Home Left

ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରମ…

ପ୍ରେମିକାଙ୍କୁ ଭେଟିବାକୁ ଆସିି ପ୍ରେମିକ ହଟହଟା: ରାତାରାତି ବିବାହ କରାଇଲେ ଗ୍ରାମବାସୀ

ସୋର, ୧୩ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ମାଣିପୁର ଗୁଲୁଣିଆ ଗ୍ରାମରେ ଗୁରୁବାର ଏକ ନାଟକୀୟ ଘଟଣା ଘଟିଛି। ଫେସ୍‌ବୁକ୍‌ରୁ ପ୍ରେମ ସମ୍ପର୍କ ସ୍ଥାପନ କରିଥିବା ଜଣେ ଯୁବକ ପ୍ରେମିକାଙ୍କୁ ଭେଟିବାକୁ ଆସିଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରାପଡି ହଟହଟା ହୋଇଛନ୍ତି। ଶେଷରେ…

ଗ୍ରୀନ କେମେଷ୍ଟ୍ରି ଖାତା ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ: ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୩ା୯-ବୁଗୁଡା ପିପୁଲସ୍‌ କଲେଜ ଯୁକ୍ତ ୩ ରସାୟନ ବିଜ୍ଞାନ ସମ୍ମାନର ପରୀକ୍ଷା ଖାତା ମୂଲ୍ୟାୟନରେ ତ୍ରୁଟି ହୋଇଛି ା ୫ ସେମିଷ୍ଟାରର ଗ୍ରିନ କେମେଷ୍ଟ୍ରି ବିଷୟର ପରୀକ୍ଷା ଖାତା ମୂଲ୍ୟାୟନରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଆର୍‌ଟିଆଇରେ ମଗାଯାଇଥିବା…

ଜାତୀୟ ରାଜପଥରେ ଜଳିଗଲା କାର୍‌

ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ ଚଳନ୍ତା କାର୍‌ ନିଅଁା ଲାଗି ଜଳିଯାଇଛି। କାର୍‌ଟି ଯାଜପୁର ଜିଲା ଷଠିପୁର ଅଞ୍ଚଳରୁ ଭଦ୍ରକ…

ରାସ୍ତାରେ ଧାନଗଛ ପୋତିଲେ ଗ୍ରାମବାସୀ

ରୂପ୍‌ସା, ୧୩।୯(ଡି.ଏନ.ଏ.)-ବର୍ଷାଦିନେ ଯିବାଆସିବାରେ ହୀନସ୍ତା ହେବାକୁ ପଡୁଛି। ଚାଲି ଚାଲି ହେଉ କି ସାଇକେଲ କି ବାଇକ୍‌ରେ ହେଉ ଏହି କାଦୁଅ ପଚପଚ ରାସ୍ତାରେ ଯା’ଆସ କରିବାର କଷ୍ଟକର ହୋଇପଡୁଛି। ୧୦ବର୍ଷ ଧରି ଉକ୍ତ ରାସ୍ତାରେ ମୋରମ ମୁଠାଏ ପଡ଼ିନି କି…

ପୁଅର ସମାଧି ଉପରେ ପୂଜାର୍ଚ୍ଚନା, ଗୁଣିଗାରେଡି ସନ୍ଦେହ କଲେ ବାପା

ପାଟଣାଗଡ଼,୧୩ା୯ (ଡି.ଏନ.ଏ.): ବିଜ୍ଞାନର ଢେର ଅଗ୍ରଗତି ଘଟିଛି। ଅନ୍ଧବିଶ୍ୱାସ, କୁସଂସ୍କାର ଦୂର ହୋଇଛି ବୋଲି ପ୍ରଚାର ଚାଲିଛି । ହେଲେ ଆଜି ବି ଗୁଣିଗାରେଡି ପ୍ରତି ଲୋକଙ୍କ ବିଶ୍ୱାସ ରହିଛି । ବଲାଙ୍ଗୀର ଜିଲା ପାଟଣାଗଡ଼ ଲରମ୍ଭା ଥାନା ଅନ୍ତର୍ଗତ ଚିଟକାମାଲ…

ଦିନକୁ ଦିନ ଦୁର୍ବଳ ହେଉଛି ପାକିସ୍ତାନ: ଇନ୍ଦ୍ରେଶ କୁମାର

ନୂଆଦିଲ୍ଲୀ,୧୩।୯: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ପ୍ରଚାରକ ଇନ୍ଦ୍ରେଶ କୁମାର ଶୁକ୍ରବାର ପାକିସ୍ତାନକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଦିଦକୁ ଦିନ ଦୁର୍ବଳ ହେବାରେ ଲାଗିଛି। ବିଭାଜନ ପରେ ପାକିସ୍ତାନର ସୃଷ୍ଟି ହୋଇଥିଲା। ଏହାପରେ ୧୯୭୧ରେ…

ରୋମାନ୍ସରେ ବୁଡିଲେ ସନ୍ନିଙ୍କ ପୁଅ

ମୁମ୍ବାଇ: ବଲିଉଡ୍‌ ନାୟକ ସନ୍ନି ଦେଓଲଙ୍କ ପୁଅ କରନ ଦେଓଲ ଏବେ ରୋମାନ୍ସରେ ବୁଡି ରହିଥିବା ଦେଖିବାକୁ ମିଳିଛି। ସନ୍ନିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ପଲ୍‌ ପଲ୍‌ ଦିଲ୍‌ କେ ପାଶ’ରେ କରନ ଡେବ୍ୟୁ କରୁଛନ୍ତି। ଏବେ ଏହାର ଏକ ଗୀତ ରିଲଜ୍‌…

ବଲିଉଡ୍‌ରେ ୯ ବର୍ଷ ପୂରଣ କଲେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ କୁଇନ୍‌ ସୋନାକ୍ଷୀ ସିହ୍ନା ଅଭିନୟ ଦୁନିଆରେ ପ୍ରବେଶ କରିବାର ୯ ବର୍ଷ ପୂରଣ କରିଛନ୍ତି। ୨୦୧୦ରେ ସେ ପ୍ରଥମ କରି ‘ଦବଙ୍ଗ’ ଜରିଆରେ ବଲିଉଡ୍‌ରେ ନିଜର ଆକ୍ଟିଙ୍ଗ କ୍ୟାରିୟର ଆରମ୍ଭ କରିଥିଲେ। ଆଉ ତାଙ୍କ ଅପୋଜିଟର ନାୟକ…

ଗାଁରେ ପୂର୍ବରୁ ଥିଲେ ୨୦୦ ଲୋକ, ଏବେ ରହୁଛନ୍ତି ଜଣେ: ଚକିତ କରିପାରେ କାରଣ..

ପ୍ରତ୍ୟେକ ଦେଶରେ ସହର ଏବଂ ଗାଁ ଦେଖିବାକୁ ମିଳିଥାଏ। ସହରୀ ଜୀବନ ଧାଁ ଧଉଡ଼ରେ କଟୁଥିବାବେଳେ ଗାଁରେ ରହିଥାଏ ନୈସର୍ଗିକ ସୁଖ। କିନ୍ତୁ ରୋଜଗାର ଆଶାରେ ଲୋକେ ଗାଁ ଛାଡ଼ି ସହରକୁ ଚାଲିଯାଉଛନ୍ତି। କିନ୍ତୁ ଏମିତି ଏକ ଗାଁ ସମ୍ପର୍କରେ କହିବୁ…

ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ: ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୬ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ, ୪ଜଣ ଇଞ୍ଜିନିୟର, ୨ଜଣ ରେଭିନ୍ୟୁ ଅଫିସର(ଆର୍‌ଆଇ), ଜଣେ ଫାର୍ମାଶିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ଇକ୍ଜିକ୍ୟୁଟିଭ୍‌ ଅଫିସର ଏବଂ ୨ଜଣ କିରାଣୀ…

କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣେ ଗିରଫ, ଅଭିଭାବକ ମହଲରେ ଅସନ୍ତୋଷ

ଆନନ୍ଦପୁର,୧୩। ୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନକରି ଆରମ୍ଭ ହୋଇଥିବା କେନ୍ଦ୍ରୀୟ ବିଦ୍ୟାଳୟକୁ ନେଇ ଅସନ୍ତୋଷ ଲାଗିରହିଛି। ଛାତ୍ରୀଛାତ୍ରଙ୍କ ଆବେଦନ ଫର୍ମ ଚୟନ ଏବଂ ସିଲେକ୍ସନ୍‌କୁ ନେଇ ଅନିୟମିତତା ହୋଇଥିବା ଘଟଣା ଚର୍ଚ୍ଚାର ପରିସରକୁ ଆସିଥିଲା। ତେବେ ନାମଲେଖାରେ କୌଣସି ଅନିୟମିତତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri