Home Left

ହାଲ୍‌ କାରଖାନାରେ କମ୍ପ୍ରେସର ଫାଟି କର୍ମଚାରୀ ମୃତ

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ହାଲ୍‌ ସୁଖୋଇ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନ ୩ଟାରେ ଅଘଟଣ ଘଟିଛି। କମ୍ପ୍ରେସର ବିସ୍ପୋରଣ ହେବାରୁ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ସୁଦାମ ମହାନ୍ତି। ବିସ୍ପୋରଣରେ ସୁଦାମଙ୍କ ଶରୀରର ୮୦ ପ୍ରତିଶତ…

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି। ଏହାକୁ ରୋଭରର ‘ଆଏ’ ଟେଷ୍ଟ କୁହାଯାଉଛି। ଏଥିରେ ଓ୍ବାଇଡ- ଆଙ୍ଗଲ୍‌ ଲ୍ୟାଣ୍ଡ୍‌ସ୍କେପ ଓ ନ୍ୟାରୋ…

ତିନି କପ୍‌ରୁ ବେଶି କଫି ପିଇଲେ ଅଧାକପାଳି ବିନ୍ଧା ହୁଏ

ନ୍ୟୁୟର୍କ: କଫିପ୍ରିୟ ବ୍ୟକ୍ତିମାନେ ଟିକେ ସାବଧାନ ହୋଇଯାଆନ୍ତୁ। ଦିନକୁ ତିନି କପ୍‌ରୁ ବେଶି କଫି ପିଅନ୍ତୁନାହିଁ। ନଚେତ ଅଧାକପାଳି ବିନ୍ଧାର ଶିକାର ହୋଇପାରନ୍ତି। ଯେଉଁଦିନ ତିନିି କପରୁ ବେଶି କଫି ପିଇବେ ସେହିଦିନ ମାଇଗ୍ରେନର ଶିକାର ହେବା ସହ ତା’ ପରଦିନ…

ଝିଅମାନେ ପିଲାଦିନେ ସକ୍ରିୟ ରହିଲେ ଯୁବାବସ୍ଥାରେ ଫୁସଫୁସ ସୁସ୍ଥ ରହେ

ମାଦ୍ରିଦ: ପିଲାବେଳେ ଝିଅମାନେ ସକ୍ରିୟ ରହିଲେ ଯୁବାବସ୍ଥାରେ ପୁଅମାନଙ୍କ ତୁଳନାରେ ସେମାନଙ୍କ ଫୁସଫୁସ ସୁସ୍ଥ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି । ଏ ସମ୍ବନ୍ଧିତ ତଥ୍ୟ ଦି ଇଣ୍ଟରନ୍ୟାଶନାଲ ଜର୍ନାଲ ଅଫ୍‌ ଏପିଡେମିଓଲୋଜିରେ ପ୍ରକାଶ ପାଇଛି। ଗବେଷଣାରେ ସାମିଲ ଝିଅ…

ଭିଡିଓ ସେଲ୍‌ଫି ମାପିବ ରକ୍ତଚାପ

ଟରଣ୍ଟୋ: ରକ୍ତଚାପ ସମସ୍ୟା ରହିଥିଲେ ଆଉ ଚିନ୍ତା କରନ୍ତୁନାହିଁ। ଗବେଷକମାନେ ଏବେ ଟ୍ରାନ୍ସଡର୍ମାଲ ଅପ୍ଟିକାଲ ଇମେଜିଂ ଟେକ୍‌ନୋଲୋଜି ଉପରେ ପରୀକ୍ଷା କରି ସଫଳତା ପାଇଛନ୍ତି। ଏଥିରେ ଜଣେ ଭାରତୀୟ ବଂଶୋଦ୍ଭବ ଗବେଷକ ସାମିଲ ଅଛନ୍ତି। ଏହି ଟେକ୍‌ନୋଲୋଜିରେ ସ୍ମାର୍ଟଫୋନ ମାଧ୍ୟମରେ ନିଆଯାଇଥିବା…

ବାଘ-ମଣିଷ ଲଢେଇ ରୋକିବ ସୁଗନ୍ଧିତ ଗଛ

ବାଘ-ମଣିଷ ଲଢେଇ ଅଭୟାରଣ୍ୟରେ କିଛିନୂଆ କଥା ନୁହେଁ। ଏମିତି ଲଢେଇ ଉତ୍ତରପ୍ରଦେଶର ପିଲିଭିଟ ବ୍ୟାଘ୍ର ଅଭୟାରଣ୍ୟର ସୀମାରେ ବେଶି ହେଉଛି। ସୀମାବର୍ତ୍ତୀ ଗାଁମାନଙ୍କରେ ଚାଷୀମାନେ ବେଶି ଆଖୁ ଚାଷ କରନ୍ତି ଓ ନୀଳଗାଇ,ହରିଣ ତାହାକୁ ଖାଇବା ପାଇଁ ଆସନ୍ତି। ବାଘ ସେହି…

