ବିଲୁଆଖାଇ ନଦୀପଠାରୁ ମିଳିଲା ନର୍ସଙ୍କ ଗଳିତ ମୃତଦେହ: ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ଆଣିଲେ ମା’
ବିରିଡ଼ି/ବାଲିଆ,୧୭ା୯(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ କୁଳକଇଜଙ୍ଗା ପଞ୍ଚାୟତ ନୂଆପାରୀ ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ମଙ୍ଗଳବାର ସକାଳେ ଏକ ଅଖାରୁ ଜଣେ ନର୍ସଙ୍କ ଗଳିତ ମୃତଦେହ ମିଳିଛି। ଖବରପାଇ ବିରିଡ଼ି ଥାନା ଅଧିକାରୀ ପାରୋ ଟୁଡୁ, ଏସଆଇ ଜୀବନ…
ସବୁଠୁ ମହଙ୍ଗା ପରିବା, କିଲୋ ୮୨ ହଜାର ଟଙ୍କା
ଦୁନିଆରେ ଏଭଳି ଏକ ପରିବା ରହିଛି, ଯାହା ମୂଲ୍ୟ ସାମ୍ନାରେ ଆଳୁ, ଟମାଟୋ କି ପିଆଜ ଦର ବାଲିଗୋଡି଼ ସହ ସମାନ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ପରିବାର ନଁା ହପ୍ ଶୁଟ୍ସ। ଏହାର ମୂଲ୍ୟ କିଲୋ ପ୍ରତି ୧୦୦୦ ୟୁରୋ…
ମହାନଦୀ ମଝିପଠାରେ ହାତୀପଲ, ଦେଖିବା ଲାଗି ଜମୁଛି ଲୋକଙ୍କ ଭିଡ଼
ନରାଜ,୧୭ା୯(ଡି.ଏନ.ଏ)- ମୁଣ୍ଡଳି ନିକଟସ୍ଥ ମହାନଦୀ ପଠାରେ ସୋମବାର ବିଳମ୍ବିତ ରାତିରେ ଏକ ହାତୀପଲ ଆସି ଅଟକି ଯାଇଥିବା ଦେଖାଯାଇଛି। ଏହି ହାତୀପଲରେ ୧୧ଗୋଟି ହାତୀ ଥିବାବେଳେ ସେଥିରୁ ମାଈ ୪ଟି, ପୁରୁଷ ୩ଟି ଓ ଛୁଆହାତୀ ୪ଟି ଅଛନ୍ତି। ହାତୀପଲ ଆଠଗଡ…
ଦେଶର ଡିଜିଟାଲ ନକ୍ସା କରିବ ଡ୍ରୋନ୍
ସର୍ଭେ ଅଫ୍ ଇଣ୍ଡିଆ(ଏସ୍ଓଆଇ) ପ୍ରଥମେ ଡ୍ରୋନ୍ ସହାୟତାରେ ଦେଶର ଡିଜିିଟାଲ ନକ୍ସା କରୁଛି। ବିଜ୍ଞାନ ଓ ପ୍ରାଦୌଗିକ ବିଭାଗ ସହଯୋଗରେ ଏହି କାର୍ଯ୍ୟ ଦୁଇ ବର୍ଷରେ ଶେଷ ହେବ। ଏଥିପାଇଁ ତିନୋଟି ଡିଜିଟାଲ କେନ୍ଦ୍ର ମଧ୍ୟ ଖୋଲାଯାଇଛି। ଏଠାରେ ସମଗ୍ର ଦେଶର…
୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର, ପ୍ରଭାବିତ ହୋଇପାରେ ବିମାନ ସେବା
ଭୁବନେଶ୍ୱର,୧୭।୯(ବ୍ୟୁରୋ): ୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର। ରନଓ୍ବେ ରିକାର୍ପେଟିଂ କାର୍ଯ୍ୟ ପାଇଁ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର ୧ରୁ ଜୁନ ୩୦ ଯାଏ ଏୟାରପୋର୍ଟ ପର୍ଯ୍ୟାୟକ୍ରମେ ବନ୍ଦ ରହିବ। ସୂଚନାନୁଯାୟୀ, ଚଳିତ ବର୍ଷ…
୪ ହଜାର ବର୍ଷ ପୂର୍ବେ ଘର ସଜାଇବାରେ ବ୍ୟବହାର ହେଉଥିଲା ପପକର୍ନ
ପପକର୍ନ ଖାଇବା ଅନେକଙ୍କର ସୌକ କହିଲେ କିଛି ଭୁଲ୍ ହେବନାହିଁ। ହେଲେ ୪ହଜାର ବର୍ଷ ପୂର୍ବେ ଏହାକୁ ଖାଇବା ପରିବର୍ତ୍ତେ ଲୋକେ ଘର ସଜାଇବା ଓ ଅଳଙ୍କାର ତିଆରି କରିବାରେ ବ୍ୟବହାର କରୁଥିଲେ। ପ୍ରଥମେ ଆମେରିକାର ମୂଳ ବାସିନ୍ଦା ଏହାକୁ ଖାଇବା…
ଯେଉଁଠାରେ କର୍ମଚାରୀମାନେ ନିର୍ଦ୍ଧାରିତ କରନ୍ତି ନିଜର ବେତନ
ସବୁ ସଂସ୍ଥାରେ ମାଲିକ ଦରମା ନିର୍ଦ୍ଧାରଣ କରୁଥିବା ବେଳେ ବିଶ୍ୱରେ ଏଭଳି ଏକ କମ୍ପାନୀ ରହିଛି ଯେଉଁଠାରେ କର୍ମଚାରୀମାନେ ନିଜର ଦରମା ନିଜେ ନିର୍ଦ୍ଧାରିତ କରିଥାନ୍ତି। ଲଣ୍ଡନରେ ଥିବା ଗ୍ରାଣ୍ଟଟ୍ରି ନାମକ କମ୍ପାନୀରେ ମିଳେ ଏହି ସୁବିଧା। ଉକ୍ତ କମ୍ପାନୀ ବ୍ୟବସାୟିକ…
ମୋଦିଙ୍କ ଡ୍ରେସିଂ ଷ୍ଟାଇଲ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ବର୍ଷରେ ପାଦ ଥାପିଛନ୍ତି। ତାଙ୍କର ଏହି ଜନ୍ମଦିନ ଅବସରରେ ଦେଶ ବିଦେଶର ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ୍, ଖେଳ ଜଗତ ଓ ପ୍ରଶଂସକଙ୍କର ଶୁଭେଚ୍ଛାର ସୂଅ ଛୁଟିଛି। ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ନରେନ୍ଦ୍ର…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ: ସମଲେଇ ମନ୍ଦିରରେ ଝାଡ଼ୁମାରିଲେ କେନ୍ଦ୍ର ମନ୍ତ୍ରୀ
ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ମଙ୍ଗଳବାର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ପ୍ରଥମେ ସମଲେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପରେ ସେ ମନ୍ଦିର…
ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କୁ ର଼୍ୟାଗିଂ ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ
ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟର ନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ ହୋଇଛି। କଲେଜର ୪ଜଣ ଛାତ୍ର ଛାତ୍ର ଅଭିଶେକ ମିଶ୍ରଙ୍କୁ ମାରପିଟ୍ କରିଛନ୍ତି। ସେମାନେ ଅଭିଶେକଙ୍କ…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଠିକା କର୍ମଚାରୀ ମୃତ: ୨୦ ଲକ୍ଷ କ୍ଷତିପୂରଣ ଦାବି
ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମଙ୍ଗଳବାର ବିଦ୍ୟୁତ୍ ଠିକା କମ୍ପାନୀରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁର୍ଲୁଭଟ୍ଟା ଗ୍ରାମର କୃତୀ ନାଏକ। କୃତୀ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍…
ଭଲ ଫସଲ ପାଇଁ ଯେଉଁଠି ହୁଏ କୁକୁଡ଼ା-ଗଞ୍ଜା ବାହାଘର…
ଭାରତ ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ଛତିଶଗଡ଼ର ଜନଜାତି ବହୁଳ ଅଞ୍ଚଳରେ ଲୋକେ ଚାଷବାସ ସରିବା ପରେ କୁକୁଡ଼ା-ଗଞ୍ଜା ବାହାଘର ଉତ୍ସବରେ ସାମିଲ୍ ହୋଇଥାନ୍ତି। ଏପରି କଲେ ଭଲ ଫସଲ ଅମଳ ହୋଇଥାଏ ବୋଲି ସ୍ଥାନୀୟ ଜନଜାତି…
Archives


