୨୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ
ପୁରୀ ଅଫିସ, ୧୦ା୮: ପୁରୀ ସହର ବ୍ରାଉନସୁଗାରର ପେଣ୍ଟସ୍ଥଳୀ ପାଲଟିଛି। ଏହାର ଚେର କଲିକତା ପର୍ଯ୍ୟନ୍ତ ଲମ୍ବିଛି। କଟକ ଓ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଏ ନେଇ ଧରପଗଡ ପରେ ମେଟ୍ରୋ ସହର ବେପାରୀ ଏବେ ପୁରୀ ମୁହଁ। ହୋଇଛନ୍ତି।…
ଆରମ୍ଭ ହେଲା ସିଲ୍କ ଇଣ୍ଡିଆ ଏକ୍ସପୋ
ଭୁବନେଶ୍ୱର,୧୦ା୮:ହସ୍ତଶିଳ୍ପୀ ଆର୍ଟିଜାନ୍ସ ଏବଂ ଓ୍ବେଭର୍ସ ଓ୍ବେଲଫେୟାର ଆସୋସିଏଶନ ପକ୍ଷ ରୁ ସ୍ଥାନୀୟ ହୋଟେଲ ନ୍ୟୁ ମ୍ୟାରିୟନଠାରେ ସିଲ୍କ ଇଣ୍ଡିଆ ଏକ୍ସପୋ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ଏକ୍ସପୋର ଆୟୋଜକ ଅଭିନନ୍ଦ ଏବଂ ଓଡ଼ିଆ ଅଭିନେତ୍ରୀ ପୁନମ ମିଶ୍ର ଉଦ୍ଘାଟନ କରିଥିଲେ। ୧୦ ଦିନ…
ସ୍ବାଧୀନତା ଦିବସରେ ସୁରକ୍ଷା ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା: ପ୍ରଦର୍ଶନୀ ପଡ଼ିଆରେ ଲାଗିବ ସିସିଟିଭି
ଭୁବନେଶ୍ୱର,୧୦ା୮(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ବିଜୟ କୁମାର ଶର୍ମା ଦାୟିତ୍ୱ ନେବା ପରେ ଶୁକ୍ରବାର ଡିଜିପି କ୍ୟାମ୍ପ ଅଫିସରେ ପ୍ରଥମ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଟ୍ବିନ୍ ସିଟିର ଆଇନଶୃଙ୍ଖଳା ସ୍ଥିତି ଓ ସ୍ବାଧୀନତା ଦିବସ ପାଇଁ ସୁରକ୍ଷା ବ୍ୟବସ୍ଥା…
ଭଲ ସିନେମାରେ ଅଭିନୟ ଚାହାନ୍ତି ମୃଣାଳ
ନୂଆଦିଲ୍ଲୀ: ଅଭିନେତ୍ରୀ ମୁଣାଳ ଠାକୁର ଭଲ ସିନେମାରେ ଅଭିନୟ କରିବାକୁ ଚାହାନ୍ତି ବୋଲି କହିିଛନ୍ତି। ତାଙ୍କ କହିବା କଥା ହେଉଛି ଦର୍ଶକ ଯେତେବେଳେ ଭଲ ବିଷୟବସ୍ତୁଭିତ୍ତିକ ସିନେମା ଉପରେ ଗୁରୁତ୍ୱ ଦେଉଛନ୍ତି ସେହି ସମୟରେ ତାଙ୍କର ଫିଲ୍ମ ଶିଳ୍ପରେ ପ୍ରବେଶ। ଏଥିପାଇଁ…
କଂଗ୍ରେସର ନୂଆ ମୁଖ୍ୟ ନିଷ୍ପତ୍ତି ଆଜି
ନୂଆଦିଲ୍ଲୀ, ୧୦ା୮: କଂଗ୍ରେସର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ଶନିବାର ବସିବାକୁ ଥିବା କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ନିଷ୍ପତ୍ତି ନିଆଯିବ। ଗତ ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ମେ ମାସରେ ଅଧ୍ୟକ୍ଷ ପଦରୁ ରାହୁଲ ଇସ୍ତଫା…
ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା
ପୁରୀ ଅଫିସ, ୧୦ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ…
ସ୍ବାଭାବିକ ହେଉଛି କଶ୍ମୀର ସ୍ଥିତି
ଶ୍ରୀନଗର/ନୂଆଦିଲ୍ଲୀ,୧୦ା୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଉତ୍ତେଜନା ଓ ହିଂସା ଏଡ଼ାଇବା ପାଇଁ ଜାରି ହୋଇଥିବା କଟକଣାକୁ ପ୍ରଶାସନ ପକ୍ଷରୁ ଧୀରେ ଧୀରେ ଉଠାଇ ଦିଆଯାଉଛି। ଏଥିଯୋଗୁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଶୁକ୍ରବାର କଡ଼ା ସୁରକ୍ଷା ବ୍ୟବସ୍ଥା…
ବାଇପାସ୍ରେ ଯୋଡ଼ିହେବ ଆଳତୁମା-ମାଳପୁରା : ଖର୍ଚ୍ଚ ହେବ ୨୦.୧୧ କୋଟି
କାମାକ୍ଷାନଗର, ୧୦।୮(ଡି.ଏନ.ଏ.) – ଢେଙ୍କାନାଳ-କାମାକ୍ଷାନଗର ରାସ୍ତାରେ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବାଇପାସ୍ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ଚୂଡ଼ାନ୍ତ ନକ୍ସା ପ୍ରସ୍ତୁତ କାର୍ଯ୍ୟ ଶେଷ ହୋଇଛି। ୭.୭ କିମି ଦୈର୍ଘ୍ୟ ବିଶିଷ୍ଟ ଉକ୍ତ…
ବିଜୟ କୁମାର ହୋଇପାରନ୍ତି ଉପରାଜ୍ୟପାଳ
ନୂଆଦିଲ୍ଲୀ,୧୦ା୮: କେନ୍ଦ୍ର ସରକାର ଅବସରପ୍ରାପ୍ତ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀ ବିଜୟ କୁମାରଙ୍କୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ଉପରାଜ୍ୟପାଳ ଭାବେ ନିଯୁକ୍ତ କରିପାରନ୍ତି। ୧୯୭୫ ବ୍ୟାଚ୍ ତାମିଲନାଡୁ କ୍ୟାଡର ଆଇପିଏସ୍ ଅଫିସର ବିଜୟ କୁମାର ସମ୍ପ୍ରତି ରାଜ୍ୟପାଳ ସତ୍ୟପାଲ…
ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ
ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଗତ ୫ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା…
ଏପ୍ରିଲ ପରେ ହେବ ଜମ୍ମୁ-କଶ୍ମୀର ନିର୍ବାଚନ
ନୂଆଦିଲ୍ଲୀ,୧୦ା୮: ଆସନ୍ତା ବର୍ଷ ଏପ୍ରିଲ ପରେ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। କାରଣ ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ବିଧାନସଭା କ୍ଷେତ୍ରର ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଶେଷ ହେବାକୁ ସମୟ ଲାଗିବ। ଏହା ପରେ ଉପତ୍ୟକାରେ ପ୍ରଚଣ୍ଡ…
ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା
ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ…
Archives


