Home Left

ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ ନଳା,…

ମୌସୁମୀ ନେଇଛି ୨,୩୯୧ ଜୀବନ

ନୂଆଦିଲ୍ଲୀ,୧୯ା୧୧(ପି.ଟି.):ଚଳିତବର୍ଷ ମୌସୁମୀ ଋତୁରେ ବର୍ଷା, ବନ୍ୟା ଓ ତଜ୍ଜନିତ କାରଣରୁ ୨,୩୯୧ ଜଣଙ୍କ ଜୀବନ ଯାଇଥିବାବେଳେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଯାଇଛି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ଏହି ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର…

ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ରରେ ବିଦେଶୀ ପର୍ଯ୍ୟଟକ: ପରିଚାଳନା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କଲେ

ଗଣିଆ,୨୦ା୧୧(ଡି.ଏନ.ଏ.): ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଉଦ୍ୟମକ୍ରମେ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅଭୟାରଣ୍ୟର ସାଉଥ୍‌ ବଡମୂଳ ମଙ୍ଗାନାସୀଠାରେ ୨୦୧୫ ମସିହାଠାରୁ ଖୋଲାଯାଇଛି ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ର। ରବିବାର ଏକ ୪ଜଣିଆ ବିଦେଶୀ ପର୍ଯ୍ୟଟକ ଟିମ୍‌ ଏଠାରେ ପହଞ୍ଚତ୍ ପରିଚାଳନା ସମ୍ବନ୍ଧୀୟ…

ଚାକିରି କରାଇଦେବା କହି ୪୮ ଲକ୍ଷ ଠକେଇ ନକଲି ଭିସା:ଫ୍ଲାଇଟ୍‌ ଟିକେଟ ଦେଇ ଫସିଲେ ୩ କର୍ମଚାରୀ

ରଣପୁର,୨୦ା୧୧(ସ୍ବ.ପ୍ର.): ମାଲେସିଆରେ ଚାକିରି କରାଇଦେବା ବାହାନାରେ ନୟାଗଡ଼ ଜିଲା ରଣପୁର ବ୍ଲକ, ଖୋର୍ଦ୍ଧା ଜିଲା ବାଣପୁର, ବାଲୁଗଁା ଅଞ୍ଚଳର ପ୍ରାୟ ୬୦ ଜଣ ଯୁବକ ୪୮ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ନକଲି ଭିସା ଓ ଫ୍ଲାଇଟ୍‌ ଟିକେଟ ଦେଇ…

୨ ବର୍ଷରେ ନିଯୁକ୍ତି ଅଭିବୃଦ୍ଧି ମନ୍ଥର

ନୂଆଦିଲ୍ଲୀ,୨୦-୧୧: ଗତ ୨ ବର୍ଷ ମଧ୍ୟରେ ଦେଶରେ ନିଯୁକ୍ତି ଅଭିବୃଦ୍ଧି ମନ୍ଥରସ୍ଥିତିକୁ ଚାଲି ଆସିଥିବା ଏକ ନୂଆ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୭-୧୮ରେ ନିଯୁକ୍ତି ଅଭିବୃଦ୍ଧି ହ୍ରାସ ଘଟି ୩.୯% ରହିଥିବା ବେଳେ ଏହା ୨୦୧୮-୧୯ରେ ୨.୮%କୁ ଖସିଥିବା କେୟାର ରେଟିଂ…

ରେଳ ବୋର୍ଡରୁ ବାଦ୍‌ ପଡ଼ିବେ ୨୫% ଅଧିକାରୀ

ନୂଆଦିଲ୍ଲୀ,୨୦-୧୧: ରେଳବୋର୍ଡରୁ ୨୫% କର୍ମଚାରୀ ବାଦ ଦେବା ଲାଗି ରେଲଓ୍ବେ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ପଦକ୍ଷେପ ଅନ୍ତର୍ଗତ ରେଲଓ୍ବେ ୨୫% କର୍ମଚାରୀଙ୍କୁ ଅନ୍ୟତ୍ର ପଠାଇ ଦେବ। ବୋର୍ଡର ସଦସ୍ୟଙ୍କ ସଂଖ୍ୟା ୨୦୦ରୁ ୧୫୦କୁ ହ୍ରାସ କରିବାକୁ ରେଲଓ୍ବେ ଏଭଳି…

