୨୦୨୧ରେ ହେବ ଚମତ୍କାର
ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି କେବେ କାମ କରିବନାହିଁ ବୋଲି ମନ୍ତ୍ରୀ ଡି. ଜୟକୁମାର ମନ୍ତବ୍ୟ ଦେଇଥିବାବେଳେ ଏହାକୁ ନେଇ…
ସ୍ବଦେଶ ଫେରିଲେ ୧୪୫ ଭାରତୀୟ: ହାତଗୋଡ଼ ବାନ୍ଧି ପଠାଇଲା ଆମେରିକା
ନୂଆଦିଲ୍ଲୀ,୨୨-୧୧:ଅନେକ ବର୍ଷ ଧରି ବେଆଇନ ଭାବେ ଆମେରିକାରେ ରହୁଥିବା ୧୪୫ ଭାରତୀୟଙ୍କୁ ଟ୍ରମ୍ପ୍ ପ୍ରଶାସନ ସ୍ବଦେଶକୁ ପଠାଇଦେଇଛି। ପ୍ରତ୍ୟର୍ପଣ ପରେ ସେମାନେ ଗୁରୁବାର ସକାଳେ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ଏହା ସେମାନଙ୍କ ପରିବାର ପାଇଁ ଆଶ୍ୱସ୍ତି ଆଣିଦେଇଛି।…
ଖୋଳାଯିବ ୧.୨୫ ଲକ୍ଷ କୂପ
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲାର…
ପ୍ରସାରଣରେ ‘ଧରିତ୍ରୀ’ ଏକ ନମ୍ବର
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ଧରିତ୍ରୀ ରାଜ୍ୟର ସର୍ବାଧିକ ପ୍ରସାରିତ ଖବରକାଗଜ। ୨୦୧୮-୧୯ ଆର୍ଥିକବର୍ଷର ହିସାବ ଅନୁଯାୟୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟରେ ଏହା ଦର୍ଶାଯାଇଛି। ୨୦୧୮-୧୯ ଆର୍ଥିକବର୍ଷରେ ‘ଧରିତ୍ରୀ’ର ପ୍ରସାରଣ ୪ଲକ୍ଷ ୭୬ହଜାର ୫୦୦ ଥିବାବେଳେ ଏହା ତଳକୁ ଅନ୍ୟ ଖବରକାଗଜ…
ଆଗାଥାଙ୍କୁ ଅଭିନନ୍ଦନ
ନୂଆଦିଲ୍ଲୀ,୨୨-୧୧:ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତୁରା ଏମ୍ପି ଆଗାଥା ସଙ୍ଗ୍ମା ଗୁରୁବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଲୋକ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ ପି.ଏ. ସଙ୍ଗ୍ମାଙ୍କ ଝିଅ ତଥା ମେଘାଳୟ ମୁଖ୍ୟମନ୍ତ୍ରୀ କନ୍ରାଡ୍ ସଙ୍ଗ୍ମାଙ୍କ ଭଉଣୀ ଆଗାଥା ପାଟ୍ରିକ୍ ରୋଙ୍ଗମା ମାରାକଙ୍କୁ…
୨୧ ବର୍ଷରେ ବିଚାରପତି
ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ ଉଦ୍ୟମରେ ହିଁ ରାଜସ୍ଥାନ ଜୁଡିସିଆଲ୍ ସର୍ଭିସ (ଆର୍ଜେଏସ୍)ରେ ଉତ୍ତୀର୍ଣ୍ଣ ହୋଇ ଇତିହାସ ରଚିଛନ୍ତି। ୟୁନିଭର୍ସିଟିରେ…
ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଗତ କିଛିଦିନ ହେବ ଆନ୍ଦୋଳନ ଚଳାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିଯୋଗୁ ଧାନ ବିକ୍ରିରେ ବାଧା ସୃଷ୍ଟି…
ବିନା ଟୋକନରେ ହେଲା ଧାନକିଣା
ସମ୍ବଲପୁର(ବ୍ୟୁରୋ)/ବରଗଡ଼ ଅଫିସ,୨୨-୧୧:ବରଗଡ଼ ଓ ସମ୍ବଲପୁର ଜିଲାରେ ଚାଷୀ ଆନ୍ଦୋଳନ ପରେ ବଦଳିଛି ନିୟମ। ସମ୍ବଲପୁରରେ ବିନା ଟୋକନରେ ଆରମ୍ଭ ହୋଇଛି ଧାନ କିଣା। ବରଗଡ଼ରେ ବି ଖୋଦ୍ ଜିଲାପାଳ ଏ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।…
ଇଲେକ୍ଟୋରାଲ ବଣ୍ଡ୍କୁ ନେଇ ପାର୍ଲାମେଣ୍ଟ କମ୍ପିଲା
ନୂଆଦିଲ୍ଲୀ,୨୨-୧୧(ପି.ଟି.):କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍ୟୁ)ର ଘରୋଇକରଣ ଏବଂ ଇଲେକ୍ଟୋରାଲ ବଣ୍ଡ୍କୁ ବିରୋଧ କରି ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ଗୁରୁବାର ପ୍ରବଳ ହୋ-ହଲ୍ଲା କରିଥିଲେ। ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଲୋକ ସଭାରେ କକ୍ଷତ୍ୟାଗ କରିଥିବାବେଳେ ରାଜ୍ୟ…
ଡିସେମ୍ବର ୧୦ରେ ବ୍ୟାଙ୍କ ମିଶ୍ରଣ ବିରୋଧରେ ଧର୍ମଘଟ
ନୂଆଦିଲ୍ଲୀ,୨୨-୧୧: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବିଭିନ୍ନ ବ୍ୟାଙ୍କର କର୍ମଚାରୀମାନେ ଡିସେମ୍ବର ୧୦ରେ ପାର୍ଲାମେଣ୍ଟ ସାମ୍ନାରେ ଧାରଣା ଦେବେ। ସରକାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ କରିବାକୁ ଯୋଜନା ରଖିଛନ୍ତି। ଏହି ଯୋଜନା ମୁତାବକ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରେ…
କାଶ ଭଲକରେ ପାନ
ପାନକୁ ବିଭିନ୍ନ ଢଙ୍ଗରେ ଖିଆଯାଇଥାଏ। କେହି କେହି ଖାଲି ପାନ ସହ ଗୁଆ ଖାଇବାକୁ ପସନ୍ଦ କରନ୍ତି ତ ଆଉ କେହି ବିନା ଚୂନରେ ପାନ ଖାଇଥାଆନ୍ତି। ତେବେ ଶୀତଦିନେ ଦେଖାଯାଉଥିବା କିଛି ସାଧାରଣ ସମସ୍ୟାକୁ ଠିକ୍ କରିଥାଏ ପାନ। ଆୟୁର୍ବେଦ…
ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍
ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ ମଧ୍ୟ। ବଜାରରେ ଲାଲ, ସବୁଜ ଓ ହଳଦିଆ ରଙ୍ଗର କ୍ୟାପ୍ସିକମ ବିକ୍ରି ହୋଇଥାଏ।…

