ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରସ୍ତାବ ନାହିଁ: ଆଇନ ମନ୍ତ୍ରୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଶେଷ ଥର ପାଇଁ ୧୯୮୫ ଜୁଲାଇ ୧୪ ତାରିଖରେ ଗଣାହୋଇଥିଲା। ସେହି ସମୟର ଗଣନାନୁଯାୟୀ, ଭଣ୍ଡାର ଘରେ ୪୫୪ ଗୋଟି ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ୧୨,୮୩୪ ଭରି ୧୩/୪ ଅଣା(ମୂଲ୍ୟବାନ ପଥର ସହିତ)…
କାମ୍ପା ଫଣ୍ଡରେ ଓଡ଼ିଶାକୁ ମିଳିଲା ୫୯୩୩ କୋଟି
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା କର୍ତ୍ତୃପକ୍ଷ(କାମ୍ପା)ରେ ୨୦୦୬-୦୭ରୁ ୨୦୧୯ ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କଠାରୁ ୫୯୩୩ କୋଟି ୯୮ ଲକ୍ଷ ଟଙ୍କା ପାଇଛନ୍ତି। ଯୋଜନା କାର୍ଯ୍ୟକାରୀ ହେବାଠାରୁ ୨୦୦୯-୧୦ରୁ ୨୦୧୭-୧୮ ମଧ୍ୟରେ କେନ୍ଦ୍ର…
ଶରତ ଘାଟିରେ ଗାଡ଼ି ଓଲଟିଲା: ୩ ଗୁରୁତର, ୧୧ ଆହତ
ଠାକୁରମୁଣ୍ଡା,୨୬ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାଠାରୁ ୨୦ କିମି ଦୂର ଶରତ ଘାଟିରେ ମଙ୍ଗଳବାର ଏକ ସଫାରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ…
ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର
ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା…
ଏସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ ଟ୍ୟୁମର
ରୋଗ ଯେତେ ବଡ଼ ହେଉନା କାହିଁକି, ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା କଲେ ଉପଶମ ମିଳିବାର ସମ୍ଭାବନା ବେଶ୍ ଅଧିକ ରହିଥାଏ। ତେଣୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଠିକ୍ ସମୟରେ ରୋଗ ନିରୂପଣ କରିବା। ରୋଗ ନିରୂପଣ କରିବାକୁ ହେଲେ…
ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ
ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି…
୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ବାଲୁକାକଳାରେ ଶହୀଦଙ୍କୁ ମନେପକାଇଲେ ସୁଦର୍ଶନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ୨୦୦୮ ନଭେମ୍ବର ୨୬ରେ ବମ୍ବେରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ପୂରିଛି ୧୧ବର୍ଷ। ଏହି ଅବସରରେ ହିରୋମାନଙ୍କୁ ମନେପକାଇ ବାଲୁକାଶିଳ୍ପୀ ସୁଦର୍ଶନ ପୁରୀ ବେଳାଭୂମିରେ ଏକ ବାର୍ତ୍ତା ଦେଇଛନ୍ତି। ୨୬/୧୧ ଆକ୍ରମଣ ଅଭୂଲା ବୋଲି ସେ କହିବା ସହ…
ବାଲୁକାକଳାରେ ଦେଶବାସୀଙ୍କୁ ସମ୍ବିଧାନ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଆଜି ୭୦ତମ ସମ୍ବିଧାନ ଦିବସ। ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ବତନ୍ତ୍ରତା,ସମାନତା ଏବଂ ଭାତୃତ୍ୱ ସମ୍ବିଧାନର ତିନୋଟି ସ୍ତମ୍ଭ ବୋଲି ସେ ଅବିହୀତ କରିଛନ୍ତି। ପ୍ରକାଶଯୋଗ୍ୟ, ଭାରତର…
କାଟ୍ରୋସାଟ-୩ ଉତ୍କ୍ଷେପଣ ପୂର୍ବରୁ ତିରୁମାଲା ଦର୍ଶନ କଲେ ଇସ୍ରୋ ମୁଖ୍ୟ
ତିରୁପତି,୨୬।୧୧: ଇସ୍ରୋ ମୁଖ୍ୟ କେ. ଶିବନ୍ ଭାରତର ଉପଗ୍ରହ କାଟ୍ରୋସାଟ-୩ ଉତ୍କ୍ଷେପଣ ପୂର୍ବରୁ ମଙ୍ଗଳବାର ତିରୁପତିସ୍ଥିତ ତିରୁମାଲା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏଥିସହ ଭଗବାନ୍ଙ୍କ ଆଶୀର୍ବାଦ ମଧ୍ୟ ଭିକ୍ଷା କରିଛନ୍ତି। ସୂଚନାମୁତାବକ ବୁଧବାର ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର…
ମାଲିରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୧୩ ଫ୍ରାନ୍ସ ସେନା ଶହୀଦ
ପ୍ୟାରିସ୍,୨୬।୧୧: ପ୍ୟାରିସ୍ର ମାଲିରେ ଇସ୍ଲାମ ଚରମପନ୍ଥୀ ବିରୋଧରେ ଚାଲିଥିବା ଏକ ଅପରେଶନରେ ସୋମବାର ରାତିରେ ୨ ହେଲିକପ୍ଟର ମୁହାଁମୁହିଁ ହୋଇଥିଲେ। ଏହି ଦୁର୍ଘଟଣାରେ ଫ୍ରାନ୍ସର ୧୩ ସେନା ଶହୀଦ ହୋଇଛନ୍ତି। ଏନେଇ ମଙ୍ଗଳବାର ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ ସୂଚନା ଦେଇଛନ୍ତି।…
ଭାଜପା ବରିଷ୍ଠ ବିଧାୟକ କାଳିଦାସ ହେଲେ ଅସ୍ଥାୟୀ ବାଚସ୍ପତି
ମୁମ୍ବାଇ,୨୬।୧୧: ଭାଜପାର ବରିଷ୍ଠ ବିଧାୟକ କାଳିଦାସ କୋଲମ୍ବକରଙ୍କୁ ମଙ୍ଗଳବାର ଅସ୍ଥାୟୀ ବାଚସ୍ପତି ଭାବେ ମନୋନୀତ କରାଯାଇଛି। ସନ୍ଧ୍ୟାରେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋଶିୟାରି କାଳିଦାସଙ୍କୁ ରାଜଭବନରେ ଶପଥ ଗ୍ରହଣ କରାଇଥିଲେ। ବୁଧବାର ଅସ୍ଥାୟୀ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଶୀତକାଳୀନ ଅଧିବେଶନ ଆରମ୍ଭ…
୧୦୦ କୋଟି ତ ପଛ କଥା, ୧୦୦ ଟଙ୍କାର ପ୍ରମାଣ ଦେଲେ ରାଜନୀତି ଛାଡ଼ିଦେବି: ମହାରଥୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ଅଭିଯୋଗ କରିବାକୁ ନେଇ ମନ୍ତ୍ରୀ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ ଏହାକୁ ଖଣ୍ଡନ କରିବା ସହ…