ଟାରିଫ ବଢାଇବ ଜିଓ

ନୂଆଦିଲ୍ଲୀ,୨୦-୧୧: ଏୟାରେଟେଲ, ଭୋଡାଫୋନ-ଆଇଡିଆ ଲିମିଟେଡ ଡିସେମ୍ବର ୧ରୁ ଟାରିଫ ବଢାଇବା ନେଇ ଘୋଷଣା କରିବା ପରେ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ପରିଚାଳିତ ରିଲାଏନ୍ସ ଜିଓ ମଧ୍ୟ ଏହାର ସେବା ମୂଲ୍ୟ ବଢାଇବାକୁ ନିଷ୍ପତ୍ତି ନେଇଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଏନେଇ…

ହାଡ଼ ମଜଭୁତ କରେ ଛତୁ

ମଶରୁମ୍‌ ବା ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ମଶରୁମ୍‌କୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍‌କୁ…

ହାର୍ଟଆଟାକ୍‌ର ପୂର୍ବ ସୂଚନା…

ଅନେକ ରୋଗୀଙ୍କ କ୍ଷେତ୍ରରେ ହାର୍ଟ ଫେଲ୍ୟୁର୍‌ ବା ହାର୍ଟ ଆଟାକ୍‌ ସମସ୍ୟା ଦୃଷ୍ଟି ଗୋଚର ହୋଇଥାଏ। ଏହାର ଅର୍ଥ ହେଉଛି ସମ୍ପୃକ୍ତ ରୋଗୀଙ୍କର ହାର୍ଟ ସାଧାରଣ ଭାବରେ କାର୍ଯ୍ୟ ସମ୍ପାଦନ କରିବାରେ ଅକ୍ଷମ। ହାର୍ଟ ସାଧାରଣ ଭାବରେ ରକ୍ତ ପମ୍ପି ପ୍ରକିୟାକୁ…

ମହିଳାଙ୍କ ପାଇଁ ମହୌଷଧି କସୁରୀ ମେଥି

ମହିଳାଙ୍କ ନିକଟରେ ରକ୍ତହୀନତା ବା ଏନିମିଆ ଓ ଗର୍ଭଧାରଣ ସମୟରେ ହରମୋନରେ ଅସନ୍ତୁଳନ ଭଳି ଅନେକ ସମସ୍ୟା ଦେଖାଦେଇଥାଏ। ହେଲେ କସୁରୀ ମେଥି ମହିଳାଙ୍କ ଶରୀରରେ ଦେଖାଯାଉଥିବା ଛୋଟମୋଟ ସମସ୍ୟାକୁ କିପରି ଠିକ୍‌ କରିପାରିବ ସେ ସମ୍ପର୍କରେ ଜାଣି ରଖିବା। -ସନ୍ତାନ…

ନୁର- ସୁଲତାନରେ ଇଣ୍ଡୋ- ପାକ୍‌ ଡେଭିସ କପ୍‌ ଟାଇ

ନୂଆଦିଲ୍ଲୀ,୧୯।୧୧ (ପି.ଟି.)- ପାକିସ୍ତାନର ରିଭ୍ୟୁ ଅପିଲକୁ ପ୍ରତ୍ୟାଖାନ କରିଛି ଅନ୍ତର୍ଜାତୀୟ ଟେନିସ ଫେଡେରେଶ (ଆଇଟିଏଫ୍‌)। ଅନ୍ୟପଟେ ଆଇଟିଏଫ୍‌ ଭାରତ ଓ ପାକିସ୍ତାନ ମଧ୍ୟରେ ଅୟୋଜନ ହେବାକୁ ଥିବା ଡେଭିସ୍‌ କପ୍‌ ଟାଇ ପାଇଁ ଏକ ନିରପେକ୍ଷ ଭେନ୍ୟୁର ନାମ ଘୋଷଣା କରିଛି।…

ଅବ୍ୟବସ୍ଥା ଦେଇ ଗତି କରୁଛି ବାରିପଦା ଜଗନ୍ନାଥ ମନ୍ଦିର: ଡିସେମ୍ବର ପହିଲାରୁ ସମୂହ ଇସ୍ତଫା ଦେବେ ସେବାୟତ

ବାରିପଦା ଅଫିସ,୧୯ା୧୧- ବାରିପଦା ସ୍ଥିତ ଜଗନ୍ନାଥ ମନ୍ଦିରର ସ୍ବାତନ୍ତ୍ର୍ୟ ରହିଛି। ଦେବୋତ୍ତର ବିଭାଗ ଦ୍ୱାରା ଏହା ପରିଚାଳିତ ହେଉଥିବା ବେଳେ ସବୁବେଳେ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ଏ ନେଇ ସେବାୟତମାନେ ଅନେକ ଥର ଆନ୍ଦୋଳନ କରିଥିଲେ ମଧ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?