Home Left

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା। ଭାରତୀୟ…

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌ ବିଭୂତି ଭୂଷଣ ପଟ୍ଟନାୟକ ଓଡ଼ିଶା କୋ-ଅପରେଟିଭ ସୋସାଇଟି ଆକ୍ଟ-୧୯୬୨ ଅଧୀନ କ୍ଷମତା ବଳରେ…

ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ କରାଯାଇ ୪୬% ଲକ୍ଷ୍ୟ ହାସଲ କରାଯାଇଛି। ୫-୧୮ ବର୍ଷ ବୟସ ମଧ୍ୟରେ ୯୫,୮୭,୧୮୬…

ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଲିଖିତ…

ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା ଦୃଷ୍ଟିରୁ…

ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ:୧୬ ବିଭାଗରେ ନିଯୁକ୍ତ ହେବେ ୨୮୯ ଅଧ୍ୟାପକ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଦିଗରେ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗ ଦ୍ୱାରା ରାଜ୍ୟ ସିଲେକ୍‌ଶନ୍‌ ବୋର୍ଡକୁ ୮୩୩ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ…

ଅକାମୀ ହେବନି ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):୧୫ ବର୍ଷିଆ ପୁରୁଣା ଗାଡି ଅକାମୀ ହୋଇଯିବ। ସେସବୁ ଗାଡିକୁ ରାସ୍ତାରୁ ହଟାଇ ଦିଆଯିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏ ନେଇ କୌଣସି ନିୟମ ହୋଇ ନାହିଁ। ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ)ଙ୍କ…

ମୁଦ୍ରା ଋଣରେ ବଢୁଛି ଏନ୍‌ପିଏ

ନୂଆଦିଲ୍ଲୀ,୨୭-୧୧: ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ଋଣ ଉପରେ ଏବେ ଅନାଦାୟ ଋଣ (ଏନ୍‌ପିଏ) ବଢୁଛି। ମଙ୍ଗଳବାର ଏହାକୁ ନେଇ ରିଜର୍ଭ ବ୍ୟାଙ୍କ ଡେପୁଟି ଗଭର୍ନର ଏମ୍‌.କେ.ଜୈନ ବ୍ୟାଙ୍କଗୁଡିକୁ ସତର୍କ କରାଇଛନ୍ତି। ମୁଦ୍ରାରେ ବର୍ତ୍ତମାନ ସୁଦ୍ଧା ୩.୨୧ ଲକ୍ଷ କୋଟି…

ରକ୍ତଚାପ ନିୟନ୍ତ୍ରଣ କରେ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ,…

ଧୋନୀଙ୍କ ଅବସର ପରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ହୋଇପାରନ୍ତି ଏହି ୨ ଖେଳାଳି

୨୦୧୯ ବିଶ୍ୱକପ୍‌ ପରେ କ୍ରିକେଟରୁ ଦୂରେଇ ଅଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ କେବେ ପୁଣି କ୍ରିକେଟକୁ ଫେରିବେ କି ଅବସର ନେବେ ସେନେଇ ଚର୍ଚ୍ଚା ଲାଗି ରହିଛି। ଏସବୁ ଭିତରେ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ…

ଅସହ୍ୟ ହେଲା ଅତ୍ୟାଚାର: ସ୍ବାମୀଙ୍କ ଉପରେ ଗରମ ପାଣି ଢ଼ାଳିଦେଲେ ସ୍ତ୍ରୀ

ଦିଗପହଣ୍ଡି/ପାଟପୁର,୨୬ା୧୧(ଡି.ଏନ୍‌.ଏ.)- ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଅତ୍ୟାଚାର ସହି ନ ପାରି ସ୍ବାମୀଙ୍କ ଉପରେ ସ୍ତ୍ରୀ ଗରମ ପାଣି ଢ଼ାଳି ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଆହତ ସ୍ବାମୀଙ୍କୁ ପଡୋଶୀ ଉଦ୍ଧାର କରି ଦିଗପହଣ୍ଡି…

ବାୟୁ ପ୍ରଦୂଷଣ: ୧୭ ସହର ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ୧୭ ସହର ବାୟୁର ମାନ ପରୀକ୍ଷଣ କରାଯାଇଥାଏ। ଚଳିତ ଅକ୍ଟୋବର ଶେଷ ସୁଦ୍ଧା ମାନ ପରୀକ୍ଷା ସମ୍ବଦ୍ଧିତ ତଥ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଏହି ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?