ଆଜି ମେଡିକାଲ କାଉନ୍ସେଲିଂ
ଭୁବନେଶ୍ୱର,୩୦-୮(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜରେ ଖାଲିଥିବା ଏମ୍ବିବିଏସ୍ ସିଟ୍ଗୁଡ଼ିକ ଲାଗି ଶୁକ୍ରବାର ପୁଣି ଥରେ କାଉନସେଲିଂ ହେବ। ୧୦ଟି ଏମ୍ବିବିଏସ୍ ସିଟ୍ରେ ନାମଲେଖା ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି କାଉନସେଲିଂରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭିନ୍ନ…
ପକ୍କାଘର: ପୂରଣ ହୋଇପାରୁନି ଧାର୍ଯ୍ୟଲକ୍ଷ୍ୟ
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟରେ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ଯୋଗାଇ ଦିଆଯିବ ପକ୍କାଘର। ୨୦୧୯ ଡିସେମ୍ବର ସୁଦ୍ଧା ରାଜ୍ୟ ସରକାର ଏବଂ ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଦେବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରତିବର୍ଷ ୫ ଲକ୍ଷ ପକ୍କାଘର ନିର୍ମାଣ କରିବାକୁ ବିଜେଡି…
ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦: ଧୋନୀଙ୍କୁ ସ୍ଥାନ ମିଳିଲାନି, ହାର୍ଦ୍ଦିକ ଫେରିଲେ
ନୂଆଦିଲ୍ଲୀ, ୩୦।୮ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ୩ ମ୍ୟାଚ୍ବିଶିଷ୍ଟ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ଭାରତୀୟ କ୍ରିକେଟ୍ ଦଳ ଘୋଷଣା କରାଯାଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ…
ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ
ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ ବୋଲି ରିପୋର୍ଟରେ କୁହାଯାଇଛି। ଏଥିରୁ ବାହାରି ଆସିବାକୁ ହେଲେ ବଡ଼ ଧରଣର ସଂସ୍କାର ଜରୁରୀ…
ସୁନା ରେକର୍ଡ ୪୦ ହଜାର ଟପିଲା
ନୂଆଦିଲ୍ଲୀ,୩୦-୮: ସୁନା ଦର ଗୁରୁବାର ପ୍ରତି ୧୦ ଗ୍ରାମ୍ ୨୫୦ ଟଙ୍କା ବୃଦ୍ଧି ପାଇ ରେକର୍ଡ ୪୦ ହଜାର ଟଙ୍କା ଟପିଛି। ଅଲ୍ ଇଣ୍ଡିଆ ସର୍ରାଫା ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁରୁବାର ସୁନା ଦର ୪୦,୨୨୦ ଟଙ୍କାରେ କାରବାର ବନ୍ଦ ହୋଇଛି।…
ମୂର୍ତ୍ତି ପରେ ଘରେ ପହଞ୍ଚୁଛି ଚାଇନା ଧୂପବତି;ସଙ୍କଟରେ ଭାରତୀୟ ଘରୋଇ ଉଦ୍ୟୋଗ
ନୂଆଦିଲ୍ଲୀ,୩୦-୮: ଭାରତୀୟ ଘରେ ଏବେ ମୂର୍ତ୍ତି ପରେ ଚାଇନା ନିର୍ମିତ ଧୂପବତି ପହଞ୍ଚତ୍ବାରେ ଲାଗିଛି। ଏହା ଏବେ ଏଭଳି ସ୍ଥିତିରେ ପହଞ୍ଚତ୍ଲାଣି ଯେ, ଦେଶର ଘରୋଇ ଅଗରବତୀ ଶିଳ୍ପ ସଙ୍କଟ ଘେରକୁ ଆସିଗଲାଣି। ଚାଇନାରୁ ଧୂପବତି ଆମଦାନୀ ବହୁ ହଜାର ଗୁଣା…
ଦୀର୍ଘାୟୁ ହେବା ପାଇଁ କରନ୍ତୁ ଏପରି…
ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ ଦୀର୍ଘ ହୋଇଥାଏ। ପ୍ରତିଦିନ ପ୍ରାୟ ୬ଟା ଭିତରେ ଉଠିବାକୁ ଚେଷ୍ଟା କରିବା ବେଶ୍ ଭଲ।…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି କି…
ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା ସହିତ କିଛି ସମୟ ଚାଲିବାକୁ ପଡିବ। ଏହାଦ୍ୱାରା ଓଜନ କମିଯାଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ପ୍ରତିଦିନ ମାତ୍ର ୧ ଘଣ୍ଟା ହସନ୍ତୁ,ମିଳିବ ଏହିସବୁ ଫାଇଦା
ହସିବାକୁ ଅନେକ ରୋଗର ମହୌଷଧି ବୋଲି କୁହାଯାଏ। ହସିବା ଦ୍ୱାରା ଶରୀରର ମାଂସପେଶୀ, ଚକ୍ଷୁ, ହୃତ୍ପିଣ୍ଡ ଏବଂ ମସ୍ତିଷ୍କ ସୁସ୍ଥ ରହିଥାଏ। ୟୁନିଭରସିଟି ଅଫ୍ ମେରିଲାଣ୍ଡ୍ଠାରେ .େହାଇଥିବା ଗବେଷଣା ଅନୁସାରେ, ମନଖୋଲି ହସୁଥିବା ଲୋକଙ୍କର ରକ୍ତସଞ୍ଚାଳନ ଅନ୍ୟମାନଙ୍କ ତୁଳନାରେ ଠିକ୍ ଢ଼ଙ୍ଗରେ…
ପ୍ରମୋଦଙ୍କୁ କ୍ରୀଡ଼ା, ଶ୍ରୀମତୀଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ଭୁବନେଶ୍ୱର, ୨୯।୮(ସ୍ପୋଟର୍ସ ବ୍ୟୁରୋ)- ଜାତୀୟ କ୍ରୀଡ଼ା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ କ୍ରୀଡ଼ା ସାହସିକତା ଓ ସମାଜସେବା ପୁରସ୍କାର ପ୍ରଦାନ କରିଛନ୍ତି। କ୍ରୀଡ଼ା ପାଇଁ…
ଦୀପା ଖେଳରତ୍ନରେ ସମ୍ମାନିତ, ପୁନିଆ ଅନୁପସ୍ଥିତ, ପ୍ରମୋଦ ପାଇଲେ ଅର୍ଜୁନ ପୁରସ୍କାର
ନୂଆଦିଲ୍ଲୀ, ୨୯ା୮(ପି.ଟି.)-ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଗୁରୁବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପାରା ଅଲିମ୍ପିକ ରୌପ୍ୟ ବିଜୟିନୀ ଦୀପା ମଲିକ ପ୍ରଥମ ଭାରତୀୟ ପାରାଆଥଲେଟ ହିସାବରେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ଜାତୀୟ ଖେଳରତ୍ନ ପୁରସ୍କାର ପାଇଛନ୍ତି।…
ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଦରମାରେ ଖର୍ଚ୍ଚ ନ କରି ଜଙ୍ଗଲ ସୃଷ୍ଟି କର, କାମ୍ପା ପାଣ୍ଠିରେ ରାଜ୍ୟକୁ ମିଳିଲା ୫୯୩୪ କୋଟି
ଭୁବନେଶ୍ୱର, ୨୯।୮ (ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା(କାମ୍ପା) ପାଇଁ ଜାତୀୟ କ୍ଷତିପୂରକ ବନୀକରଣ ଜମା ରାଶିରୁ କେନ୍ଦ୍ର ସରକାର ଓଡିଶା ଅଂଶଧନ ୫୯୩୩.୯୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଗୁରୁବାର ନୂଆଦିଲ୍ଲୀଠାରେ ପରିବେଶ ଭବନଠାରେ ଅନୁଷ୍ଠିତ ରାଜ୍ୟ ଜଙ୍ଗଲ…
Archives


