Home Left

ସେବା କ୍ଷେତ୍ରକୁ ମାନ୍ଦାବସ୍ଥା ମାଡ; ପିଏମ୍‌ଆଇ ୫୨.୪ ପଏଣ୍ଟକୁ ହ୍ରାସ

ନୂଆଦିଲ୍ଲୀ,୫।୯: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବ ଗୋଟିଏ ପରେ ଗୋଟିଏ ସେକ୍ଟରକୁ ମାଡି ଚାଲିଛି। ସର୍ଭିସ ସେକ୍ଟର ବା ସେବା କ୍ଷେତ୍ର ସେଥିରୁ ବାଦ ପଡ଼ିନି। ଏକ ମାସିକ ସର୍ଭେ ଅନୁଯାୟୀ ଦେଶରେ ନୂଆ କାରବାର ବୃଦ୍ଧି ହାର, ନିଯୁକ୍ତି…

୭୩% ହ୍ରାସ ପାଇଛି ସୁନା ଆମଦାନୀ

ନୂଆଦିଲ୍ଲୀ,୫ା୯: ଭାରତର ସୁନା ଆମଦାନୀ ୭୩% ହ୍ରାସ ପାଇଛି। ସୁନା ଦର ରେକର୍ଡ ସ୍ତରରେ ପହଞ୍ଚତ୍ୟିବାରୁ ଲୋକେ ଏହାକୁ କିଣିବାରୁ ଦୂରେଇ ରହୁଛନ୍ତି। ଗତ ୩ ବର୍ଷ ଭିତରେ ସୁନା ଆମଦାନୀ ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଅଗଷ୍ଟରେ ଦେଶରେ ମାତ୍ର ୩୦…

ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ: ବର୍ଷା ଯୋଗୁ ରିଜର୍ଭ ଡେ’କୁ ଖେଳ ଘୁଞ୍ଚିଲା

ଥିରୁଭାନନ୍ତପୁରମ,୫।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଭାରତ ଏ’ ଓ ଦକ୍ଷିଣ ଆଫ୍ରିକା ଏ’ ମଧ୍ୟରେ ଖେଳା ଯାଇଥିବା ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଫଳରେ ଖେଳ ରିଜର୍ଭ ଡେ ଅର୍ଥାତ ଗୁରବାରକୁ…

ୟୁଟ୍ୟୁବ୍‌ରେ ପିଲାଙ୍କ ତଥ୍ୟ ରଖିବା ଅଭିଯୋଗ; ଗୁଗଲକୁ ୧୭୦ ମିଲିୟନ ଡଲାର ଜରିମାନା

ନୂଆଦିଲ୍ଲୀ,୫ା୯: ବିଶ୍ୱର ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ଗୁଗଲକୁ ୧୭୦ ମିଲିୟନ ଡଲାର ଜରିମାନା ଦେବା ଲାଗି ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି) ନିର୍ଦ୍ଦେଶ ଦେଇଛନ୍ତି। ଗୁଗଲର ସହଯୋଗୀ ଭିଡ଼ିଓ ସେୟାରିଂ କମ୍ପାନୀ ୟୁଟ୍ୟୁବ୍‌ ବେଆଇନ ଭାବେ ପିଲାମାନଙ୍କ ଡାଟାକୁ ଏକତ୍ରିତ କରୁଥିବାର…

ୟୁଏସ୍‌ ଓପନ୍‌: ବିପର୍ଯ୍ୟୟ: କ୍ୱାର୍ଟରରୁ ଫେଡରରଙ୍କ ବିଦାୟ

ନ୍ୟୁୟର୍କ, ୫।୯ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ର କ୍ୱାର୍ଟର ଫାଇନାଲରେ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ୨୦ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ତଥା କିମ୍ବଦନ୍ତୀ ସୁଇଜରଲାଣ୍ଡ ଟେନିସ ଖେଳାଳି ରୋଜର ଫେଡରର କ୍ୱାର୍ଟର…

ଆଶେସ ଚତୁର୍ଥ ଟେଷ୍ଟ: ଲାବୁସ୍କାନ, ସ୍ମିଥ୍‌ଙ୍କ ଅର୍ଦ୍ଧଶତକ

ଓଲ୍ଡ ଟ୍ରାଫର୍ଡ,୫।୯- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିବସରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।…

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌: ଭାଗନେବେ ୭୦ରୁ ଊର୍ଦ୍ଧ୍ୱ ଖେଳାଳି

ଭୁବନେଶ୍ୱର, ୫।୯(ପି.ଟି.)- ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଏହି ପ୍ରତିଯୋଗିତା ୧୪ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପଡୋଶୀ ରାଜ୍ୟ…

ବାଟଲା ବାଣ କାରଖାନା ବିସ୍ଫୋରଣରେ ମୃତାହତଙ୍କ ପାଇଁ ସହାୟତା ଘୋଷଣା କଲେ ପଞ୍ଜାବ ସରକାର

ଗୁରୁଦାସପୁର,୪।୯: ପଞ୍ଜାବ ଗୁରୁଦାସପୁର ବାଟଲା ବାଣ କାରଖାନାରେ ବିସ୍ଫୋରଣ ଘଟି ବୁଧବାର ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମବେଦନା ଜ୍ଞାପନ କରିଛନ୍ତି। ତେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଶାନଙ୍କ ଉପରେ ନଜର

ବେଙ୍ଗାଲୁରୁ, ୩।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ କ୍ରିକେଟ୍‌ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହେବ। ସ୍ଥାନୀୟ ଏମ୍‌. ଚିନ୍ମସ୍ବାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ ପ୍ରିୟଙ୍କ ପଞ୍ଚଲଙ୍କ ନେତୃତ୍ୱାଧୀନ…

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍‌ଜୀ ଦଳ ପାଇଁ ୯ଟି ସିଜନ…

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ପୁରୀରେ ଏବେକାର ସ୍ଥିତିକୁ ନେଇ ପ୍ରଧାନ ବିଚାରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ…

ଖାରଜ ହେଲା ଶିବକୁମାରଙ୍କ ଆବେଦନ

ନୂଆଦିଲ୍ଲୀ,୪।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକର କଂଗ୍ରେସ ନେତା ଡିକେ ଶିବକୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଖାରଜ କରି ଦେଇଛନ୍ତି। ଏହାପରେ କୋର୍ଟ ତାଙ୍କୁ ୧୩ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର କଷ୍ଟୋଡିକୁ ପଠାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri