Home Left

ରାସ୍ତାପାର୍ଶ୍ୱରେ ପଡ଼ିରହିଛି ଶିଶୁର ମୃତଦେହ

ଜୟପୁର,୪।୯(ଡି.ଏନ୍‌.ଏ.): ଜୟପୁରରୁ ବିଶାଖାପାଟଣା ଯିବା ମୁଖ୍ୟ ରାସ୍ତା ଲମତାପୁଟ ତୁସୁବା ଛକ ନିକଟରେ ଏକ ଶିଶୁର ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଶିଶୁଟିକୁ କିଏ କାହିଁକି ରାସ୍ତା କଡ଼ରେ ଫିଙ୍ଗି ଚାଲିଯାଇଛି ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।…

ରୁଷରେ ମୋଦିଙ୍କୁ ଜୋରଦାର୍‌ ସ୍ବାଗତ

ମସ୍କୋ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ବୁଧବାର ମୋଦି ଭ୍ଲାଦିଭୋଷ୍ଟକରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏହି ଗସ୍ତ କାଳରେ ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ।…

ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି

ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ନିର୍ମାଣ…

ଗୁରୁଦିବସ ଅବସରରେ ସମ୍ମାନିତ ହେବେ ୪୬ ଶିକ୍ଷକ

ନୂଆଦିଲ୍ଲୀ,୪।୯: ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିନ ସେପ୍ଟେମ୍ବର ୫ରେ ପଡ଼ୁଥିବା ବେଳେ ସମଗ୍ର ଦେଶରେ ଏହି ଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଏ। ଏହି ଦିନ ଛାତ୍ରୀଛାତ୍ରମାନେ ଗୁରୁଙ୍କୁ ପୂଜାର୍ଚ୍ଚନା କରିଥାନ୍ତି। ଚଳିତ ଗୁରୁଦିବସ ଅବସରରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ନିଖୋଜ ବୃଦ୍ଧଙ୍କ ମୃତଦେହ ବୈତରଣୀରୁ ଉଦ୍ଧାର

ଭଣ୍ଡାରିପୋଖରୀ,୪।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମାଳଦା ପଞ୍ଚାୟତ ରଘୁନାଥପୁର ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ବୈତରଣୀ କୂଳରୁ ପୋଲିସ ଜବତ କରିଛି। ସୂଚନାଯୋଗ୍ୟ, ରଘୁନାଥପୁର ଗ୍ରାମର ଦାମୋଦର ବୋଇତାଇ(୮୪) ଗତ ଅଗଷ୍ଟ ୧୮ ତାରିଖ ରବିବାର ପୂର୍ବାହ୍ନରେ…

ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଗସ୍ତକୁ ବାତିଲ କଲା ଭାରତ

ନୂଆଦିଲ୍ଲୀ, ୪।୯: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ସେପ୍ଟେମ୍ବର ୯ରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଏହି ଗସ୍ତକୁ ସ୍ଥଗିତ କରିବାକୁୁ ପରାମର୍ଶ ଦେଇଛି ଭାରତ। ଏହି ଗସ୍ତ କାଳରେ ଓ୍ବାଙ୍ଗ୍‌ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା…

ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରେ ଅଣ୍ଡାମାଡ଼ କଲେ ପାକିସ୍ତାନୀ ବିକ୍ଷୋଭକାରୀ

ଲଣ୍ଡନ,୪।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ପ୍ରତିଶୋଧ ପରାୟଣ ହୋଇ ଉଠିଛି। ଲଣ୍ଡନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଉପରକୁ କେତେକ ପାକିସ୍ତାନୀ ବିକ୍ଷୋଭକାରୀ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି। ସେମାନେ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ…

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ ମାର୍କେଟ ଅଞ୍ଚଳରେ ରାସ୍ତା ଉପରେ ପାଣି ଭର୍ତ୍ତି ହୋଇଯାଇଛି। ଫଳରେ ଲୋକମାନଙ୍କୁ ଘରୁ ବାହାରିବା…

ନିକ୍‌ଙ୍କ ବୟସ କମାଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ବୟସ କମ୍‌ ଲେଖି ଟ୍ରୋଲ୍‌ ହୋଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ନିକ୍‌ ଟକିଲା ବ୍ରାଣ୍ଡ୍‌ ଭିଲା ଲଞ୍ଚ୍‌ କରିଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରିୟଙ୍କା। ଫଟୋଟି ଶେୟାର କରି ୨୭…

ନୂଆ ନିୟମ: ଗାଡ଼ିଠାରୁ ମହଙ୍ଗା ହେଲା ଜରିମାନା

ଗୁରୁଗ୍ରାମ,୪।୯: ସେପ୍ଟେମ୍ବର ୧ରୁ ଦେଶରେ ନୂଆ ମୋଟର ଯାନ ସଂଶୋଧନ ଆଇନ ଲାଗୁ ହୋଇଛି। ଫଳରେ ଟ୍ରାଫିକ୍‌ ଉଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ତୁଳନାରେ ୧୦ ଗୁଣା ଅଧିକ ଜରିମାନା ଦେବାକୁ ପଡୁଛି। ଏହି ନିୟମ ଅନୁସାରେ, ଗୁରୁଗ୍ରାମର ଜଣେ ସ୍କୁଟର…

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ ୨ ବସ୍‌କୁ ପ୍ରଦର୍ଶନକାରୀ ଜଳାଇ ଦେଇଛନ୍ତି। ସେହିପରି ୧୦ରୁ ଅଧିକ ବସ ଉପରେ ପଥରମାଡ଼…

ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି

ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କୁ ତ୍ୟାଗ ଲାଗି ଆହ୍ବାନ ଦେଇଥିଲେ। ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri