ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ
ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ ସିଂହଦ୍ୱାର ନିକଟ ବହୁ ପୁରାତନ ବଡ଼ ଆଖଡ଼ା ମଠ। ପୂର୍ବରୁ ଲଙ୍ଗୁଳି ମଠ ଭଙ୍ଗା…
ସାଇକେଲରେ ଆସି ଦାୟିତ୍ୱ ନେଲେ ଲ୍ୟୁଟ୍ନାଣ୍ଟ ଜେନେରାଲ
ଜୟପୁର,୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଫିଟ୍ ଇଣ୍ଡିଆ’ ଅଭିଯାନକୁ ସମର୍ଥନ କରି ଲ୍ୟୁଟ୍ନାଣ୍ଟ ଜେନେରାଲ ଆଲୋକ ସିଂ କ୍ଲେର ଦିଲ୍ଲୀରୁ ସାଇକେଲ ଚଳାଇ ଜୟପୁରସ୍ଥିତ ସାଉଥ ଓ୍ବେଷ୍ଟର୍ନ କମାଣ୍ଡର ଦାୟିତ୍ୱ ନେଇଛନ୍ତି। ସେ ତାଙ୍କ ଦୁଇ ପୁଅ ଐମାନ ଓ ଅର୍ମାନ…
୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ ସର୍ବାଧିକ…
ଏନ୍ଆର୍ସିରୁ ବାଦ୍ ପଡ଼ିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯିବନି
ନୂଆଦିଲ୍ଲୀ,୩ା୯(ପି.ଟି.): ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)ରୁ ବାଦ୍ ପଡ଼ିଥିବା ଲୋକଙ୍କୁ ଅଟକ ରଖାଯିବନି ବୋଲି କେନ୍ଦ୍ର ସରକାର ସୋମବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କର ସମସ୍ତ ଆଇନଗତ ପଦକ୍ଷେପ ନ ସରିବା ପର୍ଯ୍ୟନ୍ତ ଅଟକ ରଖାଯିବନି। ଆସାମ ସରକାର ଗରିବଙ୍କ ପାଇଁ…
ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ ପ୍ରଫେସରଙ୍କ କାର୍ଯ୍ୟର ସମୀକ୍ଷା ଲାଗି ପ୍ରଶାସନ ସେମାନଙ୍କୁ ସିଭି (କରିକୁଲମ୍ ଭିଟା) ଦାଖଲ କରିବାକୁ…
ଫିଲ୍ମ ପାଇଁ ଅଫର ପ୍ରେରଣାଦାୟୀ: ତବୁ
ମୁମ୍ବାଇ: ଫିଲ୍ମ ପାଇଁ ଅଫର ମିଳିବା ପ୍ରେରଣାଦାୟକ ବୋଲି ବଲିଉଡ୍ ଅଭିନେତ୍ରୀ ତବୁ ପ୍ରକାଶ କରିଛନ୍ତି। ସେ ଅଧିକ ଆଶା କରୁ ନ ଥିଲେ ମଧ୍ୟ ବର୍ତ୍ତମାନ ଯେଉଁ କାର୍ଯ୍ୟ ମିଳିଛି ସେଥିରେ ସେ ଖୁସି ଥିବା କହିଛନ୍ତି। ଭବିଷ୍ୟତ ପାଇଁ…
ପାକିସ୍ତାନ ସହ ଆଲୋଚନାକୁ ଜୟଶଙ୍କରଙ୍କ ଖଣ୍ଡନ
ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ ହେବା ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରୀ…
ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା
ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ସୋମବାର…
ସୁପ୍ରିମ୍କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍ଆଇଟି ଗଠନ ଲାଗି ନିର୍ଦ୍ଦେଶ
ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍ଜାହାନ୍ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍) ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର…
ଆରମ୍ଭ ହେଲା ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ:୫୦ ଲକ୍ଷ ନୂଆ ସଭ୍ୟ ସାମିଲ କରିବାକୁ ଲକ୍ଷ୍ୟ
ଭୁବନେଶ୍ୱର,୩।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରିଛନ୍ତି। ୧ କୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ ନେଇ ଆରମ୍ଭ କରାଯାଇଥିବା ଏହି ଅଭିଯାନରେ ଦଳ ସଭାପତି ନବୀନ ପଟ୍ଟନାୟକ ପ୍ରଥମ ସଭ୍ୟ…
ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ
ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣାରେ ପୋଲିସ ୨୧ ଜଣଙ୍କୁ ଗିରଫ…
ପାକ୍ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ
ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି। ତାଙ୍କୁ ସୋମବାର ଭାରତୀୟ ଉପଉଚ୍ଚାୟୁକ୍ତ ଗୌରବ ଆହଲୁଓ୍ବାଲିଆ ଭେଟିଥିବାବେଳେ ଚାପ ପକାଯାଇଥିବା ଲକ୍ଷଣ…
Archives


