Home Left

ଭାରତ ସହ ପୁଣି ଡାକସେବା ଆରମ୍ଭ କରିବ ପାକିସ୍ତାନ

ଇସ୍‌ଲାମାବାଦ,୧୯।୧୧: ଭାରତ ସହ ପାକିସ୍ତାନ ପୁଣି ଥରେ ଡାକସେବା ଆରମ୍ଭ କରିବାକୁ ଯାଉଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଡାକସେବାକୁ ବନ୍ଦ କରିଦେଇଥିଲା। ଦୀର୍ଘ ୩ମାସ ପରେ ଏହି ସେବାକୁ ପୁଣି…

କବାଡି ଖେଳୁଛନ୍ତି ରିଚା

ରିଚା ଚଢ଼ା ଆଗାମୀ ଫିଲ୍ମ ‘ପଙ୍ଗା’ର ଶୁଟିଂ ପାଇଁ ପ୍ରସ୍ତୁତି ବି ଆରମ୍ଭ କରିଦେଇଛନ୍ତି। ଏହି ଫିଲ୍ମକୁ ଅଶ୍ୱିନୀ ଆୟର୍‌ ତିୱାରୀ ନିର୍ଦ୍ଦେଶନା ଦେଉଛନ୍ତି। ରୁଚା ଫିଲ୍ମରେ କଙ୍ଗନା ରାଣାୱତଙ୍କ ସହ ଦେଖାଦେବେ। ଫିଲ୍ମରେ ରିଚା କବାଡ଼ି ଖେଳୁଥିବାର ନଜର୍‌ ଆସିବେ…

ଅଭିନନ୍ଦନଙ୍କ ଗେମ୍‌କୁ ‘ବେଷ୍ଟ ଗେମ’ ପାଇଁ ଚୟନ କଲା ଗୁଗଲ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ ବାୟୁ ସେନାର ଭିଡିଓ ଗେମ୍‌ Indian Air Force: A Cut Aboveକୁ ‘ବେଷ୍ଟ ଗେମ-୨୦୧୯’ର ‘ୟୁଜର୍ସ ଚଏସ୍‌ ଗେମ୍‌’ କ୍ୟାଟେଗୋରୀରେ ଚୟନ କରିଛି ଗୁଗଲ। ଭାରତୀୟ ବାୟୁସେନା ନିଜର ପ୍ରଥମ ଭିଡିଓ ଗେମ୍‌ର ଏହି ସଫତଳାକୁ ନେଇ…

ଅମ୍ପାୟରଙ୍କ ତ୍ରୁଟି ପରେ ହୃଦ୍‌ଘାତ ନେଲା ବ୍ୟାଟ୍ସମ୍ୟାନଙ୍କ ଜୀବନ

ହାଇଦ୍ରାବାଦ,୧୯।୧୧- କ୍ରିକେଟରେ ଅମ୍ପାୟରଙ୍କ ତ୍ରୁଟି କରିବା କିଛି ନୂଆ କଥା ନୁହେଁ। ମାତ୍ର ଅମ୍ପାୟର ତ୍ରୁଟି ଯୋଗୁ ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଏତେ ବିଚଳିତ ହୋଇ ଉଠିଥିଲେ ଯେ, ତାଙ୍କୁ ହୃଦ୍‌ଘାତ ସମ୍ମୁଖୀନ ହେବାକୁ ପଡ଼ିଥିଲା। ଫଳରେ ଉକ୍ତ ଖେଳାଳିଙ୍କ ମୃତ୍ୟୁ…

ଆଫଗାନିସ୍ତାନର ଏୟାର ଷ୍ଟ୍ରାଇକ୍‌ରେ ୧୪ ତାଲିବାନ ଆତଙ୍କବାଦୀ ମୃତ

କାବୁଲ,୧୯।୧୧: ଆଫଗାନିସ୍ତାନର କୁନ୍ଦୁଜ ଅଞ୍ଚଳରେ ଲୁଚି ରହିଥିବା ତାଲିବାନ ଆତଙ୍କବାଦୀ ସଂଗଠନ ବିରୋଧରେ ଯବାନଙ୍କୁ ଏକ ବଡ଼ ସଫଳତା ମିଳିଛି। କୁନ୍ଦୁଜର ଆର୍ଚି ଜିଲାରେ ତାଲିବାନର ଏକ ଠିକଣା ଉପରେ ସୋମବାର ବିଳମ୍ବିତ ରାତିରେ ଆଫଗାନିସ୍ତାନ ବାୟୁ ସେନା ପକ୍ଷରୁ ଏୟାର…

ରାନୁଙ୍କ ଟ୍ରୋଲର୍‌ଙ୍କୁ ପ୍ରଶଂସକଙ୍କ ଜବାବ: ତାଙ୍କୁ ଯାହା କୁହାଯାଉଛି, ସେ ତାହା କରୁଛନ୍ତି

ବମ୍ବେ: ରାଣାଘାଟ ଷ୍ଟେଶନରେ ଗୀତ ଗାଉଥିବା ଜଣେ ସାଧାରଣ ମହିଳାରୁ ଇଣ୍ଟରନେଟ୍‌ ସେନ୍‌ଶେସନ୍‌ ପାଲଟଥିବା ରାନୁ ମଣ୍ଡଳ ବିଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ପ୍ରଥମେ ସଙ୍ଗୀତ ଆଉ ଏବେ ମେକ୍‌ଓଭରକୁ ନେଇ ରାନୁଙ୍କୁ ଟ୍ରୋଲ କରାଯାଉଛି। ହେଲେ କିଛି ପ୍ରଶଂସକ ଏହାକୁ…

