Home Left

ବର୍ବରକାଣ୍ଡ : ଶ୍ରମିକଙ୍କୁ ତେଲ ଢାଳି ମାରିଦେଇଥିଲେ ଦିଆସିଲି, ତଦନ୍ତ ଆରମ୍ଭ କଲେ ପୋଲିସ, ଜିଲା ଶ୍ରମ ଅଧିକାରୀ

ଖଡ଼ିଆଳ,୧୭।୧(ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଜୁନାପାଣି ଖଲିଆଭଟା ଗ୍ରାମର ବିଦ୍ୟାଧର ମାଝୀଙ୍କୁ ଟ୍ରେନରୁ ଉଠାଇ ନେଇ କରେଣ୍ଟ ଦେଇ ତେଲଢାଳି ଦିଆସିଲି ମାରି ଦେଇଥିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ଖବର ପ୍ରକାଶ ହେବା…

ବିଜେଡି ୨ ବିଧାୟକ ବିଦା ହେବା ପଛର ଭିତିରି କଥା: ଜାଣନ୍ତୁ କ’ଣ ଘଟିଲା

ଭୁବନେଶ୍ୱର,୧୭ା୧(ସୁନିତ୍‌ ମିଶ୍ର):ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ କାହିଁକି ନିଲମ୍ବନ କରାଗଲା ତାହାର ସ୍ପଷ୍ଟ ସୂଚନା ମିଳୁ ନ ଥିବାବେଳେ ଏହାର…

ବ୍ଲକ୍‌ ନଗର ସଭାପତି ବାଛିଲା ବିଜେଡି

ଭୁବନେଶ୍ୱର,୧୭ା୧(ସୁନିତ୍‌ ମିଶ୍ର): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶୁକ୍ରବାର ୧୫ଟି ସାଙ୍ଗଠନିକ ଜିଲାର ନଗର ଏବଂ ଏହା ଅନ୍ତର୍ଗତ ବିଭିନ୍ନ ବ୍ଲକ୍‌ ସଭାପତିଙ୍କ ନାମ ଘୋଷଣା କରାଯାଇଛି। ଦଳର ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦେବୀପ୍ରସାଦ ମିଶ୍ରଙ୍କ ଦସ୍ତଖତରେ ଏଭଳି ୧୫ଟି ବିଜ୍ଞପ୍ତି…

ନବୀନଙ୍କୁ ଭେଟି ଏଭଳି ପ୍ରସ୍ତାବ ଦେଲେ ଅଖିଳେଶ ଯାଦବ, ଭାଜପା ଶୁଣିଲେ…

ଭୁବନେଶ୍ୱର,୧୭ା୧(ସୁନିତ୍‌ ମିଶ୍ର): ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ସପା)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଇତିମଧ୍ୟରେ ଅଖିଳେଶ ୩ଥର ଓଡ଼ିଶା ଆସିଲେଣି। କିଛିଦିନ ତଳେ ନୂଆପଡ଼ା ଉପନିର୍ବାଚନରେ ସମାଜବାଦୀ ପାର୍ଟି ପକ୍ଷରୁ…

୨୪ ଘଣ୍ଟା ପରେ ଫେରିଲା ଇଣ୍ଟରନେଟ ସେବା

ସୁନ୍ଦରଗଡ଼,୧୭ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୋ-ମାଂସ ବିକ୍ରିକୁ କେନ୍ଦ୍ର କରି ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ନାଗରିକ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।…

କାର ଦୁର୍ଘଟଣାରେ ଆଖିବୁଜିଲେ ବନ ବିଭାଗ ଅଧିକାରୀ

କଲ୍ୟାଣସିଂହପୁର,୧୬।୧(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନ ବିଭାଗ ଅଧିକାରୀ ଚନ୍ଦନ ଗମାଙ୍ଗଙ୍କ ଶୁକ୍ରବାର ରାତିରେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ କଲ୍ୟାଣସିଂହପୁରରୁ ରାୟଗଡା ଅଭିମୁଖେ ଯିବା ସମୟରେ ରାମପୁର ବୁଲାଣି ଠାରେ ତାଙ୍କ କାର ଦୁର୍ଘଟଣା ଘଟିଥିଲା। ସେଥିରେ…

ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ ମରଣ ସହ ସଂଗ୍ରାମ କରୁଛନ୍ତି। ଶୁକ୍ରବାର ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ…

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ଉପସଚିବଙ୍କ ଅଚାନକ ଗସ୍ତ

ଗଜପତି,୧୬।୧(ଗିରିଧାରୀ ପରିଛା): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଥିବା ଖାଉଟି କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ ବିଭାଗୀୟ ଉପସଚିବ ମୋନଜ କୁମାର ପଟ୍ଟନାୟକ। ଅଚାନକ ପରିଦର୍ଶନ…

ଦିବ୍ୟାଙ୍ଗ ପୁଅକୁ କାଠଫାଳିଆରେ ମାରୁଥିଲେ, ବାପା ବଞ୍ଚେଇବାକୁ ଯାଇ…

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁର ପ୍ରକାଶ ଗୌଡ଼(୬୫) ନାମକ ଜଣେ ବୃଦ୍ଧଙ୍କୁ ଗାଁର କୋଠଘର ନିକଟରେ ଶୁକ୍ରବାର ସାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ପ୍ରକାଶଙ୍କ ଦିବ୍ୟାଙ୍ଗ ପୁଅ ସୀମାଞ୍ଚଳ…

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା…

ଜାତୀୟ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମ ଝିଅ:  ସାଉଣ୍ଟୁଛନ୍ତି ଗୋଟିଏ ପରେ ଗୋଟିଏ ସମ୍ମାନ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଭୁବନେଶ୍ବରସ୍ଥିତ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୩୫ତମ ଓଡ଼ିଶା ମାଷ୍ଟର୍ସ ଦୌଡରେ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ସୁପ୍ରକାଶ ପ୍ରଧାନ କୃତିତ୍ୱ ହାସଲ କରିଛନ୍ତି। ୬ ତାରିଖରେ ଆୟୋଜିତ ଏହି ପ୍ରତିଯୋଗିତାରେ ୩୫ ବର୍ଷରୁ ୮୫ବର୍ଷ ପର୍ଯ୍ୟନ୍ତ…

ଫେବୃୟାରୀରୁ ଡିସେମ୍ୱର ମଧ୍ୟରେ ବଦଳିବ ୪ରାଶିଙ୍କ ଭାଗ୍ୟ, ଅଚାନକ କୋଟିପତି ହେବେ; ତାଲିକାରେ ଅଛି କି ଆପଣଙ୍କ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ ଯାହା ଆଜି ମଧ୍ୟ ଆଲୋଚନା ହେଉଛି। ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ ୨୦୨୬ ବର୍ଷର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?