୩ ଗ୍ରାମରେ ବିଦ୍ୟୁତ୍ ସମସ୍ୟା: ସେସୁ କାର୍ଯ୍ୟାଳୟ ଘେରିଲେ ଆଦିବାସୀ ଲୋକେ
ନୂଆଗାଁ,୫ା୯ (ଡି.ଏନ.ଏ.): ବିଦ୍ୟୁତ୍ ସମସ୍ୟା ନେଇ ବୁଧବାର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସାନଜିରି, ବଡଜିରି ଓ ତାକୁଡା ଗ୍ରାମର ୫୦ରୁ ଉର୍ଦ୍ଧ୍ୱ ଆଦିବାସୀ ନୂଆଗାଁ ସେସୁ କାର୍ଯ୍ୟାଳୟ ଘେରାଉ କରିଥିଲେ । ପ୍ରକାଶ ଯେ, ଦୀର୍ଘବର୍ଷ ପରେ…
୧୪ ଦଫା ଦାବିରେ ଆଶାକର୍ମୀଙ୍କ ବିକ୍ଷୋଭ
ନୟାଗଡ଼ ଅଫିସ,୫ା୯- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ଓ କର୍ମଚାରୀ ମାରଣନୀତିର ପ୍ରତିବାଦ ଏବଂ ଆଶାକର୍ମୀମାନଙ୍କ ବିଭିନ୍ନ ଦାବି ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ବୁଧବାର ଆଶାକର୍ମୀମାନେ ବିକ୍ଷୋଭ କରିଥିଲେ। ଓଡ଼ିଶା ଆଶାକର୍ମୀ ଆସୋସିଏଶନ ସିଟୁ ନୟାଗଡ଼ ଜିଲା କମିଟି…
ବିନା କାରଣରେ ୪ ଦିନ ବନ୍ଦ ରହିଲା ଇଫ୍କୋର ସାର ପରିବହନ
ପାରାଦୀପ,୫ା୯(ସ୍ବ.ପ୍ର.): ରାଜନୈତିକ ସ୍ବାର୍ଥ ପାଇଁ କିପରି ଚାଷୀ, ଶିଳ୍ପସଂସ୍ଥା ଓ ପ୍ରଶାସନ ବଳିପଡ଼ନ୍ତି ତାର ଦୃଷ୍ଟାନ୍ତ ପାରାଦୀପରେ ଦେଖିବାକୁ ମିଳିଛି। କୌଣସି କାରଣ ନ ଥାଇ ୪ ଦିନ ଇଫ୍କୋ କମ୍ପାନୀର ଉତ୍ପାଦିତ ସାର ପରିବହନ ବନ୍ଦ ରହିଲା। ଫଳରେ ଚାଷୀଙ୍କ…
ବାଟ ହୁଡୁଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା
ଚନ୍ଦ୍ରଗିରି,୫ା୯(ଡି.ଏନ.ଏ.)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସେଥି ମଧ୍ୟରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ୟତମ। ହେଲେ ବିଭିନ୍ନ ସ୍ଥାନରେ ରାସ୍ତା କାମ ହାତକୁ ନେଇଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ…
ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲର ୭ମାସ ପରେ କଟିଯାଇଥିଲା ନା: ୩ ବର୍ଷ ପରେ ମିଳିବ ଚାଉଳ
ଜଗତ୍ସିଂହପୁର ଅଫିସ, ୫ା୯: କୌଣସି ବ୍ୟକ୍ତି ଯେପରି ଖାଦ୍ୟ ବିନା ମୃତ୍ୟୁ ମୁଖରେ ନ ପଡନ୍ତି ସେନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଏହି ଅନୁଯାୟୀ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ହେଉଛି।…
ବିଏସ୍ଏନ୍ଏଲ୍ର ଖର୍ଚ୍ଚକାଟ ଯୋଜନା; ୮୦ ହଜାର କର୍ମଚାରୀଙ୍କୁ ଦିଆଯିବ ଭିଆର୍ଏସ୍
ନୂଆଦିଲ୍ଲୀ,୫ା୯: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ଟେଲିକମ୍ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ)ନିଜର ଜମି ଭଡା ଦେଇ ଅର୍ଥ ଆୟ ବଢ଼ାଇବାକୁ ପ୍ରୟାସ କରୁଛି। ଅପରପକ୍ଷରେ ଖର୍ଚ୍ଚ କାଟ ଜରିଆରେ କ୍ଷତିକୁ ଯଥାସମ୍ଭବ କମାଇବା ଲାଗି ଏହା କର୍ମଚାରୀ ସଂଖ୍ୟା ହ୍ରାସ…
ଦୁଲୀପ୍ ଟ୍ରଫି ଫାଇନାଲ: ଇଣ୍ଡିଆ ଗ୍ରୀନର ବ୍ୟାଟିଂ ବିପର୍ଯ୍ୟୟ
ବେଙ୍ଗାଲୁରୁ, ୫।୯ (ପି.ଟି.)- ଘରୋଇ କ୍ରିକେଟ୍ର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ଦୁଲୀପ୍ ଟ୍ରଫିର ଫାଇନାଲ ମ୍ୟାଚ୍ ଇଣ୍ଡିଆ ଗ୍ରୀନ୍ ଓ ଇଣ୍ଡିଆ ରେଡ୍ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆରମ୍ଭ ହୋଇଛି। ପିଙ୍କ୍ ବଲ୍ରେ ଖେଳାଯାଉଥିବା ଏହି ପାଞ୍ଚଦିବସୀୟ…
ନାମ ଲେଖା ପାଇଁ ଲଟେରି
ଆନନ୍ଦପୁର, ୫।୯(ସ୍ବ.ପ୍ର.)- ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କ ଆବେଦନ ଫର୍ମର ଲଟେରି ଉଠାଣ ଆରମ୍ଭ ହୋଇଛି। ଏହି ଲଟେରି ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଚାଲିବ। ବୁଧବାର ତୃତୀୟରୁ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମଲେଖା ପାଇଁ…
୨ ଦିନ ବନ୍ଦ ରହିବ ମାରୁତି ସୁଜୁକି ପ୍ଲାଣ୍ଟ; ମାନ୍ଦାବସ୍ଥା ଯୋଗୁ ୨୦୧୨ ପରେ ପ୍ରଥମ
ନୂଆଦିଲ୍ଲୀ,୫ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବରୁ ଦେଶର ସର୍ବବୃହତ କାର୍ ନିର୍ମାତା ମାରୁତି ସୁଜୁକି ୨ଦିନ ୭ ଓ ୯ ତାରିଖରେ ହରିୟାଣାସ୍ଥିତ ଗୁଡ଼ଗାଓ ଏବଂ ମାନେସର ପ୍ଲାଣ୍ଟକୁ ବନ୍ଦ ରଖିବ। ଏହି ଦୁଇ ଦିନକୁ କମ୍ପାନୀ ‘ନୋ ପ୍ରଡକ୍ସନ…
ରୁପା ଦର ୫୦ ହଜାର ଟପିଲା
ନୂଆଦିଲ୍ଲୀ,୫ା୯: ବିଶ୍ୱ ବଜାରରେ ସୁନା ଦର ମଙ୍ଗଳବାର ବୃଦ୍ଧି ପାଇଥିବା ବେଳେ ବୁଧବାର ସ୍ଥାନୀୟ ବଜାରରେ କ୍ରମାଗତ ଦ୍ୱିତୀୟ ଦିନ ଅର୍ଥାତ ବୁଧବାର ଏହା ୧୨୨ ଟଙ୍କା ବୃଦ୍ଧି ପାଇ ୩୯,୨୪୮ ଟଙ୍କା ପ୍ରତି ୧୦ ଗ୍ରାମରେ କାରବାର ବନ୍ଦ ହୋଇଛି।…
ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର
ଖୁଣ୍ଟା,୫ା୯(ଡି.ଏନ୍.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦ ମସିହାରେ ଏହି ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲା ଯାଇଥିଲା। ଦୀର୍ଘବର୍ଷ ଅସ୍ଥାୟୀ ଆୟୋଜନରେ ପ୍ରାକ୍…
ଏଫଆଇଏଚ୍ ପ୍ରୋ ଲିଗ୍: ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ
ନୂଆଦିଲ୍ଲୀ, ୫।୯(ପି.ଟି.)- ଏଫଆଇଏଚ୍ ପ୍ରୋ ଲିଗ୍ରେ ଭାରତୀୟ ପୁରୁଷ ହକି ଦଳ ଆସନ୍ତାବର୍ଷ ଜାନୁୟାରୀ୧୮ରେ ଏହାର ପ୍ରଥମ ମ୍ୟାଚ ଘରୋଇ ପରିବେଶରେ ଖେଳିବ। ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେବ ନେଦରଲାଣ୍ଡ୍ସ। ଏଫଆଇଏଚ୍ ପ୍ରୋ ଲିଗ୍ ସିଜନ-୨ ପାଇଁ ବୁଧବାର ଘୋଷିତ କାର୍ଯ୍ୟସୂଚୀ…
Archives


