Home Left

ବିଦ୍ୟୁତ୍‌ ତାର ଛିଣ୍ଡି ଅଙ୍ଗନୱାଡି କର୍ମୀ ଜଳିଯିବା ଘଟଣା: ୫ ବର୍ଷ ପରେ ମୃତକଙ୍କ ପରିବାରକୁ ମିଳିଲା କ୍ଷତିପୂରଣ

ଭବାନୀପାଟଣା,୧୬।୯(ସ୍ବ.ପ୍ର.) କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପେନସୁର ଗ୍ରାମର ଦଶମିନା ମାଝି (୪୫) ଗତ ୨୦୧୪ ଅଗଷ୍ଟ ୧୩ ତାରିଖରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ବରଣ କରିଥିଲେ। ଅଙ୍ଗନୱାଡି କର୍ମୀ ଥିବା ଦଶମିନା କେନ୍ଦ୍ର ନିକଟରେ ଥିବା ନଳକୂପରୁ ପାଣି ନେଉଥିବା…

ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ ଏହାର ସଫଳ ମୁକାବିଲା ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି ହ୍ରାସ ପାଇଁ ରାଜ୍ୟରେ ସ୍ବତନ୍ତ୍ର…

‘ନଭେମ୍ବର ପରେ ରାମମନ୍ଦିର’

ଅଯୋଧ୍ୟା,୧୬ା୯(ଆଇଏଏନ୍‌ଏସ୍‌): ନଭେମ୍ବର ପରେ ଅଯୋଧ୍ୟାରେ ବିଶାଳ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କହିଛନ୍ତି। ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ରାୟ ରାମମନ୍ଦିର ସପକ୍ଷରେ ଯିବ ବୋଲି…

ଭୁଶୁଡ଼ିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ପାଚେରି

ପୁରୀ ଅଫିସ,୧୬ା୯ : ବିପଦସଙ୍କୁଳ ଅବସ୍ଥାରେ ଥିବା ଇନ୍ଦ୍ରଦ୍ୟୁମ୍ନ ପୁଷ୍ପରିଣୀ ପାଚେରି ରବିବାର ଭୁଶୁଡ଼ି ପଡ଼ିଛି। ଏହା ସହ ପୋଖରୀର ଏକ ପାର୍ଶ୍ୱ ପାଚେରି ଦବିଯାଇଛି। ଦୀର୍ଘଦିନ ଧରି ଏହାର ପାଚେରି ବିପଦସଙ୍କୁଳ ଅବସ୍ଥାରେ ରହିଥିବାବେଳେ ପ୍ରଶାସନର ଅବହେଳାରୁ ଏଭଳି ସ୍ଥିତି…

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ ହରିୟାଣଶ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଭାଜପାର ମହାସଂକଳ୍ପ ଅଭିଯାନ ଅବସରରେ ଖଟ୍ଟର ଅବସରପ୍ରାପ୍ତ…

ଆମେରିକାକୁ ଯୁଦ୍ଧ ଧମକ ଦେଲା ଇରାନ

ଦୁବାଇ,୧୬ା୯: ସୌଦି ଆରବର ଦୁଇଟି ତୈଳ ପ୍ରକଳ୍ପ ଉପରେ ଡ୍ରୋନ୍‌ ଆକ୍ରମଣ ପଛରେ ଇରାନ୍‌ର ହାତ ରହିଛି ବୋଲି ଆମେରିକା ଅଭିଯୋଗ କରିଥିବାବେଳେ ତେହେରାନ ଏହାକୁ ଖଣ୍ଡନ କରିଛି। ଅନ୍ୟପକ୍ଷରେ ଯୁଦ୍ଧ ପାଇଁ ଇରାନ ଧମକ ଦେଇଛି। ଉପସାଗରୀୟ ଅଞ୍ଚଳରେ ଆମେରିକା…