ଶାହାଦତଙ୍କ ବାସନ୍ଦାଦେଶ ବଢ଼ିଲା ୫ ବର୍ଷ

ଢାକା,୧୯।୧୧- ବାଂଲାଦେଶ ଘରୋଇ ଟୁର୍ନାମେଣ୍ଟରେ ସାଥୀ ଖେଳାଳିଙ୍କୁ ଆକ୍ରମଣ କରିଥିବା ଘଟଣାରେ ପୂର୍ବତନ ପେସର ଶାହଦତ ହୋସେନଙ୍କୁ ୫ ବର୍ଷ ବାସନ୍ଦ କରାଯାଇଛି। ଏଥିରୁ ଦୁଇ ବର୍ଷ ସେ କୌଣସି ଇଭେଣ୍ଟରେ ଅଂଶଗ୍ରହଣ କରିପାରିବେ ନାହିଁ। ଏଥିସହ ଜରିମାନା ବାବଦକୁ ତାଙ୍କୁ…

କମଲ ହାସନଙ୍କୁ ଡକ୍ଟରେଟ୍‌ ଉପାଧି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଅଭିନେତା କମଲ ହାସନଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡକ୍ଟରେଟ ଉପାଧି ପ୍ରଦାନ କରିଛନ୍ତି। ଚଳଚ୍ଚିତ୍ର କ୍ଷେତ୍ରରେ ଗତ ଛଅ ଦଶନ୍ଧି ଧରି ଉଲ୍ଲେଖନୀୟ ଅବଦାନକୁ ଲକ୍ଷ୍ୟରେ ରଖି ଏକ ଘରୋଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଉପାଧି ପ୍ରଦାନ କରାଯାଇଛି।…

ମୁଶରଫ୍‌ଙ୍କ ବିରୋଧରେ ଦେଶଦ୍ରୋହ ମାମଲା: ରାୟ ସଂରକ୍ଷିତ; ଦୋଷୀ ସାବ୍ୟସ୍ତ ହେଲେ ହୋଇପାରେ ଫାଶି ଦଣ୍ଡ

ଇସଲାମାବାଦ୍‌,୧୯।୧୧: ଦେଶଦ୍ରୋହ ମାମଲାରେ ପାକିସ୍ତାନର ପୂର୍ବତନ ସାମରିକ ଶାସକ ଜେନେରାଲ ପରଭେଜ୍‌ ମୁଶରଫ୍‌ଙ୍କ ବିରୋଧରେ ହୋଇଥିବା ମାମଲାର ରାୟ କୋର୍ଟ ମଙ୍ଗଳବାର ସଂରକ୍ଷିତ ରଖିଛନ୍ତି। ଏଥିରେ ଦୋଷୀ ସାବ୍ୟସ୍ତ ହେଲେ ମୁଶରଫ୍‌ଙ୍କୁ ଫାଶି ଦଣ୍ଡାଦେଶ କରାଯିବାର ଆଶଙ୍କା ଥିବା କୁହାଯାଉଛି। କୋର୍ଟ…

ଅତାବିରାରେ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ସରଣ୍ଡା,୧୯।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ମଙ୍ଗଳବାର ଦିତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ପାଇଁ ଜନସମର୍ଥନ ମିଳୁଛି। ଚାଷୀମାନେ ରାଜ୍ୟ ସରକାରଙ୍କ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ବରଗଡ ଡିଆରଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଚାଷୀମାନେ ସରକାର କରିଥିବା…

କୋହଲିଙ୍କୁ ମିଳୁନାହିଁ ଛୁଟି

ନୂଆଦିଲ୍ଲୀ,୧୯।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ଅନ୍ୟତମ ଫିଟ୍‌ କ୍ରିକେଟର। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ସତ୍ତ୍ୱେ ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନ କଦାପି ଓ୍ବାର୍କଆଉଟ ସେସନ ମିସ୍‌ କରନ୍ତି ନାହିଁ ଓ ସର୍ବଦା ନିଜ ଡାଏଟ୍‌ରେ ରୁହନ୍ତି।…

ରାଜ୍ୟସଭା ମାର୍ଶଲଙ୍କ ଡ୍ରେସକୁ ନେଇ ତେଜିଲା ବିବାଦ: ବାଚସ୍ପତି କହିଲେ, କରାଯିବ ପୁନର୍ବିଚାର

ନୂଆଦିଲ୍ଲୀ,୧୯।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟସଭାର ୨୫୦ତମ ଅଧିବେଶନ ଅବସରରେ ଗୃହରେ କିଛି ପରିବର୍ତ୍ତନ କରାଯାଇଛି। ଗୃହ ଆରମ୍ଭ ହେବା ସମୟରେ ମାର୍ଶଲଙ୍କ ଡ୍ରେସକୋଡରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଥିଲା। ପୂର୍ବରୁ ସେମାନେ ଧଳାରଙ୍ଗର ପୋଷାକ ପିନ୍ଧୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?