ନୋବେଲ ଇତିହାସରେ ବିରଳ ପରମ୍ପରା
”ଡେନ୍ମାର୍କର ପଦାର୍ଥ ବିଜ୍ଞାନୀ ନେଲ୍ସ ବୋର୍ ‘ପରମାଣୁର ଗଠନ ଓ ବିକିରଣ’ ସମ୍ପର୍କରେ ଗବେଷଣାକରି ୧୯୨୨ ମସିହାରେ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ନୋବେଲ ପୁରସ୍କାର ପ୍ରାପ୍ତ ହୋଇଥିଲାବେଳେ ୧୯୭୫ ମସିହାରେ ତାଙ୍କର ସୁଯୋଗ୍ୟ ପୁତ୍ର ଆଜେ ବୋର୍ ସେହି ପଦାର୍ଥ ବିଜ୍ଞାନରେ…
କାର୍ଯ୍ୟକାରୀ ହେଲା ସଂଶୋଧିତ ଗାଇଡ୍ଲାଇନ୍:ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବଣ୍ଟା ହେଲା ଛତୁଆ
ଭୁବନେଶ୍ୱର, ୨ା୯(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଉନ୍ନତମାନର ଛତୁଆ ଯୋଗାଇଦେବା ଉଦ୍ଦେଶ୍ୟରେ ସଂଶୋଧିତ ଗାଇଡ୍ ଲାଇନ୍ କାର୍ଯ୍ୟକାରୀ ହୋଇଛି। ଏହି କ୍ରମରେ ରବିବାର ରାଜ୍ୟର…
ଗଣେଶ ଚତୁର୍ଥୀ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨।୯: ସାରା ଦେଶରେ ସୋମବାର ଗଣେଶ ଚତୁର୍ଥୀ ପାଳନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କୋବିନ୍ଦ ଟୁଇଟ୍ କରି ‘ଗଣପତି ବାପ୍ପା ମୋରୟା’ ଲେଖି ଶୁଭେଚ୍ଛା ଜଣାଇବା ସହ ସମସ୍ତ…
ହଜି ଯାଉଛିି ଶୈଶବ : ବହିବସ୍ତାନି କାନ୍ଧରେ ପରିବାର ବୋଝ
ପୁରୀ ଅଫିସ,୨ା୯: ଶିଶୁ ଦେଶର ଭବିଷ୍ୟତ। ଶିଶୁ ହସିଲେ ଦେଶ ହସିବ। ହେଲେ ଏବେ ଶିଶୁଙ୍କ କାନ୍ଧରେ ବହିବସ୍ତାନି ବଦଳରେ ପରିବାର ବୋଝ ଲଦି ହୋଇଯାଉଛି। ଫଳରେ ହଜିଯାଉଛି ତାଙ୍କର ହସ, ଲିଭିଯାଉଛି ଆଶା ଓ ଆକାଂକ୍ଷା। ସ୍ବପ୍ନ ସବୁ ମଉଳି…
ଆଜି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଭୋଗ ଲଗାନ୍ତୁ, ମିଳିବ ମହାବରଦାନ
ଆଜି ସାରା ଦେଶରେ ଗଣେଶ ଚତୁର୍ଥୀ ବହୁ ଧୂମ୍ଧାମ୍ ପାଳନ କରାଯାଉଛି। ପ୍ରଭୁ ଗଣେଶଙ୍କ ଆବାହନ ଲାଗି ଚାରିଆଡେ ଭିଡ ଜମିଛି। ତେବେ ରାଶି ଅନୁସାରେ ଗଣେଶଙ୍କୁ ଭୋଗ ଲଗାଇଲେ ମନସ୍କାମନା ପୂରଣ ହେବ ବୋଲି ବିଧି ଅଛି। ଜାଣନ୍ତୁ କେଉଁ…
ପୁରୀରେ ହେବ ଟ୍ରାଫିକ ନିୟମ କଡାକଡି
ପୁରୀ ଅଫିସ,୨ା୯ : ରାଜ୍ୟରେ ନୂତନ ମୋଟର ଯାନ ଆଇନ ୨୦୧୯ ରବିବାର ଠାରୁ ଲାଗୁ କରାଯାଇଛି। କେନ୍ଦ୍ର ସରକାର ମୋଟର ଯାନ ଆଇନ ୧୯୮୮କୁ ସଂଶୋଧନ କରିଛନ୍ତି। ହେଲମେଟ ପରିଧାନ ନକଲେ, ସିଟ୍ ବେଲ୍ଟ ନ ବାନ୍ଧିଲେ ଏଣିକି ଜରିମାନା…
ମୋ’ବସ୍ରେ ମାଗଣା ଖବରକାଗଜ : ଆଗାମୀ ଦିନରେ ମିଳିବ ଦୂରଭାଷ ପାଠାଗାର ସୁବିଧା
ଭୁବନେଶ୍ୱର,୨ା୯(ବ୍ୟୁରୋ) : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦ୍ୱାରା ପରିଚାଳିତ ‘ମୋ ବସ୍’ ସେବାରେ ନୂଆ ବ୍ୟବସ୍ଥା ଯୋଡିହୋଇଛି। ବ୍ୟସ୍ତ ଜୀବନଶୈଳୀ ଭିତରେ ଲୋକେ ଖବରକାଗଜ ପଢ଼ିପାରୁନାହାନ୍ତି। ତେବେ ମୋ ବସ୍ ଯାତ୍ରାବେଳେ ଦୈନିକ ଲୋକଙ୍କୁ ମାଗଣା ଖବରକାଗଜ ପଢ଼ିବାର…
ମାନବିକ ସଙ୍କଟ ଆଶଙ୍କା
ନୂଆଦିଲ୍ଲୀ,୨ା୯: ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଶନିବାର ପ୍ରକାଶିତ ଚୂଡ଼ାନ୍ତ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)ରୁ ୧୯ ଲକ୍ଷରୁ ଊର୍ଦ୍ଧ୍ୱ ଜଣଙ୍କୁ ଅଯୋଗ୍ୟ ଦର୍ଶାଯାଇ ବାଦ୍ ଦିଆଯାଇଛି। ବେଆଇନ ଭାବେ ରହୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରିବା ଏହାର ଉଦ୍ଦେଶ୍ୟ ବୋଲି ଏନ୍ଆର୍ସି ପକ୍ଷରୁ ଦାବି…
କୁଳଭୂଷଣଙ୍କୁ ଆଜି ମିଳିବ କୂଟନୈତିକ ସହାୟତା
ଇସ୍ଲାମାବାଦ,୨ା୯ପି.ଟି.): ପାକିସ୍ତାନରେ ବନ୍ଦୀ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଇସ୍ଲାମାବାଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଜରିଆରେ ଆଇନଗତ ସହାୟତା ଯୋଗାଇଦେବ ବୋଲି ରବିବାର ଘୋଷଣା କରିଛି। କନ୍ସୁଲାର ସମ୍ପର୍କିତ ଭିଏନା ଚୁକ୍ତିନାମା, ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ…
ମାଳଦ୍ୱୀପରେ କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍
ନୂଆଦିଲ୍ଲୀ,୨ା୯:ମାଳଦ୍ୱୀପ ପାର୍ଲାମେଣ୍ଟରେ ରବିବାର ଅନୁଷ୍ଠିତ ଚତୁର୍ଥ ଦକ୍ଷିଣ ଏସିଆ ବାଚସ୍ପତି ସମ୍ମିଳନୀରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଏହାକୁ ନେଇ ହଟ୍ଟଗୋଳ ହୋଇଛି। ସମିଟ୍ରେ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍ଡିଜି) ଉପରେ ଆଲୋଚନା ଚାଲିଥିବାବେଳେ ପାକ୍ ଉପବାଚସ୍ପତି କାସିମ୍ ସୁରି ୩୭୦…
ଟେକ୍ସାସ୍ରେ ଗୁଳି: ୭ ମୃତ
ହଷ୍ଟନ,୨ା୯(ପି.ଟି.): ଆମେରିକାର ଟେକ୍ସାସରେ ଗୁଳିକାଣ୍ଡ ଘଟି ୭ ଜଣ ନିହତ ହୋଇଥିବାବେଳେ ୨୧ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ଟ୍ରାଫିକ୍ ଅଧିକାରୀମାନେ ଅଟକାଇବା ପରେ ସେ ଆଖିବୁଜା ଗୁଳି ଚଳାଇଥିଲା। ମିଡ୍ଲ୍ୟାଣ୍ଡ ଏବଂ ଓଡେସା ସହରରେ ଏହି ଗୁଳିକାଣ୍ଡ ଘଟିଛି। ପୋଲିସ ଗୁଳିରେ ବନ୍ଧୁକଧାରୀ…
ଆଇଏସ୍ଆଇଠାରୁ ଟଙ୍କା ନେଇଛି ଭାଜପା
ଭୋପାଳ,୨ା୯: ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍ଆଇଠାରୁ ଭାଜପା ଓ ବଜରଙ୍ଗ ଦଳ ଟଙ୍କା ନେଇଥିବା ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ସଭା ସଦସ୍ୟ ଦିଗ୍ବିଜୟ ସିଂ ଅଭିଯୋଗ କରିଛନ୍ତି। ତାଙ୍କର ଏହି ଚାଞ୍ଚଲ୍ୟକର ବୟାନ ଗୈରିକ ଦଳରେ ହଇଚଇ ସୃଷ୍ଟି…
Archives


