Home Left

ସୁଷମାଙ୍କୁ ମନେପକାଇ ଭୋ ଭୋ ହୋଇ କାନ୍ଦିଲେ ରମା ଦେବୀ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସୱରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।…

ଲଘୁଚାପ ବର୍ଷା : ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର ଅଫିସ,୭।୮: ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ବୁଧବାର ମଧ୍ୟ ଅନବରତ ବର୍ଷା ହେଉଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। ରାସ୍ତାରେ ବର୍ଷାଜଳ ପ୍ରବାହିତ ଯୋଗୁ ଯାନବାହନ ଚଳାଚଳ ସ୍ବାଭାବିକ ହୋଇପାରୁନି। ଅନ୍ୟପଟେ ବର୍ଷାକୁ ଦେଖି…

ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ : ହସ୍ପିଟାଲରେ ଭର୍ତ୍ତି

ଖୋର୍ଦ୍ଧା ଅଫିସ,୭।୮: ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ପ୍ରଥମେ ଭୁବନେଶ୍ୱର କେଆର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସାର ଆବଶ୍ୟକତା ପଡ଼ିବାରୁ ବୁଧବାର ମୁମ୍ବାଇସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି ଭାବୁକ ହେଲେ ମୋଦି

ନୂଆଦିଲ୍ଲୀ,୬ା୮: ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ପାର୍ଥିବ ଶରୀର ଦର୍ଶନ ପାଇଁ ଭିଡ ଲାଗି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁଷମାଙ୍କ…

ହରିଶ୍‌ ସାଲଓ୍ବେଙ୍କୁ ଏକ ଟଙ୍କା ବକେୟା ନେବାକୁ ଡାକି ଦୁନିଆରୁ ଚାଲିଗଲେ ସୁଷମା

ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ମୃତ୍ୟୁର ଏକ ଘଣ୍ଟା ପୂର୍ବରୁ ଆଇନଜୀବି ହରିଶ୍‌ ସାଲେଓଙ୍କୁ ତାଙ୍କର ଏକ ଟଙ୍କା ବକେୟା ନେବା ପାଇଁ ଫୋନ୍‌ କରିଥିଲେ। ରାତି ୮ଟା ୫୦ରେ ହରିଶ୍‌ଙ୍କୁ ଫୋନ୍‌ କରି ବୁଧବାର ସନ୍ଧ୍ୟା ୬ଟାରେ…

ସ୍ବରାଜ କୌଶଳଙ୍କୁ ପ୍ରେମ ବିବାହ କରିବା ପାଇଁ ପିତାଙ୍କୁ ମନର କଥା ଖୋଲି କହିଥିଲେ ସୁଷମା

ନୂଆଦିଲ୍ଲୀ,୭।୮: ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ପ୍ରେମ ବିବାହ କରିବା ପାଇଁ ନିଜ ମନର କଥା ପିତା ହରଦେବ ଶର୍ମାଙ୍କୁ ଖୋଲି କହିଥିଲେ। ପିତା ପ୍ରଥମେ ମନା କରିଥିଲେ ବି ଶେଷରେ ରାଜି ହୋଇଥିଲେ। ସ୍ବରାଜ କୌଶଳ ଏବଂ ସୁଷମା…

ଓକିଲ ସାଙ୍ଗକୁ ପ୍ରେମ ବିବାହ କରିଥିଲେ ସୁଷମା

ନୂଆଦିଲ୍ଲୀ,୭।୮: ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଭାରତୀୟ ରାଜନୀତିରେ ଜଣେ ଦକ୍ଷ ନେତ୍ରୀ ଭାବେ ପରିଚିତ ଥିଲେ ସେ। ଜଣେ ଓକିଲରୁ ରାଜନୀତିରେ ପାଦ ଥାପିଥିଲେ। ସର୍ବଦଳ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟ ନେତ୍ରୀ…

ଟୁଇଟରରେ ସୁଷମାଙ୍କୁ ଫଲୋ କରୁଥିଲେ କୋଟିଏ ୧୩ ଲକ୍ଷ

ନୂଆଦିଲ୍ଲୀ,୭।୮: ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ସକ୍ରିୟ ରହୁଥିଲେ। ଟୁଇଟରରେ ତାଙ୍କ ଫଲୋରର୍ସଙ୍କ ସଂଖ୍ୟା କୋଟିଏ ୧୩ ଲକ୍ଷ ଥିଲା। ତାଙ୍କୁ ଟୁଇଟ୍‌ କରି ସହାୟତା ଲୋଡୁଥିବା ବ୍ୟକ୍ତିଙ୍କୁ ସେ ତତ୍‌କ୍ଷଣାତ୍‌…

ସରକାରୀ ଯୋଜନାରୁ ସୁଫଳ ପାଉ ନାହାନ୍ତି ଜନଜାତି ଲୋକେ: ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବିତାଉଛନ୍ତି ଜୀବନ

ଖଣ୍ଡପଡା,୭।୮(ସ୍ବ.ପ୍ର.)-ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ୫ ନମ୍ବର ଜିଲା ପରିଷଦ ଜୋନ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକେ ନାନା ସମସ୍ୟା ମଧ୍ୟରେ ରହିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନଜାତିଙ୍କ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର…

ଗ୍ରାମୀଣ ଆବାସ ଯୋଜନା ବାଟବଣା :  ଯୋଗ୍ୟହିତାଧିକାରୀଙ୍କ ପାଖରେ ପହଞ୍ଚୁନି ଯୋଜନା

ରଣପୁର,୭।୮(ସ୍ବ.ପ୍ର.)-ନୟାଗଡ଼ ଜିଲାର ରଣପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର ଯୋଜନା ପରି ଗ୍ରାମୀଣ ଆବାସ ଯୋଜନା ବାଟବଣା ହୋଇପଡିଛି । ବିଭିନ୍ନ ପଞ୍ଚାୟତରେ ୨୦ରୁ ୩୦ ହଜାର ଟଙ୍କା ନ ଦେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର…

ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍‌ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା

ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହୋଇ ଧନଜୀବନ ନଷ୍ଟ ହେବାର ସମ୍ଭାବନାକୁ ଏଡାଇ…

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ ଟଙ୍କାରେ ମଉଜ ମଜିଲିସ୍‌ କରୁଛନ୍ତି। ମାତ୍ର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଯୋଜନା ଟଙ୍କା ଆସିପାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri