ମ…
ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍ ଖୋଲିଲେ ଧୋନୀ
ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ ଫେରିବେ, ତାହା ବଡ ପ୍ରଶ୍ନ ହୋଇ ରହିଛି। କିନ୍ତୁ ଅବସରକୁ ନେଇ ଚିନ୍ତିତ…
ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର
ମହାକାଳପଡ଼ା,୨୭।୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ ସାହୁଙ୍କ ପୁଅ ପ୍ରଶାନ୍ତ (୨୨)। ସୂଚନାନୁଯାୟୀ, ପ୍ରଶାନ୍ତ ଓ ତାଙ୍କ ସାଙ୍ଗ ଉକ୍ତ…
ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ
ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ କନକଲତା ରୋହିଦାସ(୩୫)। ଖବର ପାଇ ଝାରସୁଗୁଡା ଏସ୍ଡିପିଓ…
ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଠିକା କର୍ମଚାରୀଙ୍କ ଧାରଣା: ପୁରୀ ମେଡିକାଲରେ ଅଚଳାବସ୍ଥା ଜାରି
ପୁରୀ ଅଫିସ,୨୭।୧୧: ୮ ମାସର ବକେୟା ଦରମା ପ୍ରଦାନ ଦାବିରେ ମେଡିକାଲ ଠିକା କର୍ମଚାରୀ ସଂଘ ପକ୍ଷରୁ ବୁଧବାର ମେଡିକାଲ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣା ଦିଆଯାଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ…
ଏନ୍ସିପିରେ ଥିଲି ଏବେ ବି ରହିଛି: ଅଜିତ୍ ପାଓ୍ବାର
ମୁମ୍ବାଇ,୨୭।୧୧: ଏନ୍ସିପିରେ ଥିଲି ଏବେ ବି ଦଳରେ ରହିଛି ବୋଲି ଘରବାହୁଡ଼ି ଥିବା ନେତା ଅଜିତ୍ ପାଓ୍ବାର ବୁଧବାର କହିଛନ୍ତି। ମହାରାଷ୍ଟ୍ର ବିଧାନ ଭବନରେ ସେ ବିଧାୟକ ଭାବେ ଶପଥ ପାଠ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ଏକ ପ୍ରଶ୍ନର ଉତ୍ତରରେ…
ଜେଲରେ ପି. ଚିଦାମ୍ବରମ୍ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା
ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କ ଭଦ୍ରା। ଉଭୟ ଚିଦାମ୍ବରମଙ୍କୁ ଭେଟି ତାଙ୍କ…
ପ୍ରେମିକା ଧୋକା ଦେବାରୁ ଆତଙ୍କବାଦୀ ହେଲେ ଯୁବକ
ଗୁଆହାଟି,୨୭।୧୧: ଆସାମର ଗୋଲପାଡାରେ ୩ ସଂଦିଗ୍ଧ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏମାନେ ଆସାମ ଏବଂ ଦିଲ୍ଲୀରେ ଆକ୍ରମଣର ଯୋଜନା କରୁଥିଲେ ବୋଲି ପୋଲିସ କହିଛି। ତେବେ ଏହି ୩ ଆତଙ୍କବାଦୀଙ୍କ ମଧ୍ୟରେ ୨୪ ବର୍ଷୀୟ ଲୁଇତ୍ ଜମିଲ ଲୁଇନ୍ ଅଛନ୍ତି।…