ବନ୍ଦ ଘରୁ ଅଧ୍ୟାପକଙ୍କ ଗଳିତ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ

ହଞ୍ଜିଳିକାଟୁ, ୮ା୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ମାଣିକନଗର ଅଞ୍ଚଳର ଏକ ବନ୍ଦ ଘରୁ ଗୁରୁବାର ପୂର୍ବାହ୍ନରେ ଜଣେ ଅଧ୍ୟାପକଙ୍କ ଗଳିତ ଶବକୁ ହିଞ୍ଜିଳି ପୋଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି। ସେ ହେଲେ କଙ୍କୋରଡ଼ା ବିଜ୍ଞାନ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗର…

ଯେଉଁଠି କ୍ଷୀର ବିକିବା ମନା

କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଜରୁରୀ ଏହା ସମସ୍ତଙ୍କୁ ଜଣା। ପ୍ରତ୍ୟେକ ଘରେ ରାତି ପାହିବା ମାତ୍ରକେ କ୍ଷୀର ଆବଶ୍ୟକତା ପଡ଼ିଥାଏ। ଯଦି ସକାଳୁ କ୍ଷୀରବାଲା ଆସି ଦୁଆର ଆଗରେ ଡାକ ନ ଦିଏ, ତେବେ କଥା ସରିଲା। କିନ୍ତୁ ଶୁଣି…

ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରକାଶ ଯେ, ଛେଣ୍ଡିପଦାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୃମି…

ଲୋକାୟୁକ୍ତ ସଦସ୍ୟଭାବେ ଦାୟିତ୍ୱ ନେଲେ ରାଜେନ୍ଦ୍ର ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ନୂଆ ଦାୟିତ୍ୱ ଗ୍ରହଣ କଲେ ବିଦାୟୀ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା। ଲୋକାୟୁକ୍ତ ସଦସ୍ୟ ଭାବେ ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ଡିଜିପି ଦାୟିତ୍ୱ ହସ୍ତାନ୍ତର କରିଥିଲେ ରାଜେନ୍ଦ୍ର ପ୍ରସାଦ।

ସ୍ବାଧୀନତା ଦିବସରେ ଏଠି ସମସ୍ତେ ପିନ୍ଧନ୍ତି ଖଦି ପୋଷାକ

ଭାରତ ସ୍ବାଧୀନତାର ସ୍ବପ୍ନ ଦେଖିଥିବା ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଉଦ୍‌ବୋଧନରେ ସେତେବେଳେ ବହୁମାତ୍ରାରେ ଅନୁପ୍ରାଣିତ ହୋଇଥିଲେ ଛାତ୍ର ଗୋଷ୍ଠୀ। ଇଂରେଜମାନଙ୍କୁ ଦେଶରୁ ହଟାଇବାକୁ ଗାନ୍ଧିଜୀ ଯେଉଁ ମନ୍ତ୍ର ଦେଉଥିଲେ ତାହା ଛାତ୍ରମାନଙ୍କୁ ଉତ୍ସାହିତ କରୁଥିଲା। ଗାନ୍ଧିଜୀଙ୍କ ଭାଷଣ ଶୁଣି ଆଲିଗଡ ବିଶ୍ୱବିଦ୍ୟାଳୟର…

୩୭୦ ଉପରେ ପାର୍ଲାମେଣ୍ଟରେ ଭାଷଣ ଦେଇ ରାତାରାତି ହିରୋ ହେଲେ ଏମ୍‌ପି, ଏବେ ଫେସବୁକକୁ ନେଇ ଚିନ୍ତିତ

ନୂଆଦିଲ୍ଲୀ, ୮।୮:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ଏବଂ ରାଜ୍ୟକୁ ଦୁଇଭାଗ କରି ୨ଟି କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଦେଶବାସୀ। କିଛି ରାଜନୈତିକ ଦଳ ପକ୍ଷରୁ ଏହାକୁ ବିରୋଧ କରାଯାଉଥିଲେ ମଧ୍ୟ ମୋଟାମୋଟି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri