Home Left

ଶିରୀନ୍‌ ହେବେ ଆମେରିକା ବିଚାରପତି

ଓ୍ବାଶିଂଟନ,୨ା୯(ପି.ଟି.): ଭାରତୀୟ ବଂଶୋଦ୍ଭବ ଆଟର୍ନି ଶିରୀନ୍‌ ମାଥ୍ୟୁସ୍‌ ଆମେରିକାର ଏକ ଜିଲା କୋର୍ଟ ବିଚାରପତି ହେବାକୁ ଯାଉଛନ୍ତି। କାଲିଫର୍ନିଆ ସଦର୍ନ ଜିଲା କୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କୁ ମନୋନୀତ କରିଛନ୍ତି। ସଦର୍ନ ଜିଲାରେ ସଂଘୀୟ ବିଚାରପତି ହେବାରେ…

କଂଗ୍ରେସ ବିଧାୟକଙ୍କ ବେଡରୁମ୍‌ ଟିକ୍‌ଟକ୍‌ ଭିଡିଓ ଭାଇରାଲ୍‌

ପାଟନା,୨।୯:ବିହାର ଜମୁଇର କଂଗ୍ରେସ ବିଧାୟକ ସୁଧୀର କୁମାର ଏବଂ ତାଙ୍କ ସ୍ତ୍ରୀଙ୍କ ବେଡରୁମ୍‌ ଟିକ୍‌ଟକ୍‌ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ଏନେଇ ଥାନାରେ ଏକ ମାମଲା ରୁଜୁ କରି ତାଙ୍କ ବିରୋଧରେ ଷଡଯନ୍ତ୍ର କରାଯାଇଥିବା ସୁଧୀର କହିଛନ୍ତି। ସୂଚନାଯୋଗ୍ୟ, ଜମୁଇର…

ଆରମ୍ଭ ହେଲା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରବିବାରଠାରୁ ଲାଗୁ କରାଯାଇଛି। ଏହି ନୂଆ ବ୍ୟବସ୍ଥା ଅନୁଯାୟୀ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ…

ମେଗା ମିଲିଅନ ଭୋଟର ତାଲିକା ଯାଞ୍ଚ ପ୍ରକ୍ରିୟାର ଶୁଭାରମ୍ଭ

ଯାଜପୁର ଅଫିସ,୨ା୯: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରବିବାର ଭୋଟର ତାଲିକା ଯାଞ୍ଚ ପ୍ରକ୍ରିୟା ପାଇଁ ମେଗା ମିଲିଅନ ଲଞ୍ଚ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ରଞ୍ଜନ କୁମାର ଦାସ ଏହାକୁ ଉଦଘାଟନ କରି ଠିକ ଓ ନିର୍ଭୁଲ ତାଲିକା ପ୍ରଣୟନ…

୭୫ ମିଟର ଭିତରେ ସୀମିତ ରହିବ ଉଚ୍ଛେଦ

ପୁରୀ ଅଫିସ,୨ା୯ : ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ କରାଯିବ। ଏହି ପରିସୀମା ମଧ୍ୟରେ ଥିବା ମଠ ଓ ମନ୍ଦିରର ଗାଦିଘର ଏବଂ ଦେବଦେବୀଙ୍କ…

୫ ପର୍ଯ୍ୟନ୍ତ ବର୍ଷା : ଆଜି ୫ ଜିଲାକୁ ଅରେଞ୍ଜ, ୧୫କୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆଜି ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବା ସହ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ।…

ନିଯୁକ୍ତିରେ ଜାଲିଆତି ଅଭିଯୋଗ, ନିରପେକ୍ଷ ତଦନ୍ତ ଦାବି

ବରୀ,୨ା୯(ସ୍ବ.ପ୍ର) : ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟରେ କର୍ମଚାରୀ ନିଯୁକ୍ତିରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଆସୁଛି। ଏହି ଅଭିଯୋଗ ଜିଲାପାଳଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ ନିକଟରେ ମଧ୍ୟ ହୋଇଛି। ନିରପେକ୍ଷ ତଦନ୍ତ କରାଗଲେ କର୍ମଚାରୀ…

ୟେମେନ ଜେଲକୁ ସୌଦିର ଟାର୍ଗେଟ: ବୋମାମାଡ଼ରେ ଶତାଧିକ ଯୁଦ୍ଧବନ୍ଦୀ ନିହତ

ସନା,୨ା୯(ଏଏଫ୍‌ପି): ହଉତି ବିଦ୍ରୋହୀଙ୍କ ଦଖଲରେ ଥିବା ୟେମେନର ଧମାରସ୍ଥିତ ଏକ ଜେଲକୁ ସୌଦି ନେତୃତ୍ୱାଧୀନ ସେନା ରବିବାର ଟାର୍ଗେଟ କରିଛି। ଆକାଶମାର୍ଗରୁ ବୋମାମାଡ଼ କରାଯିବା ଫଳରେ ଶତାଧିକ ଯୁଦ୍ଧବନ୍ଦୀ ନିହତ ହୋଇଛନ୍ତି। ଏହାକୁ ସାମରିକ ମେଣ୍ଟର ସବୁଠୁ ଘାତକ ଆକ୍ରମଣ ବୋଲି…

ଅର୍ଥନୀତି ନେଇ ମୁହଁ ଖୋଲିଲେ ମନମୋହନ ସିଂହ: ତ୍ରୁଟିପୂର୍ଣ୍ଣ ପରିଚାଳନାରୁ ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨ା୯: ଦେଶର ଅର୍ଥନୀତି ଏବେ ଚିନ୍ତାଜନକ ସ୍ଥିତିରେ ରହିଛି। ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁ ଅର୍ଥନୀତି ମାନ୍ଦାବସ୍ଥାର ବୁଢ଼ିଆଣି ଜାଲରେ ଛନ୍ଦି ହୋଇଯାଇଛି ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂହ କହିଛନ୍ତି। ମନମୋହନଙ୍କ କହିବାନୁଯାୟୀ, ଦେଶର…

ତୁଟୁନି ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ : ସମାଧାନ ପରିବର୍ତ୍ତେ ବ୍ୟକ୍ତିଗତ ସ୍ବାର୍ଥକୁ ଗୁରୁତ୍ୱ, ବନ୍ଦ ହେବାକୁ ବସିଛି କଳିଙ୍ଗନଗର କାରଖାନା

ଯାଜପୁର ଅଫିସ/ସୁକିନ୍ଦା(ଡି.ଏନ.ଏ.),୨ା୯: ଦୁର୍ନୀତିର ଚେର ଓପାଡି ସ୍ବଚ୍ଛ ଓ ପାରଦର୍ଶୀ ପ୍ରଶାସନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତାରେ ହେଉଥିବା ଅନିୟମିତତା ଓ ଦୁର୍ନୀତିର ତଦନ୍ତ ତଥା କାର୍ଯ୍ୟାନୁଷ୍ଠାନ ପାଇଁ ୫-ଟି ଆଇନ କାର୍ଯ୍ୟକାରୀ…

ବର୍ଷକ ମଧ୍ୟରେ ହୋଇନି ନୂତନ କାର୍ଯ୍ୟ

ଯାଜପୁର ଟାଉନ,୨ା୯(ଡିଏନଏ) : ଯାଜପୁର ପୌର ପରିଷଦ ୨୦୧୮ରେ ୧୫୦ବର୍ଷ ପୂର୍ତ୍ତି ପାଳନ କରିଛି। ମାତ୍ର ଏବେବି ସହରର ବିଭିନ୍ନ ସ୍ଥାନରେ ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଥିବା ଜଣାପଡ଼ିଛି। ସହରର ୧୫୦ବର୍ଷ ପୂର୍ତ୍ତି ପାଳନ ସମୟରେ ବିଭିନ୍ନ କାର୍ଯ୍ୟ ହାତକୁ…

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ ଏଠାରେ ଶତକଡା ୯୨ଭାଗ ଛାତ୍ରୀଛାତ୍ର ଦଳିତ ବୋଲି ଜଣାଯାଇଛି। ହରିଜନ ଓ ଆଦିବାସୀ ପିଲାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri