ଆରଏସ୍ପି କ୍ୱାଟର୍ସରୁ ସେକ୍ସ ରାକେଟ ଠାବ: ୫ ଗିରଫ
ରାଉରକେଲା ଅଫିସ୨।୯: ରାଉରକେଲା ସେକ୍ଟର-୧୭ ଅଞ୍ଚଳରେ ଏକ ଆରଏସ୍ପି କ୍ୱାଟର୍ସରେ ବେଧଡ଼କ ଚାଲୁଥିବା ସେକ୍ସ ରାକେଟ ଠାବ କରାଯାଇଛି। ରବିବାର ବିଳମ୍ବିତ ରାତିରେ ଉକ୍ତ ସ୍ଥାନରେ ସେକ୍ସ ରାକେଟ ଚାଲୁଥିବା ଖବର ପାଇ ସେକ୍ଟର-୧୫ ଥାନା ପୋଲିସ କ୍ୱାଟର୍ସରେ ପହଞ୍ଚି ଚଢ଼ାଉ…
ଡୋରିଆନ ସାମୁଦ୍ରିକ ଝଡ଼ ପାଇଁ ୬ଶହ ବିମାନ ବାତିଲ
ଓ୍ବାଶିଂଟନ,୨।୯: ମାଡି ଆସୁଛି ସାମୁଦ୍ରିକ ଝଡ଼ ଡୋରିଆନ। ଏହା ଉତ୍ତର ବାହାମସରେ ଲ୍ୟାଣ୍ଡଫଲ୍ କରିବାର ଅନୁମାନ କରାଯାଉଛି। ଏହା ଆମେରିକାରେ ତାଣ୍ଡବ ରଚିବ ବୋଲି କହିଛି ଆମେରିକା ପାଣିପାଗ ବିଭାଗ। ତେଣୁ ଏବେଠାରୁ ଆମେରିକାର ପ୍ରାୟ ୬ଶହ ବିମାନ ଉଡାଣକୁ ବାତିଲ…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ୟାଦାତାଙ୍କ ପୂଜା
ଦାରିଙ୍ଗବାଡ଼ି,୨।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ସୋମବାର ପୂର୍ବାହ୍ନରେ ବିଦ୍ୟାଦାତା ଶ୍ରୀଗଣେଶଙ୍କ ପୂଜା ଧୂମ୍ଧାମରେ ପାଳନ ହେଉଛି। ଏହି ଅବସରରେ ସମସ୍ତ ଅସ୍ଥାୟୀ ପୀଠରେ ମଧ୍ୟ ଗଣେଶଙ୍କ ମୃଣ୍ମୟ ମୂର୍ତ୍ତି ପୂଜା କରାଯାଉଛି। ଦାରିଙ୍ଗବାଡ଼ିର ଓଡ଼ିଶା…
୧୦ ହଜାର ପଇସା କେତେ ଟଙ୍କା: ଉତ୍ତର ଦେଇପାରିଲେନି ଗଣିତ ଶିକ୍ଷୟିତ୍ରୀ
ମୁମ୍ବାଇ,୨।୯: ଘରୋଇ ଟେଲିଭିଜନ ଚ୍ୟାନେଲରେ ପ୍ରସାରିତ ଶୋ’ ‘କୌନ ବନେଗା କରୋଡପତି’ ଏହାର ଟିଆର୍ପିକୁ ନେଇ ବେଶ୍ ପରିଚିତ। କାରଣ ଏହା ଏକ ଲୋପକ୍ରିୟ ଶୋ’। ନିକଟରେ ଅଗଷ୍ଟ ୩୦ରେ ଏଥିରେ ଭାଗ ନେଇଥିଲେ ଜଣେ ଗଣିତ ଶିକ୍ଷୟିତ୍ରୀ। ଗ୍ରେଟର ନଏଡାର…
ସ୍ବା ସ୍ଥ୍ୟ ସୂ ଚ ନା
-କୌଣସି ରୋଗର ଲକ୍ଷଣକୁ ଅବହେଳା କରନ୍ତୁ ନାହିଁ। କାରଣ ପରବର୍ତ୍ତୀ ସମୟରେ ଏହା ହୁଏତ ଗମ୍ଭୀର ସମସ୍ୟା ଧାରଣ କରିପାରେ। ତେଣୁ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। -ଡାକ୍ତରଙ୍କ ସହ ରୋଗ ବିଷୟରେ ଆଲୋଚନା କରିବା ସମୟରେ କୌଣସି କଥା…
ଖାଇବା ଶୈଳୀ ଓ ବ୍ୟକ୍ତିତ୍ୱ
ନିଜର ଖାଇବା ଶୈଳୀ ଆପଣଙ୍କର ବ୍ୟକ୍ତିତ୍ୱକୁ ଆହୁରି ବୃଦ୍ଧି କରିଥାଏ। ଏପରି ଏକ ବିଷୟବସ୍ତୁକୁ ନେଇ ହୋଇଥିବା ସର୍ଭେ ସମୟରେ ଏକଥା ଜଣାପଡ଼ିଛି। ଯେଉଁମାନେ ନିଜର ଖାଇବା ଶୈଳୀ ପ୍ରତି ସଚେତନ ସେମାନେ ନିଜର ବ୍ୟକ୍ତିତ୍ୱରେ ଅନ୍ୟମାନଙ୍କୁ ଅନେକାଂଶରେ ପ୍ରଭାବିତ କରିଥାଆନ୍ତି।…
ପାଠପଢ଼ା ଆଗ୍ରହକୁ ସକ୍ରିୟକରେ ବ୍ୟାୟାମ
ବ୍ୟାୟାମ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ସହଜ ନୁହେଁ। ଆଜିକାଲି ଅନେକେ ଏହାକୁ ନିଜର ଦୈନନ୍ଦିନ ଜୀବନଶୈଳୀରେ ସାମିଲ କରିଥିବା ଦେଖିବାକୁ ମିଳୁଛି। ପ୍ରତିଦିନ ସକାଳୁ ଅତିକମ୍ରେ ଅଧଘଣ୍ଟା ଚାଲିବା ଏବଂ ତା’ପରେ କିଛି ସମୟ ନିଜର…
ଏଥର ପୂଜା ପାଇଲେ ସୁନା ଗଣେଶ
ମୁମ୍ବାଇ,୨।୯: ମହାରାଷ୍ଟ୍ରରେ ପ୍ରାୟ ୧୦ ଦିନ ଧରି ଗଣେଶ ଚତୁର୍ଥୀ ଖୁବ୍ ଧୁମ୍ଧାମରେ ପାଳନ କରାଯାଉଥିବା ବେଳେ ବିଭିନ୍ନ ମଣ୍ଡପରେ ଗଣେଶଙ୍କର ଭିନ୍ନ ଭିନ୍ନ ରୂପ ଦେଖିବାକୁ ମିଳିଥାଏ। ଏଥର ମୁଟୁଙ୍ଗାରେ ଜିଏସ୍ବି ସେବା ମଣ୍ଡଳ ଦ୍ୱାରା ପ୍ରସ୍ତୁତ ସୁନାର ଗଣେଶ…
ପ୍ରବଳ ମୁଣ୍ଡ ବିନ୍ଧୁଥିଲେ..
ମୁଣ୍ଡବିନ୍ଧା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏପରି ସମସ୍ୟାର ସମ୍ମୁଖୀନ ହେବା ସଙ୍ଗେ ସଙ୍ଗେ କେତେକେ ଔଷଧ ଖାଇବାକୁ ପସନ୍ଦ କରିଥାଆନ୍ତି। ହେଲେ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ଏହି ସମସ୍ୟା ଗୁରୁତର ଆକାର ଧାରଣ କରି ନ…
ଅଖାଦ୍ୟ ଘିଅ ପ୍ରତି ସାବଧାନ
ମନ୍ଦିରରେ ଦେବଦେବୀ ଦର୍ଶନ ପରେ ଆମକୁ ପ୍ରସାଦ ଭାବେ ଯେଉଁ ଘିଅ ବା ବଟର ମିଳିଥାଏ ତାହା ଖାଦ୍ୟ ଅନୁପଯୋଗୀ ହୋଇପାରେ ଏବଂ ଏପରି କି କର୍କଟ ଭଳି ମହାବ୍ୟାଧିର କାରଣ ମଧ୍ୟ ହୋଇପାରେ। ବିଶେଷକରି ଦୀପ ଜାଳିବା ପାଇଁ ଯେଉଁ…
ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ
ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍.ଏ.):ମାଟ୍ରିକ୍ରେ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର ପେଟ ପୋଷିବା ପାଇଁ ସେହି ଅଟୋର ଷ୍ଟିଅରିଂ ନିଜ ହାତକୁ ନେଇ ଯାଇଥିଲେ ଏହି…
ସିରିଜ୍ କ୍ଲିନ ସୁଇପ ନିକଟତର ଭାରତ
କିଙ୍ଗ୍ଷ୍ଟନ,୨।୯: ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ସିରିଜ୍ କ୍ଲିନ ସୁଇପ କରିବାର ନିକଟତର ହୋଇଛି। ପ୍ରଥମ ଇନିଂସରେ ଭାରତ ୪୧୬ ରନ୍ କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୧୧୭ ରନ୍ରେ ସୀମିତ ରହିଥିଲା। ୨୯୯ ରନ୍ର ଅଗ୍ରଣୀ ସତ୍ତ୍ୱେ…
Archives


