ଚାଇନା ଓପନ୍ ଉପରେ ସିନ୍ଧୁଙ୍କ ନଜର
ଚାଙ୍ଗ୍ଝୋଉ (ଚାଇନା), ୧୬।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍ ବିଶ୍ୱ ଟୁର୍ ସୁପର୍-୧୦୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି। ବିଶ୍ୱ ଚାମ୍ପିୟନ ଭାରତୀୟ ତାରକା ମହିଳା ଶଟ୍ଲର ପି.ଭି. ସିନ୍ଧୁ ଏହି…
ଦକ୍ଷିଣ ଆଫ୍ରିକା କ୍ରିକେଟର ପାର୍ଟନର ହେଲା ‘ଅମୁଲ’
ନୂଆଦିଲ୍ଲୀ, ୧୬ା୯ (ପି.ଟି.)- ଭାରତ ଚଳିତ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଭାରତର ପ୍ରମୁଖ ଡାଏରୀ କମ୍ପାନୀ ‘ଅମୁଲ‘ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ)ର ପାର୍ଟନର ହୋଇଛି। ଏନେଇ ସୋମବାର ଉଭୟ ପକ୍ଷ ମଧ୍ୟରେ ଏକ ଚୁକ୍ତି…
ମହାରାଷ୍ଟ୍ର ନିର୍ବାଚନ:୧୨୫-୧୨୫ ଆସନରେ ଲଢିବେ କଂଗ୍ରେସ-ଏନସିପି
ମୁମ୍ବାଇ,୯।୧୬: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ୧୯ ତାରିଖରେ ତାରିଖ ଘୋଷଣା ହେବାର ଅଛି। ଏହି ନିର୍ବାଚନରେ ଉଭୟ କଂଗ୍ରେସ ଓ ଏନସିପି ଏକାଠି ଲଢିବେ ବୋଲି ଜଣାପଡିଛି। କଂଗ୍ରେସ ୧୨୫ ଓ ଏନସିପି ୧୨୫ଟି…
ଧୋନୀଙ୍କ ହେଲମେଟ୍ରେ ତ୍ରିରଙ୍ଗା ଚିହ୍ନ ନ ଥାଏ କାହିଁକି
ଭାରତୀୟ କ୍ରିକେଟ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍ ହେଲମେଟ୍ରେ ତ୍ରିରଙ୍ଗା ଚିହ୍ନ ଲଗାଇ ବ୍ୟାଟିଂ କରୁଥିବାର ଦେଖାଯାଏ। ଏହି ଟ୍ରେଣ୍ଡ୍ ପ୍ରଥମେ ଆରମ୍ଭ କରିଥିଲେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ତାଙ୍କ ପରେ ଗୌତମ ଗମ୍ଭୀର, ବିରେନ୍ଦ୍ର ସେହଓ୍ବାଗ୍ ଏବଂ ବିରାଟ କୋହଲିଙ୍କ ଭଳି…
ବାଟବଣା
ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବିଧିବଦ୍ଧ ଘୋଷଣା କରି କହିଛନ୍ତି ଯେ, ଗୋଟିଏ ଦେଶରେ ଗୋଟିଏ ଭାଷା ରହିବା ଆବଶ୍ୟକ। ସେଥିପାଇଁ ହିନ୍ଦୀ ଜାତୀୟ ଭାଷା ହେବା ଦରକାର। ଉତ୍ତର ଭାରତର କେତେକ ରାଜ୍ୟରେ ବ୍ୟବହୃତ ହେଉଥିବା ହିନ୍ଦୀ ଭାଷାକୁ ଭାରତୀୟ ସମ୍ବିଧାନରେ…
ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ଆସିପାରେ ବଡ଼ ବିପତ୍ତି
ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି ମଧ୍ୟ କିଛି ଜିନିଷ ବା ବ୍ୟକ୍ତିଙ୍କୁ ଗୋଇଠା ମାରି ଦେଇଥାନ୍ତି। ମାତ୍ର ଏହା ସେମାନେ…
ଏଠି ସମସ୍ତଙ୍କର ଗୋଟିଏ କିଡ୍ନୀ
ଗୋଟିଏ କିଡ୍ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ କିଡ୍ନୀ…
ଘାଟିରେ ଓଲଟିଲା ବିଜୁ ଗାଁ ବସ୍: ୧୨ ଯାତ୍ରୀ ଆହତ
କେନ୍ଦୁଝର, ୧୬ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ସୋମବାର ଏକ ବିଜୁ ଗାଁ ବସ୍ ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ମହିଳା ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ତେଲକୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।…
ବିଦେଶରେ ମୋଦିଙ୍କ ପାଇଁ ଆୟୋଜିତ ସଫଳ କାର୍ଯ୍ୟକ୍ରମର ପ୍ରଚ୍ଛଦ ନାୟକ ବିଜୟ
ନୂଆଦିଲ୍ଲୀ,୧୬।୯: ବିଦେଶରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବ। ଆମେରିକାର ହଷ୍ଟନରେ ସେପ୍ଟେମ୍ବର ୨୨ରେ ‘ହାଓଡି ମୋଦି’(Howdy Modi) କାର୍ଯ୍ୟକ୍ରମ ଆୟୋଜନ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ୫୦ହଜାରରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ…
ଟ୍ରକ୍ ଧକ୍କାରେ ଛାତ୍ରୀ ମୃତ: ଘଟଣାସ୍ଥଳରେ ଉତ୍ତେଜନା
ରସୁଲପୁର, ୧୬।୯(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତା ଖଣ୍ଡାସ ଛକରେ ସୋମବାର ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ପଞ୍ଚାୟତ ବାଲିହୁଡା ଗ୍ରାମର ରୂପାଲି…
ଅନ୍ଲାଇନରେ ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍କୁ ମିଳିଛି ସର୍ବାଧିକ ଭ୍ୟୁୟର୍ସ
ଦୁବାଇ,୧୬।୯(ପିଟି): ଚଳିତବର୍ଷ ଅନୁଷ୍ଠିତ ପୁରୁଷ ଦିନିକିଆ ବିଶ୍ୱକପ୍ରେ ଇଂଲଣ୍ଡ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଥିଲା। ଆଇସିସି ଟୁର୍ନାମେଣ୍ଟ ମଧ୍ୟରୁ ୨୦୧୯ ବିଶ୍ୱକପ୍ର ସିଧାପ୍ରସାରଣ ସମଗ୍ର ବିଶ୍ୱରେ ହାରହାରି ୧.୬ ବିଲିୟନ ଲୋକେ ଦେଖିଛନ୍ତି। ଏହା ଯେକୌଣସି ଆଇସିସି ଇଭେଣ୍ଟର ଭ୍ୟୁୟର୍ସ…
ପାଶଓ୍ବାନଙ୍କ ନୀତୀଶ ପ୍ରେମ
ପାଟନା,୧୬।୯: କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଏକ ବଡ ବୟାନ ଦେଇଛନ୍ତି। ପାଶଓ୍ବାନ କହିଛନ୍ତି ନୀତୀଶ ସେପର୍ଯ୍ୟନ୍ତ ଆମର କ୍ୟାପଟେନ ହୋଇ ରହିବେ ଯେପର୍ଯ୍ୟନ୍ତ ଭାଜପା ତା’ର ନୂଆ କ୍ୟାପଟେନକୁ…
Archives