ହଂକଂରେ ବିକ୍ଷୋଭ ବେଳେ ପୁଣି ହିଂସା

ହଂକଂ,୧୬ା୯(ଏଏଫ୍‌ପି): ଦୀର୍ଘଦିନ ଧରି ହଂକଂରେ ଚାଲିଥିବା ସରକାର ବିରୋଧୀ ବିକ୍ଷୋଭ ରବିବାର ପୁଣିଥରେ ହିଂସାତ୍ମକ ରୂପ ନେଇଛି। ଗଣତନ୍ତ୍ର ସପକ୍ଷବାଦୀ ବିକ୍ଷୋଭକାରୀଙ୍କୁ ତଡ଼ିବା ପାଇଁ ହଂକଂର ଦଙ୍ଗା ନିୟନ୍ତ୍ରଣ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିବା ସହ ପାଣିମାଡ଼ କରିଛି। ଅନ୍ୟପକ୍ଷରେ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ

ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପାଖକୁ ଲିଗାଲ ନୋଟିସ ପଠାଇଛନ୍ତି। ତାଙ୍କ ଭାବମୂର୍ତ୍ତି କ୍ଷୁଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ…

ସ୍କୁଲ ଆସିବାରେ ବିଳମ୍ବ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଗୋପାଳପୁର,୧୬ା୯-ବିଦ୍ୟାଳୟକୁ ବିଳମ୍ବରେ ଆସିବା ନେଇ ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ସ୍ଥାନରେ ବକ୍ସିପଲ୍ଲୀସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହରିକୃଷ୍ଣ ଶତପଥୀ ଯୋଗ ଦେଇଛନ୍ତି। ବ୍ରହ୍ମପୁରରୁ ପ୍ରାୟ…

ନୂଆଦିଲ୍ଲୀରେ ଓଡ଼ିଆ କର୍ମଚାରୀଙ୍କ ଦୁରବସ୍ଥା : ଛୁଟି ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦାବି

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ଭବନ, ଓଡ଼ିଶା ସଦନ ଏବଂ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ରହିଛି। ଏହି ସବୁରେ ରାଜ୍ୟ ସରକାରଙ୍କ ଅଧୀନରେ ବିଭିନ୍ନ ଠିକା କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନିରାପତ୍ତା ରକ୍ଷୀ, ରୁମ୍‌ ବୟ,…

ବାୟୁସେନାକୁ ମିଳିଲା ସ୍ପାଇସ୍‌-୨୦୦୦ ବୋମା

ନୂଆଦିଲ୍ଲୀ,୧୬ା୯: ଭାରତୀୟ ବାୟୁସେନାକୁ ଅଟ୍ଟାଳିକା ଧ୍ୱଂସକାରୀ ସ୍ପାଇସ୍‌-୨୦୦୦ ବୋମା ମିଳିଛି। ଏହା ବାୟୁସେନାର ଆକ୍ରମଣ କ୍ଷମତା ବୃଦ୍ଧିରେ ସହାୟକ ହେବ। ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଗତ ଫେବୃୟାରୀ ୨୬ରେ ବାୟୁସେନା ପାକିସ୍ତାନର ବାଲାକୋଟ୍‌ସ୍ଥିତ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିର ଧ୍ୱଂସ…

ନଦୀର ଶତ୍ରୁ ବାଲି ମାଫିଆ

ବ୍ରହ୍ମପୁର ଅଫିସ୍‌,୧୬ା୯-କେବଳ ଋଷିକୁଲ୍ୟା ନୁହେଁ, ଗଞ୍ଜାମ ଜିଲାର ଅନ୍ୟାନ୍ୟ ନଦୀଗୁଡ଼ିକର ସୁରକ୍ଷା ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମାଫିଆମାନେ ବେଧଡ଼କ ଭାବେ ନଦୀ ବାଲି ଚାଲାଣ କରୁଛନ୍ତି । କିନ୍ତୁ ପ୍ରଶାସନ ପକ୍ଷରୁ ଏହାକୁ ରୋକିବା ଦିଗରେ ପଦକ୍ଷେପ ନିଆଯାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri