Home Left

ପରିବାରର ୪ ସଦସ୍ୟଙ୍କୁ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା,ସୁନାଗହଣା

ଆଳି,୩୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଭରତପୁର ଗ୍ରାମର ହାଡ଼ିବନ୍ଧୁ ସାହୁଙ୍କ ଘରେ ଡକାୟତି କରିବା ସହ ଘରର ସଦସ୍ୟଙ୍କୁ ଡକାୟତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ସମସ୍ତେ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ, ଗୁରୁବାର…

ଭାଜପା ପକ୍ଷରୁ ୪୯ ନଂ. ଜାତୀୟ ରାଜପଥ ଅବରୋଧ : ଯାନବାହନ ଚଳାଚଳ ବ୍ୟାହତ

ଦେବଗଡ଼,୩୦।୮(ଡି.ଏନ୍‌.ଏ.) : ଦେବଗଡ଼ ସହର ଦେଇଯାଇଥିବା ୪୯ ନଂ. ଜାତୀୟ ରାଜପଥ ଶୋଚନୀୟ ହୋଇପଡ଼ିଥିବାରୁ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏନେଇ ପ୍ରଶାସନଙ୍କୁ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ତେଣୁ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରହୀଙ୍କ ନେତୃତ୍ୱରେ…

ରିିଲିଜ୍‌ ହେଲା ‘ସାହୋ’,ଫିଲ୍ମ ହଲ୍‌ରେ ଜମୁଛି ଭିଡ

ଅପେକ୍ଷାର ଅନ୍ତ ଘଟିଛି। ବାଳୁବଳୀ ଷ୍ଟାର ପ୍ରଭାସ ଓ ଶ୍ରଦ୍ଧା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ସାହୋ’ ଫିଲ୍ମ ଫ୍ରାଇଡେରେ ରିଲିଜ୍‌ ହୋଇଛି। ୩୫୦ କୋଟି ଟଙ୍କାରେ ନିର୍ମିତ ଏହି ଫିଲ୍ମଟି ବକ୍ସଅଫିସ୍‌ରେ ସୁପରହିଟ୍‌ ହେବା ଆଶା କରାଯାଉଛି। ପ୍ରଥମ ଦିନରେ ୧୫-୧୬କୋଟି…

ସରପଞ୍ଚ, ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ,୩୦।୮: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ସରପଞ୍ଚ ଓ ସେବା ସମବାୟ ସମିତିର ସମ୍ପାଦକଙ୍କ ଘରେ ଶୁକ୍ରବାର ସକାଳୁ ବାଲେଶ୍ୱର ଭିଜିଲାନ୍ସର ଏକ ଟିମ୍‌ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି। ସଙ୍ଗୀତା ଖଣ୍ଡେଇ ତେସିଙ୍ଗା…

‘ଗୁଞ୍ଜନ ସକ୍ସେନା-ଦି କାର୍‌ଗିଲ ଗର୍ଲ’ରେ ଜାହ୍ନବୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ‘ଗୁଞ୍ଜନ ସକ୍ସେନା-ଦି କାର୍‌ଗିଲ ଗର୍ଲ’ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି। କାର୍‌ଗିଲ ଯୁଦ୍ଧରେ ସାମିଲ ହୋଇଥିବା ଭାରତୀୟ ବାୟୁସେନାର ପ୍ରଥମ ମହିଳା ଅଫିସରଙ୍କ ଜୀବନୀକୁ ଭିତ୍ତିକରି ଫିଲ୍ମ ନିର୍ମାଣ ହୋଇଥିବା ନିର୍ମାତା ଘୋଷଣା…

ସିଂହ ଖାଉଛି ଘାସ

ନୂଆଦିଲ୍ଲୀ: ସିଂହ ଘାସ ଖାଇବା କେବେ ଦେଖିଛନ୍ତି କି? ଗୁଜରାଟର ଅମ୍‌ରେଲି ଜିଲାର ଖାମ୍ବା ଜଙ୍ଗଲରେ ଗୋଟିଏ ସିଂହ ଘାସ ଖାଉଥିବାର ଭିଡିଓ ଭାଇରାଲ ହୋଇଛି। ଏଥିରେ ସିଂହଟି ଘାସକୁ ଚୋବାଇ ଖାଉଥିବାର ଦୃଶ୍ୟ ଦେଖାଯାଉଛି। ସିଂହ ଏକ ମାଂସାଶୀ ପ୍ରାଣୀ…

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ, ୩୦-୮(ପି.ଟି.): ବିଭିନ୍ନ ହାଇକୋର୍ଟର ୪ ମୁଖ୍ୟ ବିଚାରପତିଙ୍କ ସୁପ୍ରିମକୋର୍ଟକୁ ପଦୋନ୍ନତି ନେଇ କେନ୍ଦ୍ର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ସୁପ୍ରିମକୋର୍ଟର କଲେଜିୟମ ଏହାକୁ ଗୁରୁବାର ସ୍ବୀକୃତି ପ୍ରଦାନ କରିଛନ୍ତି। ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟନ୍‌, ପଞ୍ଜାବ ଓ…

ସୁସ୍ଥ ଭବିଷ୍ୟତ ଆଡ଼କୁ ଭାରତ

ନୂଆଦିଲ୍ଲୀ,୩୦-୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ରଙ୍ଗାରଙ୍ଗ ଉତ୍ସବରେ ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ’ର ଶୁଭାରମ୍ଭ କରିଛନ୍ତି। ଭାରତକୁ ସୁସ୍ଥ ଭବିଷ୍ୟତ ଆଡ଼କୁ ଆଗେଇନେବାରେ ଏହା ସମୟର ଆବଶ୍ୟକତା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଯୁକ୍ତିର ବିକାଶ ଯୋଗୁ ଜୀବନଶୈଳୀ ଶାରୀରିକ ଶ୍ରମହୀନ ହୋଇପଡିଛି।…

ଆଜି ‘କଶ୍ମୀର ଆଓ୍ବାର୍‌’ ପାଳିବ ପାକିସ୍ତାନ

ଇସ୍‌ଲାମାବାଦ, ୩୦-୮(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଆହ୍ବାନକ୍ରମେ ସେଠାରେ ଶୁକ୍ରବାର ‘କଶ୍ମୀର ଆଓ୍ବାର୍‌’ ପାଳନ କରାଯିବ। ପାକିସ୍ତାନର ଖେଳାଳି, କଳାକାର ଓ ବିଭିନ୍ନ ବର୍ଗର ଲୋକ ମଧ୍ୟାହ୍ନ ୧୨ରୁ ୩ ମିନିଟ୍‌ ଲାଗି ଛିଡ଼ାହୋଇ କଶ୍ମୀରବାସୀଙ୍କ ଲାଗି ଏକ ହେବା…

ଚିଲିକା ପାଇଁ ବିପଦ ମାଲେସିଆ ଜାହାଜ : ମିଳୁନି ଆବଶ୍ୟକ ସୁରକ୍ଷା, ବାହାରିପାରୁନି ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୩୦।୮(ଡି.ଏନ୍‌.ଏ.) : ଚିଲିକା ପାଇଁ ଦିନକୁ ଦିନ ବିପଦ ସୃଷ୍ଟିକରୁଛି ମାଲେସିଆ ଜାହାଜ। ଜାହାଜରୁ ତେଲ କାଢ଼ିବା ଜରୁରୀ ହୋଇପଡ଼ିଥିବାବେଳେ ଜିଲା ପ୍ରଶାସନ ଚେଷ୍ଟା ଜାରି ରଖିଛି। ମାତ୍ର ୬ଦିନ ଧରି ତେଲ କାଢ଼ିବା ଲାଗି ଚେଷ୍ଟା କରାଯାଉଥିଲେ ବି ସଫଳତା…

ଇମ୍ରାନ୍‌ଙ୍କ ଅଫିସ ଉପରେ ଆଇଇଏସ୍‌ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଧମକ

ଇସ୍‌ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉପରେ ଇସ୍‌ଲାମାବାଦ ଇଲେକ୍ଟ୍ରିକ୍‌ ସପ୍ଲାଇ କମ୍ପାନୀ (ଆଇଇଏସ୍‌ସିଓ)ର ୪୧ ଲକ୍ଷ ଟଙ୍କା ବାକି ରହିଛି। ଉକ୍ତ…

‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’

ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ ପାକିସ୍ତାନ ଦେଉଥିବା ଅତ୍ୟନ୍ତ ଦାୟିତ୍ୱହୀନ ମନ୍ତବ୍ୟକୁ ନିନ୍ଦା କରାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri