ସୁଷମାଙ୍କ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ସ୍ବାମୀ କୌଶଳ, ଝିଅ ବାଂଶୁରୀ
ନୂଆଦିଲ୍ଲୀ, ୭।୮:ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସବୁଠୁ ଅଧିକ ଭାଙ୍ଗି ପଡିଛନ୍ତି ସୁଷମାଙ୍କ…
ପରଲୋକରେ ଲୋକପ୍ରିୟ ନିର୍ଦ୍ଦେଶକ, ହ୍ରିତିକ୍ଙ୍କ ଅଜା ଓମ୍ ପ୍ରକାଶ
ମୁମ୍ବାଇ: ଲୋକପ୍ରିୟ ନିର୍ଦ୍ଦେଶକ ତଥା ଅଭିନେତା ହ୍ରିତିକ୍ ରୋଶନଙ୍କ ଅଜା ଓମ୍ ପ୍ରକାଶଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ଚଳଚ୍ଚିତ୍ର ‘ଆଖିର କ୍ୟୁ, ଆପ୍ କି କସମ୍, ଆଇ ମିଲନ କି ବେଲା,…
ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ପନ୍ତ
ନୂଆଦିଲ୍ଲୀ,୭।୮- ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗି ଦେଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁୟାନାଠାରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍ରେ ପନ୍ତ ୬୫ ରନ୍ର ବିଜୟୀ ଇନିଂସ ଖେଳିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ…
ବରିଷ୍ଠ ଆଇପିଏସ୍ ବି.କେ. ଶର୍ମାଙ୍କୁ ଇନ୍ଚାର୍ଜ ଡିଜିପି ଦାୟିତ୍ୱ
ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନ ନିଯୁକ୍ତି ଦିଆଯିବା ହେତୁ ବିଜୟଙ୍କୁ ଭାରପ୍ରାପ୍ତ ଅଧିକାରୀ ଭାବେ ଦାୟିତ୍ୱ ମିଳିଛି।…
ଶ୍ରୀନଗରରେ ସୁଧୁରୁଛି ସ୍ଥିତି
ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ ମଧ୍ୟ ମିଳିଯାଇଛି। ଏହାପରେ କଶ୍ମୀରରେ ଧାରା ୩୭୦କୁ ଅଚଳ କରି ଦିଆଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇ କେନ୍ଦ୍ର ଶାସିତ ରାଜ୍ୟ ଭାବେ ବଦଳିଯାଇଛି।…
ଉନ୍ନାଓ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବି ଗମ୍ଭୀର, ଓକିଲ କୋମାରେ
ନୂଆଦିଲ୍ଲୀ,୭।୮: ଦିଲ୍ଲୀ ଏମ୍ସରେ ଜୀବନ ସହ ସଂଘର୍ଷ କରୁଛନ୍ତି ଉନ୍ନାଓ ବଳାତ୍କାର ପୀଡ଼ିତା। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ମେଡିକାଲ ବୁଲେଟିନ୍ ଜାରି କରାଯାଇଛି। ପୀଡ଼ିତାଙ୍କ ରକ୍ତଚାପ ମଧ୍ୟ ଅନିୟନ୍ତ୍ରିତ…
ହଂସରାଳି, ୧୦ ଛୁଆ ଉଦ୍ଧାର
ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ସେମାନଙ୍କୁ ଅରାଚଣ୍ଡୀ ପାଟରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ମଙ୍ଗଳବାର କୃଷ୍ଣଚନ୍ଦ୍ରଙ୍କ…
ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ
ବାଲିଗୁଡ଼ା,୭।୮(ଡି.ଏନ୍.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର ଅସୁବିଧା…
ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ
ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଅକୋଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବାଲାପୁର ତହସିଲର…
ସର୍ବାଧିକ ଆୟ କରୁଥିବା ଆଥ୍ଲେଟଙ୍କ ଫୋର୍ବସ ତାଲିକାରେ ଏକମାତ୍ର ଭାରତୀୟ ସିନ୍ଧୁ
ନ୍ୟୁୟର୍କ, ୭।୮- ଜଣାଶୁଣା ପତ୍ରିକା ଫୋର୍ବସ ପକ୍ଷରୁ ପ୍ରକାଶ କରାଯାଇଥିବା ବିଶ୍ୱରେ ସର୍ବାଧିକ ଆୟ କରୁଥିବା ମହିଳା ଆଥ୍ଲେଟଙ୍କ ତାଲିକାରେ ବ୍ୟାଡ୍ମିଣ୍ଟନ ଷ୍ଟାର ପି.ଭି. ସିନ୍ଧୁ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ବାର୍ଷିକ ୫.୫ ନିୟୁତ ଡଲାର ଆୟ କରୁଥିବା…
ହାଫିଜ୍ ସଇଦ୍ ଦୋଷୀ ସାବ୍ୟସ୍ତ: ମାମଲା ଗୁଜରାଟ ଅଦାଲତକୁ ସ୍ଥାନାନ୍ତର
ଲାହୋର, ୭।୮: ଆତଙ୍କବାଦୀ ହାଫିଜ୍ ସଇଦ୍ଙ୍କୁ ପାକିସ୍ତାନର ଏକ ଅଦାଲତ ଦୋଷୀ ସାବସ୍ତ୍ୟ କରିଛି। ତାଙ୍କ ନାମରେ ଏକାଧିକ ମାମଲା ରହିଥିବାବେଳେ ଏକ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଦାଲତ କହିଛନ୍ତି। ଏହା ସହିତ ହାଫିଜ୍ଙ୍କ ଉପରେ ଚାଲିଥିବା ଏହି ମାମଲାକୁ…
ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା
ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍ ଇନ୍ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧାରମେୟା ଅଭିଯୋଗ କରିଛନ୍ତି। ଦେଶରେ ବେକାରିଙ୍କ ସଂଖ୍ୟା ବଢୁଥିବାବେଳେ ଆବଶ୍ୟକ ନିଯୁକ୍ତି…
Archives


