ଡ୍ରାଭିଡ୍ଙ୍କ ସ୍ଥାନରେ କୋଟାକ, ମହାମ୍ବ୍ରେ
ନୂଆଦିଲ୍ଲୀ,୨୯।୮: ପୂର୍ବତନ ସୌରାଷ୍ଟ୍ର ଅଧିନାୟକ ସିତାଂଶୁ କୋଟାକ ଓ ପୂର୍ବତନ ଭାରତୀୟ ସିମର ପାରସ ମହାମ୍ବ୍ରେ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍ଙ୍କ ସ୍ଥାନ ନେଇଛନ୍ତି। ଦୁହେଁ ଯଥାକ୍ରମେ ଭାରତ ଏ’ ଓ ୧୯ ବର୍ଷର କମ୍ ଭାରତୀୟ ଦଳର କୋଚ…
ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ କ’ଣ ହେବ ଫଳାଫଳ
ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଏବେ ପାକିସ୍ତାନ ବିଚଳିତ ହୋଇପଡିଛି। ଏହି ପ୍ରସ୍ତଙ୍ଗରେ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଦେଶର ସହାୟତା ମାଗୁଥିଲେ ମଧ୍ୟ ସବୁଠି ନିରାଶ ହେଉଛି। ତେଣୁ କୌଣସି ଉପାୟ ନ ପାଇ ପରମାଣୁ ଯୁଦ୍ଧର ଧମକ…
ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର
ସାକ୍ଷୀଗୋପାଳ,୨୯।୮(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି । ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ବଦଳି ଆଦେଶ ବାତିଲ ଓ ଦୁଇବର୍ଷ ହେଲା ବିଦ୍ୟାଳୟରେ ଖାଲି…
ଧୋନୀଙ୍କ ପାଇଁ ପାଗଳ ସମର୍ଥକ: ଗାଡି ନମ୍ବର ପ୍ଲେଟରେ ଲେଖିରେ ନାଁ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ ବରଂ ବିଦେଶରେ ମଧ୍ୟ ଅଛନ୍ତି। ଯଦିଓ ଧୋନୀ ଏବେ କ୍ରିକେଟରୁ ଦୂରେଇ ଅଛନ୍ତି କିନ୍ତୁ ତାଙ୍କ ପ୍ରଶଂସକ ତାଙ୍କୁ ଏବେ ବି ପାଗଳଙ୍କ ଭଳି…
ଚିଦାମ୍ବରମଙ୍କ ଗିରଫ ଖୁସି ଖବର: ଇନ୍ଦ୍ରାଣୀ
ନୂଆଦିଲ୍ଲୀ,୨୯।୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଥିବା ବେଳେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ। ଚିଦାମ୍ବରମ ସିବିଆଇ ହାଜତରେ ଥିବା ବେଳେ ଆଇଏନ୍ଏକ୍ସ ମିଡିଆର ପୂର୍ବତନ ମାଲିକ ଇନ୍ଦ୍ରାଣୀ ମୁଖାର୍ଜୀ…
ଏହି କ୍ରିକେଟରଙ୍କ ପ୍ରେମରେ ପଡିଛନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ ସାରା
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବେ ଜଣେ କ୍ରିକେଟ୍ରଙ୍କ ପ୍ରେମରେ ପଡିଛନ୍ତି। ସେ ହେଉଛନ୍ତି ୧୯ ବର୍ଷୀୟ ଶୁଭମନ ଗିଲ୍। ସେ ଏବେ ଭାରତ ‘ଏ’ ପାଇଁ ଖେଳୁଛନ୍ତି। ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍ ମଧ୍ୟ ଖେଳିସାରିଛନ୍ତ…
ସ୍କୁଲରେ ଶୌଚାଳୟ ସଫା କରୁଛନ୍ତି ଛାତ୍ରୀଛାତ୍ର: ପ୍ରଶଂସା କଲେ ଜିଲାପାଳ
ଭୋପାଳ,୨୯।୮: ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଏକ ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ଶୌଚାଳୟ ସଫା କରୁଥିବା ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ବର୍ଗ ପକ୍ଷରୁ ଭିନ୍ନ ଭିନ୍ନ କମେଣ୍ଟ ଦିଆଯାଇଛି। ତେବେ ଏହାକୁ ଜିଲାପାଳ ତନଭୀ…
ଜାମାଇକା ହାଇ କମିଶନରଙ୍କ ସହ ଭାରତୀୟ ଦଳର ରାତ୍ରଭୋଜନ
କିଙ୍ଗ୍ଷ୍ଟନ(ଜାମାଇକା),୨୯।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ ଏବେ ଜାମାଇକାରେ ଅଛି। ସେଠାକାର ଭାରତୀୟ ହାଇ କମିଶନର ଏମ୍. ସେଭାଲା ନାଏକଙ୍କ ବାସଭବନରେ ବୁଧବାର ଭାରତୀୟ ଦଳର ସଦସ୍ୟମାନେ ରାତ୍ରଭୋଜନ କରିଛନ୍ତି। ଏ ନେଇ ବିସିସିଆଇ ପକ୍ଷରୁ ସୂଚନା…
ପୁଣି ସୌରମଣ୍ଡଳ ନବଗ୍ରହରେ ସାମିଲ୍ ହେଲା ପ୍ଲୁଟୋ
ଓ୍ବାଶିଂଟନ,୨୯।୮: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁଣିଥରେ ନବଗ୍ରହ ତାଲିକାରେ ପ୍ଲୁଟୋକୁ ସାମିଲ୍ କରାଯାଇଛି। ପୂର୍ବରୁ ୨୦୦୬ରେ ଏହା ସୌରମଣ୍ଡଳର ଗ୍ରହ ନୁହେଁ ବୋଲି ନାସା କହିଥିଲା। ଫଳରେ ସୌରମଣ୍ଡଳ ଗ୍ରହସଂଖ୍ୟା ୯ ପରିବର୍ତ୍ତେ ୮କୁ ହ୍ରାସ ପାଇଥିଲା।…
ସ୍ବାମୀଙ୍କ ସହ କାହିଁକି କାମ କରନ୍ତିନି ବିଦ୍ୟା
ମୁମ୍ବାଇ: ବଲିଉଡ୍ ଡାର୍ଟି ଗର୍ଲ ବିଦ୍ୟା ବଲାନ୍ଙ୍କ ସ୍ବାମୀ ସିଦ୍ଧାର୍ଥ ମଧ୍ୟ ବଲିଉଡ୍ର ଜଣେ ଭଲ ପ୍ରଯୋଜକ। ହେଲେ ନାୟିକା ଭାବେ ବିଦ୍ୟା ସିଦ୍ଧାର୍ଥଙ୍କ ସହ କାମ କରିବାକୁ ପସନ୍ଦ କରନ୍ତି ନାହିଁ। ତେବେ ଏହାର କାରଣ ସମ୍ପର୍କରେ ବିଦ୍ୟା ନିକଟରେ…
‘ମିଶନ ମଙ୍ଗଲ’କୁ ମହାରାଷ୍ଟ୍ର ସରକାରଙ୍କ ଉପହାର
ମୁମ୍ବାଇ: ବଲିଉଡ୍ ବକ୍ସ ଅଫିସରେ ହିଟ୍ ସାବ୍ୟସ୍ତ ହୋଇଛି ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’। ଏହା ଏବେ ୧୫୦ କୋଟି ଆୟ କରିଥିବା ବେଳେ ଆଗକୁ ମଧ୍ୟ ଭଲ ଆୟ କରିବ ବୋଲି କୁହାଯାଉଛି। ତେବେ…
୨ ବର୍ଷ ମଧ୍ୟରେ ଦେଶର ସମସ୍ତ ବିମାନ ବନ୍ଦରରେ ଲଗାଯିବ ବଡ଼ି ସ୍କାନର
ନୂଆଦିଲ୍ଲୀ,୨୯।୮: ଦେଶର ସମସ୍ତ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଯୋଜନା କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ସମସ୍ତ ବିମାନ ବନ୍ଦରରେ ଆସନ୍ତା ୨ ବର୍ଷ ମଧ୍ୟରେ ବଡ଼ି ସ୍କାନର ଲଗାଯିବ।…
Archives


