Home Left

ବିଶ୍ୱର ସବୁଠୁ ଉଚ୍ଚ ସୁଇମିଂ ପୁଲ୍‌ : ୧୧୫ ଫୁଟ ଉପରେ ଝୁଲି ରହିଛି

ସାଧାରଣତଃ ସୁଇମିଂ ପୁଲ୍‌ ତଳେ ନିର୍ମାଣ କରାଯାଇଥାଏ। କିନ୍ତୁ ବ୍ରିଟେନ୍‌ରେ ଏମିତି ଏକ ସୁଇମିଂ ପୁଲ୍‌ ରହିଛି, ଯାହାର ନିର୍ମାଣ ଶୈଳୀ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଦକ୍ଷିଣ ବ୍ରିଟେନ୍‌ର ଦୁଇ ଆପାର୍ଟମେଣ୍ଟ ମଝିରେ ଝୁଲିଲା ପରି ରହିଛି ଏହି ପୁଲ୍‌। ଦୁଇ…

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା ଶାଗ ପତ୍ର ଚୋବାଇ ଖାଇଲେ ମୋତିଆ ବିନ୍ଦୁ .ହୋଇ ଥାଏ ବୋଲି ଆୟୁର୍ବେଦରେ…

ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…

ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର ବାସ୍ନାରେ ମଶା ଦୂରେଇ ଯିବେ। ସେହିପରି ତୁଳସୀ ବାସ୍ନା ମଧ୍ୟ ମଶାଙ୍କ ଲାଗି ଅସହ୍ୟ…

ଇଛାଶକ୍ତି ଆଗରେ ହାର୍‌ ମାନିଛି ଦିବ୍ୟାଙ୍ଗତା: ୨ ହାତ ନ ଥାଇ ଶିକ୍ଷକତା ନିଶା

ଭୋପାଳ,୪।୯: ଇଛାଶକ୍ତି ଆଗରେ ସମସ୍ତ ବାଧା ଦୂର ହୋଇଯାଇଥାଏ। ଏଭଳି ଏକ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ପ୍ରାଥମିକ ଶିକ୍ଷକ ରାକେଶ ପନ୍ଦ୍ରେ। ପିଲାଦିନେ ଏକ ଦୁର୍ଘଟଣାରେ ରାକେଶ ନିଜର ୨ ହାତ ହରାଇଥିଲେ। ତେବେ ଦୃଢ଼ ଇଛାଶକ୍ତି ଆଗରେ ତାଙ୍କର…

ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍‌ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି ବାଟ…

ଅରୁଣାଚଳ ପ୍ରଦେଶରେ ଚାଇନାର ଅନୁପ୍ରବେଶ ଉଦ୍ୟମ: ନାଳରେ ତିଆରି କଲା କାଠ ପୋଲ

ଇଟାନଗର,୪।୯: ଅରୁଣାଚଳ ପ୍ରଦେଶରେ ପୁଣି ଥରେ ଚାଇନା ଅନୁପ୍ରବେଶ ଉଦ୍ୟମ କରିଥିବା ଜଣାପଡ଼ିଛି। ଚାଇନାର ଡ୍ରାଗନ ସେନା ଅଞ୍ଜଓ୍ବା ଜିଲାର ଚାଗଲଗମ ଗାଁ ନିକଟରେ ଥିବା ଏକ ନାଳରେ କାଠର ପୋଲ ତିଆରି କରିଛି। ଏହି ରାସ୍ତା ଦେଇ ସେ ଭାରତ…

ଘରୁ ଲୁଚି ଗଣେଶଙ୍କ ପୂଜା କଲେ ଦୁଇ ମୁସଲମାନ୍‌ ନାବାଳକ

ରାୟପୁର,୪।୯: କୁହାଯାଏ ଛୋଟ ପିଲା ହେଉଛନ୍ତି ଭଗବାନଙ୍କ ରୂପ। ସେମାନଙ୍କ ମଧ୍ୟରେ କୌଣସି ଧର୍ମ,ଜାତି,ସମ୍ପ୍ରଦାୟ ଅଥବା ବର୍ଣ୍ଣ ପ୍ରତି ଜ୍ଞାନ ନ ଥାଏ। ଛତିଶଗଡ଼ ରାୟପୁରରେ ଏଭଳି ଏକ ନିଆରା ଘଟଣା ଘଟିଛି। ଏଠାରେ ବାସ କରୁଥିବା ରମ୍‌ଜାନ ଏବଂ ମୁବାରକ…

ବେଲପାହାଡ଼ ଆକ୍ସିସ୍‌ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ

ବେଲପାହାଡ଼,୪।୯(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ କ୍ୟାଶ କାଉଣ୍ଟରରୁ ୧୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପରେ ଲୁଟେରାମାନେ ଏକ…

କନ୍ଦାଇଲାଣି ନୂଆ ମୋଟରଯାନ ନିୟମ: ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୪।୯: ନୂଆ ମୋଟରଯାନ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ କାନ୍ଦିବାକୁ ପଡିଲାଣି। କାରଣ ଏବେ ଏହି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବୁଧବାର ଗୁରୁଗ୍ରାମର ଜଣେ ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କା ଚାଲାଣ କଟାଯାଇଥିବା…

ନିଜ ବାପା ନୁହେଁ, ଏହି ଖେଳାଳିଙ୍କ ବ୍ୟାଟିଂ ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ ସେ ପ୍ରେରଣା। ସଚିନଙ୍କ ବ୍ୟାଟିଂ ବିଶ୍ୱର ଅନେକ କ୍ରିକେଟରଙ୍କୁ ମଧ୍ୟ ପସନ୍ଦ ଆସିଥାଏ। ସଚିନଙ୍କ…

ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ଆଣିବେ ମମତା ସରକାର

କୋଲକତା,୪।୯: ଏନ୍‌ଆର୍‌ସି ବିରୋଧରେ ପଶ୍ଚିମବଙ୍ଗ ମମତା ବାନାର୍ଜୀ ସରକାର ଖୁବ୍‌ ଶୀଘ୍ର ଏକ ପ୍ରସ୍ତାବ ଆଣିବାକୁ ଯାଉଛନ୍ତି। ଚଳିତ ସପ୍ତାହରେ ଏହି ପ୍ରସ୍ତାବ ଅଣାଯିବାର ଯୋଜନା ରହିଛି। ଏହା ପୂର୍ବରୁ ମମତା ସମସ୍ତ ବିରୋଧୀ ଦଳଙ୍କୁ ଏକଜୁଟ କରିବା ଲାଗି ଉଦ୍ୟମ…

ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା

ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ କରାଯାଇଥିଲା। ହେଲେ ଏସବୁ ମଧ୍ୟରେ ବି ଅଗଷ୍ଟ ୫ରୁ ଅର୍ଥାତ୍‌ ପ୍ରାୟ ୩୦ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri