Home Left

ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଗୁଣପୁର,୨୨।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଡ଼ାରୀ ଏନ୍‌ଏସି ହାଇସ୍କୁଲ ପରିସରର ବୁଦାମୂଳରୁ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ସେଠାରେ କେହି ଜଣେ ନବଜାତକଙ୍କୁ ଛାଡି ଚାଲି ଯାଇଥିବା ବେଳେ ଶିଶୁର କାନ୍ଦଶୁଣି ଉକ୍ତ ସାହିର ପାଣ୍ଡବ ସାହୁ ନାମକ ବ୍ୟକ୍ତି…

ଦରଦାମ ବୃଦ୍ଧି ପ୍ରତିବାଦ: ବଲାଙ୍ଗୀର ଜିଲା କଂଗ୍ରେସ ପକ୍ଷରୁ ଗଣଧାରଣା

ବଲାଙ୍ଗୀର ଅଫିସ,୨୨।୧୧: ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ଓ ସରକାରୀ ତଥା ବେସରକାରୀ ନିଯୁକ୍ତି କାଟ୍‌ ପ୍ରତିବାଦରେ ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଜିଲା କଂଗ୍ରେସ କମିଟି ସଭାପତି…

ପସନ୍ଦ ଆସୁନାହିଁ ‘ପାଗଲପନ୍ତି’: ଦର୍ଶକ କହିଲେ ‘ଏହା ଜନ୍‌ଙ୍କ କ୍ୟାରିଅରର ସବୁଠାରୁ ଖରାପ ଫିଲ୍ମ’

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପାଗଲପନ୍ତି’। ଶୁକ୍ରବାର ରିଲିଜ ହେବାର କେଇ ଘଣ୍ଟା ନ ବିତୁଣୁ ଏହାର ରିଭ୍ୟୁ ଦେବା ଆରମ୍ଭ କଲେଣି ପ୍ରଶଂସକ। ତେବେ ଫିଲ୍ମକୁ ନେଇ ମିଶ୍ରିତ ପ୍ରତିକ୍ରିୟା ମିଳୁଛି। ନାମ ଯେଉଁଭଳି ଫିଲ୍ମଟି ସେଭଳି ହୋଇଥାଇପାରେ ବୋଲି ଆଶା…

୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ତାଙ୍କ ବାସଭବନରେ ଦଳୀୟ କର୍ମୀଙ୍କ ଭିଡ ଜମିଛି। ସମାଜବାଦୀ ପାର୍ଟି ମୁଖ୍ୟାଳୟଠାରୁ…

କୋଲକାତାରେ ପହଞ୍ଚିଲେ ଶେଖ୍‌ ହସିନା, ଗାଙ୍ଗୁଲି କଲେ ସ୍ବାଗତ

କୋଲକାତା,୨୨।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ଇଡେନ ଗାର୍ଡେନ୍ସ ମୈଦାନରେ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି। ଏହି ମ୍ୟାଚ୍‌କୁ ଉପଭୋଗ କରିବା ପାଇଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା କୋଲକାତାରେ ପହଞ୍ଚିଛନ୍ତି।…

ବିଶ୍ୱର ସବୁଠୁ ସୁନ୍ଦରୀ ରାଣୀ, ତାଙ୍କ ରହସ୍ୟମୟ ଜୀବନ ସମ୍ପର୍କରେ ଜାଣନ୍ତୁ…

ଇତିହାସରେ ଅନେକ ରାଣୀଙ୍କ ବିଷୟରେ ଶୁଣିଥିବେ। ମାତ୍ର ବିଶ୍ୱରେ ଏମିତି ଜଣେ ରାଣୀ ଅଛନ୍ତି, ଯେକି ଖୁବ୍‌ ସୁନ୍ଦର। ତାଙ୍କୁ କେବଳ ସୁନ୍ଦରୀ ଭାବରେ ଗଣନା କରାଯାଏ ନାହିଁ, ତାଙ୍କ ଜୀବନ ମଧ୍ୟ ବେଶ୍‌ ରହସ୍ୟମୟ ଥିଲା। ଯାହା ଆଜି ବି…

ଡ୍ରେସ୍‌, ଆଇଡି କାର୍ଡ ଧରି ମାତୋଶ୍ରୀରେ ପହଞ୍ଚୁଛନ୍ତି ଶିବସେନା ବିଧାୟକ

ମୁମ୍ବାଇ,୨୨।୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଶୁକ୍ରବାର ଚୂଡାନ୍ତ ନିଷ୍ପତି ନିଆଯିବାର ସମ୍ଭାବନା ରହିଛି। ଆଜି କଂଗ୍ରେସ-ଏନସିପି ସହ ଶିବସେନା ଗୁରୁତ୍ୱପୂର୍ଣ୍ଣ ବୈଠକ କରିବ। ଏହାପୂର୍ବରୁ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ଅଧ୍ୟକ୍ଷତାରେ ଏକ ଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।…

କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ

ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି। ତାଠାରୁ ଭଲ ପୁଡୁଚେରୀକୁ ସରକାର ଟ୍ରାନ୍ସଜେଣ୍ଡର ରାଜ୍ୟ ଘୋଷଣା କରିଦିଅନ୍ତୁ। ଏବେ ସ୍ଥିତି ଏପରି…

ହଟ୍‌ ବିକିନି ପିନ୍ଧିବା ପଡିଲା ମହଙ୍ଗା: ଅଭିନେତ୍ରୀ ବାଣୀ କପୁରଙ୍କ ନାଁରେ ମାମଲା ରୁଜୁ

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ବିବାଦରେ ଫଶିଯାଇଛନ୍ତି। ବାଣୀଙ୍କ ଏକ ଫଟୋକୁ ନେଇ ମୁମ୍ବାଇର ଏକ ଥାନାରେ ମାମଲା ରୁଜୁ ହୋଇଛି। ନିକଟରେ ନିଜ ଇନଷ୍ଟାଗ୍ରାମରେ ବାଣୀ ଏକ ହଟ୍‌ ବିକିନ୍‌ ଟପ୍‌ ପିନ୍ଧା ଫଟୋ ଶେୟାର କରିଥିଲେ। ଏହି ଟପ୍‌ରେ…

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ ଭାଜପା ସରକାର ଗଠନ କରିବାକୁ ମନା କରିବା ପରେ ଶିବସେନା, ଏନସିପି ଓ…

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାରେ…

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୬-୧୭ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?