ଭୋପାଳରେ ପୂଜା ହେବେନି ୬ ଫୁଟ୍ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି
ଭୋପାଳ,୧୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଖଟଲାପୁରରେ ଗତ ଗଣେଶ ପୂଜା ସମୟରେ ହୋଇଥିବା ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ସରକାର ଏବେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର କହିଛନ୍ତି ଏଥର ଭୋପାଳରେ ୬ ଫୁଟ୍ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି ପୂଜା କରାଯିବ…
କୋଇଲା ଅଭାବ: ଟିଟିପିଏସ୍ର ୩ଟି ୟୁନିଟ୍ ବନ୍ଦ
ତାଳଚେର,୧୬ା୯(ନି.ପ୍ର.): କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ଗୋଟି ୟୁନିଟ ରବିବାର ସନ୍ଧ୍ୟାରୁ ବନ୍ଦ ହୋଇଛି। ଫଳରେ ଉକ୍ତ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉପତ୍ାଦନ ହ୍ରାସ ପାଇଛି । ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଉ ଅଧିକ…
କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପାତ୍ର ପୂର୍ବତନ ବିଧାୟକମାନଙ୍କୁ ନୋଟିସଜାରି…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ନିମାପଡ଼ା,୧୬।୯(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଜଳସେଚନ ବିଭାଗ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ନିମାପଡ଼ାସ୍ଥିତ ବାସଭବନ, ସରକାରୀ ଅଫିସ, କ୍ୱାର୍ଟର୍ସ ସମେତ ବଳଙ୍ଗା…
ଆତ୍ମହତ୍ୟା କଲେ ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି
ହାଇଦ୍ରାବାଦ,୧୬।୯: ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ତେଲଗୁ ଦେଶମ ପାର୍ଟି(ଟିଡିପି)ର ନେତା କୋଡେଲା ଶିବ ପ୍ରସାଦ ରାଓ ସୋମବାର ଆତ୍ମହତ୍ୟା କରିଛନ୍ତି। ଏନେଇ ଟିଡିପି ଓ ଅନ୍ୟ ଦଳରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ସୋମବାର ସକାଳେ କୋଡେଲା…
ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀଙ୍କ ଧର୍ମଘଟ: ଟ୍ରମ୍ପ୍ଙ୍କ ଚିନ୍ତା ବଢ଼ିଲା
ଓ୍ବାଶିଂଟନ, ୧୬।୯ : ଆମେରିକାର ୪୬ ହଜାର ଅଟୋ ସେକ୍ଟର କର୍ମଚାରୀ ସୋମବାରଠାରୁ ଧର୍ମଘଟ ଆରମ୍ଭ କରିଛନ୍ତି। କର୍ମଚାରୀମାନେ ଜେନେରାଲ ମୋଟର କମ୍ପାନୀ ବିରୋଧରେ ଧର୍ମଘଟ କରିଛନ୍ତି। କମ୍ପାନୀ ଗତ ୪ ବର୍ଷ ଧରି କର୍ମଚାରୀଙ୍କ ସହିତ କରିଥିବା ବିଭିନ୍ନ ବୁଝାମଣା…
ବନ୍ଧୁକ ଦେଖାଇ ଶ୍ରେଣୀଗୃହରୁ ଶିକ୍ଷୟିତ୍ରୀଙ୍କଠାରୁ ସୁନାହାର ଲୁଟିନେଲେ ଦୁର୍ବୃତ୍ତ
ତିର୍ତ୍ତୋଲ,୧୬।୯(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ଠାରୁ ସୋମବାର ବନ୍ଧୁକ ଦେଖାଇ ସୁନାହାର ନେଇ ଯାଇଛନ୍ତି ଦୁର୍ବୃତ୍ତ। ସେ ଆଜି ସକାଳେ ଶ୍ରେଣୀରେ ପଢ଼ାଉଥିବା ସମୟରେ ଦୁଇଜଣ ଯୁବକ…
ବନ୍ୟା ପୀଡ଼ିତ ଚାଷୀଙ୍କ ସହ ମିଶି ବିରୋଧ ପ୍ରଦର୍ଶନ କରିବେ ଶିବରାଜ
ଭୋପାଳ,୧୬।୯: ମଧ୍ୟ ପ୍ରଦେଶରେ ଚଳିତ ବନ୍ୟାରେ ଅନେକ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ କୋଟି କୋଟି ଟଙ୍କାର ଫସଲ ହାନିହୋଇଛି। ତେବେ ଏହି ବନ୍ୟାରୁ ଲୋକଙ୍କୁ ଉଦ୍ଧାର କରାଯାଉ ବା ନ ଯାଉ ଏଠାରେ କିନ୍ତୁ ବନ୍ୟାକୁ ନେଇ ରାଜନୀତି ଜୋର…
ଛୂୁଟି କଟାଉଛନ୍ତି ସୁସ୍ମିତା
ମୁମ୍ବାଇ: ବଲିଉଡ୍ କୁଇନ୍ ସୁସ୍ମିତା ସେନ୍ ଏବେ ବିଦେଶରେ ଛୁଟି କଟାଉଥିବା ଜଣାପଡିଛି। ମାଲଦ୍ୱୀପରେ ସେ ତାଙ୍କ ପୁରୁଷ ବନ୍ଧୁ ରୋହମନ ଶଲଙ୍କ ସହ ହାପି ମୁଡ୍ରେ ଥିବା ଦେଖିବାକୁ ମିଳିଛି। ଅସଲ କଥା ହେଲା ବଲିଉଡ୍ର ଏହି ସିଙ୍ଗଲ ମଦର…
ବିଧବା ଭତ୍ତା ପାଇବାରୁ ବଞ୍ଚିତ ହିତାଧିକାରୀ ବସିଲେ ବ୍ଲକ ବାରଣ୍ଡାରେ
କାଲିମେଳା,୧୬।୯(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କୋଇମେଟଲା ପଞ୍ଚାୟତ କୋଇମେଟଲା ଗ୍ରାମରେ କେତେଜଣ ବିଧବା ଓ ବୁଢ଼ାବୁଢ଼ୀ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ ହୋଇଛନ୍ତି l ଦୀର୍ଘ ବର୍ଷ ଧରି ବିଧବା ମହିଳାମାନେ ସରକାରୀ ଯୋଜନାରୁ ବଞ୍ଚିତ ହୋଇଛନ୍ତି। ସେମାନଙ୍କ…
ବରଗଡ଼ ପଞ୍ଚାୟତ କଲେଜରେ ଛାତ୍ର ଆନ୍ଦୋଳନ: ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଜାରିରହିବ
ବରଗଡ଼ ଅଫିସ, ୧୬।୯: ବରଗଡ଼ ପଞ୍ଚାୟତ କଲେଜ ଛାତ୍ରୀଛାତ୍ର ବିଭିନ୍ନ ଦାବିନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କଲେଜ ଫାଟକରେ ତାଲା ପକାଇବା ସହିତ ଦାବିନେଇ ନାରାବାଜି କରୁଛନ୍ତି। ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ, କଲେଜକୁ ସ୍ବୟଂଶାସିତ ମାନ୍ୟତା, ପାନୀୟ ଜଳ…
ରାଜ୍ୟରେ ପ୍ରଥମ:ପେପରଲେସ୍ ଅଭିଯୋଗ ଶୁଣାଣି
ସମ୍ବଲପୁର,୧୬।୯(ବ୍ୟୁରୋ): ସାଧାରଣ ଲୋକଙ୍କୁ ଅଭିଯୋଗ କରିବା ପାଇଁ ଆଉ ଜିଲାପାଳ ଅଫିସ, ବ୍ଲକ ଅଫିସ କିମ୍ବା ଅନ୍ୟାନ୍ୟ ଅଫିସକୁ ଯିବାକୁ ପଡିବ ନାହିଁ। ଏଣିକି ସେମାନେ ଅନ୍ଲାଇନ ମାଧ୍ୟମରେ ବ୍ୟକ୍ତିଗତ ହେଉ କିମ୍ବା ସାମୂହିକ ଅଭିଯୋଗ କରିପାରିବେ। ସୋମବାର ସମ୍ବଲପୁର ଜିଲାପାଳ…
Archives


