Home Left

ଗଧ ମେଳା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚାହୁଁଛି ପାକିସ୍ତାନ

ଇସ୍‌ଲାମାବାଦ,୧୪।୯: ଭାରତରେ କାହାକୁ ଗଧ କହିଦେଲେ ପରିସ୍ଥିତି ଖରାପ ହୋଇଯାଇଥାଏ। ହେଲେ ପାକିସ୍ତାନ ଏବେ ଏହି ଗଧକୁ ତା’ର ରୋଜଗାରର ପ୍ରମୁଖ ମାଧ୍ୟମ ବୋଲି ଧରି ନେଇଛି। କାରଣ ଗଧ ମେଳା ଲଗାଇ ଏବେ ପାକିସ୍ତାନ ତା’ର ଅର୍ଥ ବ୍ୟବସ୍ଥାକୁ ସୁଧାରିବାକୁ…

ଭାରତରେ ଦକ୍ଷିଣ ଆଫ୍ରିକାର ବିଜୟ ପ୍ରତିଶତ ବେଶି

ଧର୍ମଶାଳା,୭।୯- ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଦୁଇ ଦଳ ସିଜନ ଆରମ୍ଭ କରିବାକୁ ଉଦ୍ୟମ କରିବେ। ତେବେ ରେକର୍ଡ ଦେଖିଲେ…

ବଙ୍ଗରଦୁଆ ଘାଟିରେ କାଠ ଗାର୍ଡ଼ ୱାଲ୍‌: ବିପଦପୂର୍ଣ୍ଣ ଘାଟିର ସ୍ଥାୟୀ ସମାଧାନ ନେଇ ଦାବି

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୪।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ନିକଟ ବଙ୍ଗରଦୁଆ ଘାଟି ଏବେ ଦିନକୁ ଦିନ ବିପଦ ସଙ୍କୁଳ ହୋଇପଡିଛି। ରାସ୍ତା ପାଶ୍ୱର ମାଟି ଅତଡ଼ା ଖସିବା ସହ ପାହାଡ଼ ଉପରୁ ଗଛ ନଇଁ ପଡ଼ି ରାସ୍ତା ଅବରୋଧ କରୁଛି ।…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପଡ଼ିରହିଛି ଅଳିଆ ଆବର୍ଜନା : ଘଟଣା ସ୍ଥଳରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଅଳିଆ ଆବର୍ଜନା ପଡ଼ିରହି ଗନ୍ଧ ହେଉଛି । ଏହାର ସଫେଇ କରାଯାଉ ନ ଥିବା ବେଳେ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତଃ ବିଭାଗ ସମେତ ବାହ୍ୟ ବିଭାଗକୁ ସଫେଇ କରାଯାଉନାହିଁ। ଅସ୍ବାସ୍ଥ୍ୟକର ପରିବେଶ ଲାଗି…

ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ: ୨ ମାଓବାଦୀ ମୃତ

ମାଲକାନଗିରି, ୧୪।୯(ଡି.ଏନ୍‌.ଏ.: ମାଲକାନଗିରି ସୀମାରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟ ଗୁଳି ବିନିମୟ ହୋଇଛି। ଛତିଶଗଡ଼ର ଦନ୍ତଓ୍ବୋଡ଼ା ଜିଲାରେ ଥିବା କୁଟ୍ରିମା ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ପୋଲିସ ଓ ଯବାନମାନେ ମିଳିତ ଭାବେ କୋମ୍ବିଂ ଅପରେସନ ଚଳାଇଥିଲେ।…

ଛାଡ଼ପତ୍ର ମାମଲାରେ ମହିଳାଙ୍କୁ ମିଳିବ ପେନସନ୍‌: ମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଏଣିକି ଛାଡ଼ପତ୍ର ମାମଲା ଚାଲିଥିବା ବେଳେ ମହିଳାମାନଙ୍କୁ ପେନ୍‌ସନ ମିଳିବ। ଏନେଇ ପ୍ରକ୍ରିୟା ଚାଲିଥିବା ନେଇ ଶନିବାର ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ବାର୍ଷିକ ୪୦ହଜାରରୁ କମ୍‌ ଆୟ ଥିବା ମହିଳାମାନଙ୍କୁ ମଧୁବାବୁ ପେନ୍‌ସନ…

ଆଇପିଏଲ ଖେଳାଳିଙ୍କ ରୋଜଗାରଠୁ କୋହଲିଙ୍କ ମାସିକ ଘରଭଡ଼ା ବି ଅଧିକ

ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ଧନୀ କ୍ରିକେଟର। ଏହା କାହାକୁ ଅଜଣା ନ ଥିବ। ମୁମ୍ବାଇରେ ସେ ୩୪ କୋଟି ଟଙ୍କାର ବିଳାସପୂର୍ଣ୍ଣ ଫ୍ଲାଟ କିଣିଛନ୍ତି। ହେଲେ ବିରାଟ ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ନୂଆ ଘରକୁ…

କାଚ ଖାଇ ବଞ୍ଚୁଛନ୍ତି ଓକିଲ ବାବୁ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କାଚ ଖାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଶାହପୁରା ଗଁାରେ ରହୁଥିବା ଦୟାରାମ ସାହୁ ଗତ ୪୦ରୁ ୪୫ ବର୍ଷ…

୯ ବର୍ଷର କୁକୁର ‘ଡଚ୍‌’ର ମୃତ୍ୟୁରେ ଶୋକ ପ୍ରକାଶ କଲା ସେନା

ନୂଆଦିଲ୍ଲୀ,୧୪।୯: ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡ ଶନିବାର ୯ ବର୍ଷର କୁକୁର ‘ଡଚ୍‌’ର ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଇଷ୍ଟର୍ଣ୍ଣ କମାଣ୍ଡରେ କାର୍ଯ୍ୟରତ ଥିବା ଏହି କୁକୁର ବିଭିନ୍ନ ପ୍ରକାର ଅପରେଶନ ସମୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା। ରାଷ୍ଟ୍ରର ସେବାରେ ତା’ର…

ଆଜମ ଖାଁଙ୍କୁ ସମର୍ଥନ ଦେବାକୁ ବର ବେଶରେ ପହଞ୍ଚିଲେ ସମାଜବାଦୀ ପାର୍ଟି ନେତା ଫିରୋଜ

ରାମପୁର,୧୪।୯: ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଏବେ ଅଡୁଆରେ ପଡିଛନ୍ତି। ଏହି ସମୟରେ ଦଳର ସବୁ ବରିଷ୍ଠ ନେତା ତାଙ୍କ ସାହସ ବଢାଇବାକୁ ତାଙ୍କ ନିକଟରେ ପହଞ୍ଚଥିବା ଜଣାପଡିଛି। ଏହି କ୍ରମରେ ସମ୍ଭଲର ସମାଜବାଦୀ ପାର୍ଟି…

ଅସୁସ୍ଥ ଶାବକକୁ ଛାଡ଼ି ପଳାଇଲା ମା’ ହାତୀ: ଉଦ୍ଧାର ପରେ ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ

ପରଜଙ୍ଗ,୧୪।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବାଇଗିଣିଆ ଗ୍ରାମ ଦଳିତ ବସ୍ତି ପାଖ ପଡିଆରୁ ଶନିବାର ଗ୍ରାମବାସୀ ଏକ ଅଣ୍ଡିରା ହାତୀ ଶାବକକୁ ଉଦ୍ଧାର କରିଛନ୍ତି। ଶାବକଟିର ବୟସ ପ୍ରାୟ ଏକ ମାସ ହେବ ବୋଲି…

ପିତୃପକ୍ଷ ଆରମ୍ଭ: ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି

ପୁରୀ ଅଫିସ,୧୪ା୯: ଶନିବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ। ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି। ପିତୃପକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri