Home Left

କାହାର ଗୀତ ନକଲ କଲେ ମିଳୁଥିବା ସଫଳତା ଅଧିକ ଦିନ ରହି ନ ଥାଏ: ଲତା ମଙ୍ଗେସକର

ମୁମ୍ବାଇ,୪।୯: ରାନୁ ମଣ୍ଡଳଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସେ ଲତା ମଙ୍ଗେସକରଙ୍କ ସୋର୍‌ ଫିଲ୍ମର ଗୀତ ଏକ ପ୍ୟାର କା ନଗମା ହୈ… ରେଳ ଷ୍ଟେଶନରେ ଗାଇ ପ୍ରସିଦ୍ଧି ସାଉଁଟିଛନ୍ତି। ତେବେ ଏହାକୁ ନେଇ ପ୍ରଥମ…

ପିତାଙ୍କ ଜନ୍ମଦିନରେ ସ୍ପେଶାଲ ଫଟୋ ଶେୟାର କଲେ ରିଦ୍ଧିମା

ମୁମ୍ବାଇ: ବଲିଉଡ୍‌ ଦୁନିଆର ରୋମାଣ୍ଟିକ୍‌ ନାୟକ ରିଷି କପୁର ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଝିଅ ରିଦ୍ଧିମା କପୁର ସାହନି ପିତା ରିଷିଙ୍କର ଏକ ସ୍ପେଶାଲ ଫଟୋ ଶେୟାର କରିଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କୁ ଖୁବ୍‌ ପସନ୍ଦ ଆସିଛି।…

୭ ବର୍ଷୀୟ ଫ୍ୟାନଙ୍କ ଅଟୋଗ୍ରାଫ ନେଲେ କୋହଲି

ହରାରେ,୪।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଲୋକପ୍ରିୟତା କେତେ ଅଧିକ ତାହା ସଭିଙ୍କୁ ଜଣା। କିନ୍ତୁ ଟିମ୍‌ ଇଣ୍ଡିଆ କ୍ୟାପଟେନ ଜଣେ ୭ ବର୍ଷୀୟ କୁନି ପ୍ରଶଂସକଙ୍କ ଅଟୋଗ୍ରାଫ ନେଇଛନ୍ତି। ନିକଟରେ ଟୁଇଟରରେ ଭାଇରାଲ ହୋଇଥିବା ଭିଡିଓରେ ଏହା…

ବିପଦ ଆସିଲେ ଆଗୁଆ ସୂଚନା ଦେଇଥାଏ ଏହି କୁଣ୍ଡ

ଦେଶରେ ଅନେକ ଦେବାଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା କ୍ଷୀର…

ଆଖଣ୍ଡଳମଣି-ଭଦ୍ରକ ରାଜ୍ୟ ରାଜପଥ: ହେଲମେଟ ପିନ୍ଧିବାକୁ ସଚେତନ କଲେ ସ୍ବେଚ୍ଛାସେବୀ

ଆରଡ଼ି,୪।୯(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରା ପାଟଣା ଛକରେ ବୁଧବାର ବାଇକ୍‌ ଚାଳକଙ୍କୁ ହେଲମେଟ ପିନ୍ଧିବାକୁ ସଚେତନ କରାଯାଇଛି। ଦୋହରା ପାଟଣାର ନୀଳମାଧବ ୟୁଥ୍‌ କ୍ଲବର ସଦସ୍ୟମାନେ ଆଖଣ୍ଡଳମଣି-ଭଦ୍ରକ ରାଜପଥରେ ବାଇକ୍‌ ଚାଳକଙ୍କୁ ହେଲ୍‌ମେଟ ପିନ୍ଧିବା ସହ ଟ୍ରାଫିକ ନିୟମ…

ପାରିବାରିକ କଳହକୁ ନେଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ହାଟଡ଼ିହୀ,୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅମିନପୁର ଗ୍ରାମର ଜଣେ ମହିଳା ହାବଳେଶ୍ୱର ଶିବ ମନ୍ଦିର ନିକଟ ବୈତରଣୀକୁ ଡେଇଁ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ପ୍ରଶାନ୍ତ ସେନାପତିଙ୍କ ସ୍ତ୍ରୀ ନିରୁପମା(୪୫)। ପାରିବାରିକ କଳହକୁ ନେଇ ନିରୁପମା ଏପରି…

ଗଣେଶଙ୍କୁ ପୂଜା କରି ଟ୍ରୋଲ ହେଲେ ସାରା

ମୁମ୍ବାଇ: ସାରା ଦେଶରେ ଏବେ ଗଣପତିଙ୍କ ପୂଜାକୁ ନେଇ ଉତ୍ସବର ମାହୋଲ। ବଲିଉଡ କଳାକାରମାନେ ମଧ୍ୟ ଏହାକୁ ବେଶ ଧୁମ୍‌ଧାମରେ ପାଳନ କରୁଛନ୍ତି। ଏପରିସ୍ଥଳେ ଗଣେଷଙ୍କୁ ପୂଜି ଟ୍ରୋଲ୍‌ ହୋଇଛନ୍ତି ସୈଫ ଲଳନା ସାରା ଅଲ୍ଲୀ ଖାନ୍‌। ନିଜର ଇନ୍‌ଷ୍ଟା ଆକାଉଣ୍ଟରେ…

କଶ୍ମୀରରେ ହିଂସା ପାଇଁ ଷଡଯନ୍ତ୍ର ରଚୁଥିଲା ପାକିସ୍ତାନ: ସେନା

ଶ୍ରୀନଗର,୪।୯: ଭାରତୀୟ ସେନା ମଙ୍ଗଳବାର ଲସ୍କର-ଇ-ତୋଏବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏନେଇ ଚିନାର ସେନାର କମାଣ୍ଡର ଲେଫ୍‌ଟନାଣ୍ଟ ଜେନେରାଲ କେଜେଏସ୍‌ ଧିଲୋନ ଓ ଜମ୍ମୁ-କଶ୍ମୀରର ପୋଲିସ ଏଡିଜି ମୁନୀର ଖାନ ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏମାନଙ୍କୁ…

ସହଯୋଗୀଙ୍କୁ ଚାପୁଡା ମାରିଲେ ସିଦ୍ଧରମୈୟା

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ସଙ୍କଟମୋଚକ କୁହାଯାଉଥିବା ଡି.କେ. ଶିବକୁମାରଙ୍କ ଗିରଫ ହେବାପରେ ଦଳକୁ ଶକ୍ତ ଝଟକା ଲାଗିଛି। ଏହି ସମୟରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ନିଜର ଜଣେ ସହଯୋଗୀଙ୍କୁ ଚାପୁଡା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହୀଶୂର…

ହରିହର ଯୋର ପୋଲ ଉପରେ ୪ ଫୁଟ ଉଚ୍ଚର ପାଣି : ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୪।୯(ଡି.ଏନ୍‌.ଏ.) : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ରାତିରେ ପ୍ରବଳ ବର୍ଷା ହୋଇଥିବାରୁ ସମଗ୍ର ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ଫଳରେ ଅନେକ ଚାଷଜମି ଜଳମଗ୍ନ ହେବା ସହ କେତେକ ମାଟିଘର ମଧ୍ୟ ଭାଙ୍ଗିପଡ଼ିଛି। ଜିଲାର ହରିହର ଯୋର ଜଳସେଚନ ପ୍ରକଳ୍ପରେ ଆବଶ୍ୟକତାଠାରୁ…

କେବିସି ମଞ୍ଚରେ ଭାବୁକ କଲା ଅର୍ପିତାଙ୍କ କାହାଣୀ: ଦିବ୍ୟାଙ୍ଗ ଶିଶୁଙ୍କ ଲାଗି କାମ କରିବାକୁ କଥା ଦେଲେ ଅମିତାଭ

ମୁମ୍ବାଇ: ଇତିମଧ୍ୟରେ ତୃତୀୟ ସପ୍ତାହରେ ପହଞ୍ଚିଛି ସୋନି ଚ୍ୟାନେଲରେ ପ୍ରସାରିତ ଶୋ’ ‘କୌନ ବନେଗା କରୋଡପତି’। ଖେଳ ଆରମ୍ଭର ପ୍ରଥମ ଦିନରୁ କେବିସି ଚର୍ଚ୍ଚାରେ ରହିଆସଥିବା ବେଳେ ମଞ୍ଚରେ ବିଭିନ୍ନ କ୍ଷେତ୍ରରୁ ଆସିଥିବା ମହିଳାଙ୍କ ସଂଘର୍ଷର କାହାଣୀ ଶୁଣିବାକୁ ମିଳୁଛି। ଏହି…

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅପରେଶନ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି

ଅହମ୍ମଦାବାଦ୍‌,୪।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍‌ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଛୋଟ ଅପରେଶନ ଲାଗି ଏପରି କରାଯାଇଥିବା କୁହାଯାଉଛି। ତେବେ ସନ୍ଧ୍ୟା ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri