ନାବାଳକଙ୍କୁ ସାବାଳକ କଲା ପୋଲିସ
ଭୁବନେଶ୍ୱର, ୧୧ା୮(ବ୍ୟୁରୋ): ପୋଲିସର ଖାମଖିଆଲି ତଦନ୍ତ ପାଇଁ ଦୋଷୀ ଖସି ଯାଉଥିବାବେଳେ ଅନେକ ନିର୍ଦ୍ଦୋଷ ସଜା କାଟୁଥିବା ନଜିର ରହିଛି। ଏଭଳି କାର୍ଯ୍ୟଧାରାକୁ ନେଇ ଓଡ଼ିଶା ପୋଲିସ ବାରମ୍ବାର ନିନ୍ଦିତ ହେଉଛି। ଏବେ ଖୋଦ୍ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ ଏମିତି…
କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ
ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ ଓ…
ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ
ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା ଶେଷ କରାଯାଇଛି। ଫଳରେ ପୁଣି କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଉଜ୍ଜୀବିତ ହୋଇଛି। ପ୍ରଶାସନ ଓ…
ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ
ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକସ୍ଥିତ ବିଜେଡି କାର୍ଯ୍ୟାଳୟରେ ସେ ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି। ତାଙ୍କ ଦଳୀୟ…
ହାଇଦ୍ରାବାଦ ଓପନ୍: ଫାଇନାଲରେ ସୌରଭ, ଅଶ୍ୱିନୀ-ସିକ୍କି
ହାଇଦ୍ରାବାଦ, ୧୧ା୮ (ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଚାଲିଥିବା ହାଇଦ୍ରାବାଦ ଓପନ୍ ବିଡବ୍ଲ୍ୟୁଏଫ୍ ଟୁର୍ ସୁପର୍-୧୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ମହିଳା ଡବଲ୍ସରେ ଟପ୍ ସିଡ୍ ଅଶ୍ୱିନୀ ପୋନାପ୍ପା ଓ ଏନ୍.…
ମିଅଁ।ଦାଦ୍ଙ୍କ ୨୬ ବର୍ଷର ରେକର୍ଡ ଭାଙ୍ଗିପାରନ୍ତି କୋହଲି
ପୋର୍ଟ ଅଫ୍ ସ୍ପେନ, ୧୧ା୮- ଭ୍ରମଣକାରୀ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ରବିବାର ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଦିନିକିଆ ସିରିଜର ୨ୟ ମ୍ୟାଚ୍ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ…
ରାସ୍ତାରେ ଜଗି ବସିଛି ବିପଦ
ଆରଡ଼ି, ୧୧।୮ (ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦାସ୍ଥିତ ୨୦ ନମ୍ବର ଜାତୀୟ ରାଜପଥରେ ବିପଦ ଜଗି ବସିଛି। ଏହି ରାସ୍ତାରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଏ.ବି. ସୁଇଚ୍ ଲଗାଯାଇଛି। ଶୈବପୀଠ ବ୍ୟତୀତ ଆରଡ଼ି, ନାନ୍ଦପୁର ପଞ୍ଚାୟତର ପ୍ରାୟ…
ଭିତ୍ତିଭୂମି ନାହିଁ, ନଁ। କୁ ଆଦର୍ଶ ବିଦ୍ୟାଳୟ
ବହଳଦା,୧୧ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲାର ସୀମାନ୍ତବର୍ତ୍ତୀ ଆଦିବାସୀ ଅଧ୍ୟୁଷିତ ତିରିଂ ବ୍ଲକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ହୋଇ ରହିଛି। ଏହି ଅଞ୍ଚଳରେ ଶିକ୍ଷାର ପ୍ରସାର ଲାଗି ୪ ବର୍ଷ ତଳେ ବଡଡାଳିମା (ମାକଡିଘାଟି)ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଆରମ୍ଭରୁ ଏହା…
ପର୍ଯ୍ୟଟନ କ୍ଷେତ୍ର କୁପାରୀକୁ ପ୍ରଦୂଷଣମୁକ୍ତ ଲାଗି ପ୍ରୟାସ : ଅଣ୍ଟା ଭିଡିଲେ ବିଭିନ୍ନ ସଙ୍ଗଠନ
ଖଇରା, ୧୧।୮(ଡି.ଏନ.ଏ.)-୧୯୯୯ ମସିହାରୁ କୁପାରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ମିଳିଛି ସତ, ହେଲେ ସେଭଳି କିଛି ଆଖିଦୃଶିଆ ପ୍ରଗତି ହୋଇପାରିନାହିଁ ା ଏଭଳିକି ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ପରିଚିତ ଏହି ପୀଠକୁ ପ୍ରଦ୍ୟୁଷଣ ମୁକ୍ତ କରିବା ପାଇଁ ସରକାରୀ ବା…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…
ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ମଦବହୁଳତା କମାଇବାରେ ଘିକୁଆଁରୀ ବା ଆଲୋଭେରା ରସ ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି…
ମଦ ପିଇବାକୁ ଟଙ୍କା ନ ଦେବାରୁ ଆକ୍ରମଣ : ମା,ଝିଅ ଗୁରୁତର
ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ କରିଛନ୍ତି।ଛୁରାମାଡ଼ରେ ଉଭୟ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…
ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା
ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ ୩୭ ଜଣ ପ୍ରତିଦ୍ୱନ୍ଦ୍ୱିତା କରିଥିବାବେଳେ ୧୫ ନିର୍ବାଚିତ ହେବେ। ନିର୍ବାଚିତ ସଦସ୍ୟଙ୍କ ମଧ୍ୟରୁ ସଭାପତି,…
Archives


